banner
Breaking
Monthly Archives

November 2021

ବାଇକ୍ ଗ୍ୟାଙ୍ଗ ଠାବ, ୩୫ ବାଇକ୍ ଜବତ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜଧାନୀ ଓ ଉପକଣ୍ଠ ଅଞ୍ଚଳରେ ବାଇକ୍‌ ଚୋରି କରୁଥିବା ଏକ ଗ୍ୟାଙ୍ଗକୁ କମିଶନରେଟ ପୋଲିସ କାବୁ କରିଛି। ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଦା ଜିଲା ସଦର ଥାନା…
Read More...

ଶୀତକାଳୀନ ବିଧାନସଭାରେ ରହିବ ୨୬ ଟି କାର୍ଯ୍ୟ ଦିବସ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆସନ୍ତା ଡିସେମ୍ବର ପହିଲାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ ୨୬ଟି କାର୍ଯ୍ୟ ଦିବସ ରହିବ। ଅଧିବେଶନର ପ୍ରଥମ ଦିନ ରାଜ୍ୟ ସରକାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ଆଣିବେ। ବିଧାନସଭାର…
Read More...

ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ଼ ଯୋଜନାରେ ସାମିଲ ହେଲା କନ୍ଧମାଳ

ଫୁଲବାଣୀ : ଫୁଲବାଣୀର ମିନି ଷ୍ଟାଡିୟମରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ନିଜର ତଥା ନିଜ ପରିବାରର ଚିକିତ୍ସା ପାଇଁ ମୋ ରାଜ୍ୟର ଲୋକେ ଆଉ ଜମିବାଡି ବନ୍ଧା ପକାଇବେ ନାହିଁ।…
Read More...

କେନ୍ଦ୍ର ସରକାର ଉପରେ ବର୍ଷିଲେ ଉତ୍ତର ବିଧାୟକ ସୁଶାନ୍ତ ରାଉତ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କର ଅହେତୁକ ଦରଦାମ ବୃଦ୍ଧି ଯଥା, ( ରନ୍ଧନ ଗ୍ୟାସ ) ବିରୁଦ୍ଧରେ ଉତ୍ତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀର ବିଜୁ ଯୁବ, ଛାତ୍ର ଓ ମହିଳା ଜନତା ଦଳ ପକ୍ଷରୁ ଚନ୍ଦ୍ରଶେଖରପୁର ସ୍ଥିତ ଆଇଓସିଏଲ ଅଫିସ ସମ୍ମୁଖରେ ହଜାର ହଜାର କର୍ମୀଙ୍କୁ ନେଇ ବିକ୍ଷୋଭ ଓ ପ୍ରତିବାଦ…
Read More...

ଆଉ ଆଠମାସ ମାଗଣା ରାଶନ ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏଓ୍ବାଇ)କୁ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ଘୋଷଣା ଅନୁଯାୟୀ ୭ ମାସ ମାଗଣା ରାସନ ଦିଆଯାଇଥିବା…
Read More...

ବୃହସ୍ପତି ଚଳନରେ ଏହି ରାଶି ଲୋକ ହେବେ ମାଲାମାଲ୍

ନୂଆଦିଲ୍ଲୀ,୨୧।୧୧: ନଭେମ୍ବର ୨୦ ତାରିଖ ରାତି ୧୧:୧୯ ରେ ଗୁରୁଦେବ ବୃହସ୍ପତି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ ବୃହସ୍ପତି ୨୦୨୨ ଏପ୍ରିଲ ୧୩ ଅପରାହ୍ନ ୩:୪୯ ପର୍ଯ୍ୟନ୍ତ ରହିବେ। ଏହା ପରେ ମୀନ ରାଶିରେ ଗୁରୁଦେବ ପ୍ରବେଶ କରିବେ। ଭାରତୀୟ ଜ୍ୟୋତିଷ ଅନୁଯାୟୀ ବୃହସ୍ପତି ହେଉଛନ୍ତି ଏକ…
Read More...

ମୁଁ ପାଣ୍ଡିଆନ ସାର୍‌ଙ୍କ ପରି ହେବି

ଭୁବନେଶ୍ୱର : କେନ୍ଦ୍ରାପଡ଼ା ସହରର ବାଳିକା ବିଦ୍ୟାଳୟ ପରିସରରେ ଜିଲାର ୩୦ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଉକ୍ତ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀ ସୋନମ ପରୱିନଙ୍କ ମନ୍ତବ୍ୟ ଚର୍ଚ୍ଚାର ବିଷୟ ହୋଇଛି। ସୋନମ ନିଜ ହାଇସ୍କୁଲର ପରିବର୍ତ୍ତନ…
Read More...

ସଡକ ଦୁର୍ଘଟଣା ରୋକିବା ଲାଗି ଉପଯୋଗ ହେବ ବୈଷୟିକ ଜ୍ଞାନ କୌଶଳ

ଭୁବନେଶ୍ବର : ସଡ଼କ ଦୁର୍ଘଟଣାକୁ ରୋକିବା ଲାଗି ଯାନବାହନର ଗତିକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାର ବୈଷୟିକ ଜ୍ଞାନର ଉପଯୋଗ ଉପରେ ଗୁରୁତ୍ବ ଦେବାକୁ ନିଷ୍ପତ୍ତି ନେଇଥିଲେ। ଭୁବନେଶ୍ବର ଭାରତୀୟ ବୈଷୟିକ ଅନୁଷ୍ଠାନ (ଆଇଆଇଟି)କୁ ଗାଡ଼ିର ଦ୍ରୁତ ଗତି ମାପକ ଯନ୍ତ୍ର ବା ରେଡ଼ାର ତିଆରି…
Read More...

ଢେ଼ଙ୍କାନାଳରେ ସ୍ମାର୍ଟ କାର୍ଡ ବଣ୍ଟନ

ଢେଙ୍କାନାଳ ,୨୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଢେଙ୍କାନାଳ ଗସ୍ତରେ ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି କାର୍ଡ ବଣ୍ଟନ କରିଥିଲେ। ଏଥିସହିତ ୮୮୦ କୋଟି…
Read More...

ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ମିଳିଛି। ଅଫ୍‌ଲାଇନରେ ୧୨,୩୨୧ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ଏଥିରେ ୮୪୬୦ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ପାସ୍‌ ହାର ୬୮.୭୬ ପ୍ରତିଶତ…
Read More...