banner
Breaking
Monthly Archives

November 2021

ମହାମାରୀ ନେଇ ହୁ ର ଚେତାବନୀ।

ନୂଆଦିଲ୍ଲୀ,୫/୧୧ : ବିଶ୍ୱରେ ମହାମାରୀ କୋଭିଡର ଆଉ ଏକ ଲହର ଆସିବା ନେଇ ଚେତାବନୀ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ) । ସଂଗଠନ ପକ୍ଷରୁ କୁହାଯାଇଛି ଯେ ଜନସାଧାରଣଙ୍କୁ କୋଭିଡ ଟିକା ପ୍ରଦାନରେ ବିଳମ୍ବ ଏବଂ କୋଭିଡ ସମ୍ପର୍କିତ ନିର୍ଦ୍ଦେଶାବଳୀକୁ ଜନସାଧାରଣ କଡାକଡି ପାଳନ କରୁନଥିବାରୁ…
Read More...

ଉଚ୍ଚ ନ୍ୟାୟାଳୟର ବିଚାରପତି ରୂପେ ଶପଥ ନେଲେ ଆଦିତ୍ୟ କୁମାର ଶତପଥୀ।

କଟକ : ଶୁକ୍ରବାର ପୂର୍ବାହ୍ନ ୯ଟା ୪୦ ସମୟରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ଶ୍ରୀ ଆଦିତ୍ୟ କୁମାର ମହାପାତ୍ର  ଶପଥ ଗ୍ରହଣ କରିଛନ୍ତି।  ଓଡ଼ିଶା ଉଚ୍ଚ ନ୍ୟାୟାଳୟର ନୂଆ କୋଠାର ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ କରିଛନ୍ତି। ସୂଚନା ଯୋଗ୍ୟ, ଗ୍ରନ୍ଥ ମନ୍ଦିରର ପ୍ରତିଷ୍ଠାତା ଶ୍ରୀଧର…
Read More...

କମିଲା ଖାଇବା ତେଲ ଦର।

ଭୁବନେଶ୍ୱର : ପେଟ୍ରୋଲ ଡିଜେଲ ପରେ ଶସ୍ତା ହେଲା ଖାଇବା ତେଲ । ପାମ୍ ତେଲ, ସୋୟାବିନ୍ ଓ ସୂର୍ଯ୍ୟମୁଖୀର ଦର କମ୍ ହୋଇଛି । ପାମ୍ ତେଲ ଉପରେ କୃଷି ସେସ୍ ୨୦ ପ୍ରତିଶତରୁ କମାଇ ୭.୫ ପ୍ରତିଶତ କରିଛନ୍ତି କେନ୍ଦ୍ର ସରକାର । ସେହିପରି ସୋୟାବିନ୍ ଓ ସୂର୍ଯ୍ୟମୁଖୀ ତେଲ ଉପରେ ୫ ପ୍ରତିଶତକୁ କମିଛି…
Read More...

ଯବାନଙ୍କ ସହ ଦୀପାବଳି ମନାଇଲେ ମୋଦି

ଶ୍ରୀନଗର,୪।୧୧: ଯବାନଙ୍କ ସହ ଦୀପାବଳି ମନାଇବା ପାଇଁ ସୀମାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଗୁରୁବାର ସକାଳ ୧୦.୩୦ ମିନିଟରେ ନୌସେରା ସେକ୍ଟରରେ ପହଞ୍ଚିଛନ୍ତି ।ଏହାପରେ ସାରେ ସୀମାରେ ଯବାନମାନଙ୍କ ସହ ଦୀପାବଳି ପାଳନ କରିବେ। ସେଠାରେ ପହଞ୍ଚିବା ପରେ…
Read More...

ପେଟ୍ରୋଲ, ଡିଜେଲ ଦର କମାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଦୀପାବଳିରେ ରାଜ୍ୟ ସରକାରଙ୍କ ଭେଟି। କେନ୍ଦ୍ର ସରକାରଙ୍କ ପରେ ଏବେ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍‌ ହ୍ରାସ କରିଛନ୍ତି। ବୁଧବାର କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା, ଡିଜେଲ ଉପରୁ ୧୦ ଟଙ୍କା ଉତ୍ପାଦ ଶୁଳ୍କ ହ୍ରାସ କରିଥିଲେ। ଏବେ ରାଜ୍ୟ…
Read More...

ଦୀପାବଳିର ଶୁଭେଚ୍ଛା ଜଣାଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ସମଗ୍ର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ମା’ କାଳୀଙ୍କ…
Read More...

ଦୀପାବଳିରେ ଏହି ରାଶି ବେଶ୍ ଶୁଭ ଆଣିଦେବ।

ଆଜି ଆଲୋକର ପର୍ବ ଦୀପାବଳି। ହିନ୍ଦୁ ଧର୍ମରେ ବିଶ୍ୱାସ ରହିଛି ଏହି ଦିନ ମା’ ଲକ୍ଷ୍ମୀ ଘରକୁ ଆସିଥାନ୍ତି। ଫଳରେ ପୂର୍ବ ଅପେକ୍ଷା ଆର୍ଥିକ ସ୍ଥିତି ଅଧିକ ଶକ୍ତିଶାଳୀ ହୁଏ। ଆପଣ କିଛି ଭଲ ଖବର ପାଇବାର ସମ୍ଭାବନା ରହିଥାଏ। ଆସନ୍ତୁ ଜାଣିବା ଏଥର ଦିପାବଳୀ ଆପଣଙ୍କ ରାଶି ପାଇଁ କିପରି ହେବ।…
Read More...

ଦୀପାବଳି ପରେ ଖୋଲିବ ଷଷ୍ଠ, ସପ୍ତମ ଶ୍ରେଣୀ

ଭୁବନେଶ୍ୱର ୪।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବାକୁ ଚିନ୍ତା କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯିବ। ତେବେ…
Read More...

କମିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୩।୧୧: ଲଗାତାର ୭ ଦିନ ଧରି ତୈଳ ଦର ବୃଦ୍ଧି ଘଟିବା ପରେ ବୁଧବାର ଦେଶବାସୀଙ୍କୁ କିଛିଟା ଆଶ୍ୱସ୍ତୀ ଦେଇଛନ୍ତି କେନ୍ଦ୍ର ସରକାର। ପେଟ୍ରୋଲ ଓ ଡିଜେଲ ଉପରେ ଲଗାଯାଉଥିବା ଏକ୍ସାଇଜ୍‌ ଡ୍ୟୁଟିକୁ ଯଥାକ୍ରମେ ୫ ଓ ୧୦ ଟଙ୍କା ହ୍ରାସ କରାଯାଇଛି। ଫଳରେ ପୂରା ଦେଶରେ ଲିଟର ପିଛା ପେଟ୍ରୋଲ ଓ…
Read More...

ପୁରୀ ଜିଲ୍ଲା ପାଇଁ କାଳିଆ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ।

ପୁରୀ ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩ କୋଟି ଟଙ୍କା ପାଇବେ । ଏହି ଟଙ୍କା…
Read More...