ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଲୁଟେରା।
ଭୁବନେଶ୍ୱର,୧/୧୦(ଓଡ଼ିଆ ନ୍ୟୁଜ): ରାଜଧାନୀରେ ମର୍ଣ୍ଣିଂ ୱାକ୍ କରୁଥିବା ବେଳେ ଜଣେ ବରିଷ୍ଠ ସାମ୍ବାଦିକଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଦିନ ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୮ ଡେଲଟା ସ୍କୋୟାରରେ ମର୍ଣ୍ଣିଂ ୱାକ୍ କରୁଥିବା ସମୟରେ ବରିଷ୍ଠ ସାମ୍ବାଦିକ…
Read More...
Read More...