banner
Breaking
Monthly Archives

November 2021

ଯାତ୍ରା, ମେଲୋଡି ପାଇଁ ମିଳିଲା ଅନୁମତି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୋଭିଡ କଟକଣା ଭିତରେ ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡି ଆଦି ପାଇଁ ସରକାର ଅନୁମତି ଦେଇଛନ୍ତି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏସ୍‌ଆରସିଙ୍କ ପକ୍ଷରୁ ନୂଆ ଗାଇଡଲାଇନ ଜାରି ହୋଇଛି । ଶନିବାର ଠାରୁ ନୂଆ ଗାଇଡ୍‌ଲାଇନ ଲାଗୁ ହେବ ବୋଲି ସ୍ବତନ୍ତ୍ର ରିଲିଫ…
Read More...

ଏକାଠି ହେଲେ ୩୦ କୃଷକ ସ°ଗଠନ

ନୂଆଦିଲ୍ଲୀ,୨୦ ।୧୧: କେନ୍ଦ୍ର ସରକାର ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବା ପରେ ଶନିବାର ଦେଶର ପାୟ ୩୨ କୃଷକ ସଙ୍ଗଠନ ଏକ ଗରୁତ୍ୱପୂର୍ଣ୍ଣ ବୈଠକ କରିବାକୁ ଯାଉଛନ୍ତି । ଏଥିରେ ଆଗକୁ ଥିବା ରଣନୀତି ପ୍ରସ୍ତୁତ କରାଯିବ ବୋଲି କୁହାଯାଇଛି । ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
Read More...

ଚଳଚ୍ଚିତ୍ର ଟି ର ପୋଷ୍ଟର ରିଲିଜ

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶକ ଦେଖିବାକୁ ପାଇବେ କିନ୍ନରଙ୍କ ସଂଘର୍ଷମୟ ଜୀବନ କାହାଣୀ। କିନ୍ନର ମେଘନା ସାହୁଙ୍କ ଜୀବନକୁ ନେଇ ପ୍ରସ୍ତୁତ ହେଉଛି ଚଳଚ୍ଚିତ୍ର ‘ଟି’। ମେଘନା କିଭଳି ଛୋଟବେଳୁ ଅବହେଳା ଓ ଘୃଣାର ଶିକାର ହୋଇଥିଲେ, କେଉଁ ପରିସ୍ଥିତିରେ ଭୁବନେଶ୍ୱର ଓ…
Read More...

କେନ୍ଦ୍ରମନ୍ତ୍ରୀଙ୍କ ଉପରେ ବର୍ଷିଲେ ପ୍ରଣବ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମମିତା ମେହେର ହତ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ ଏହା ଉପରେ ପ୍ରତିକ୍ରିୟା ରଖି ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଟୁଇଟ୍‌ କରି ସେ କହିଛନ୍ତି, କେନ୍ଦ୍ର ସରକାର ଚାଷୀ ଆଇନ…
Read More...

୧୫୮ ରୂପାନ୍ତରିତ ସ୍କଲକୁ ଲୋକାର୍ପିତ କଲେ ମୁ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ) : ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି। ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଜିଲାର ୧୫୮ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ ସ୍କୁଲ, ଝାରସୁଗୁଡାର…
Read More...

ମିଶ୍ରଣ।ପର୍ବରେ ମୁଖ୍ୟମନ୍ତ୍ରୀଙ୍କ ଉପରେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାକୁ ନେଇ ଶୁକ୍ରବାର ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବର୍ଷିଛନ୍ତି। ଦଳୀୟ କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଧର୍ମେନ୍ଦ୍ର ସିଧାସଳଖ…
Read More...

ପ୍ରବଳ ବର୍ଷରେ ଘର ଭାଙ୍ଗି ୯ ମୃତ୍ୟୁ

ଚେନ୍ନାଇ,୧୯।୧୧: ତାମିଲନାଡୁର ଭେଲୋର ଜିଲା ପେରନାମବେଟରେ ଶୁକ୍ରବାର ପ୍ରବଳ ବର୍ଷାରେ ଘର ଭାଙ୍ଗି ଗୋଟିଏ ପରିବାରର ୯ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପେରନାମବେଟରେ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଅଗ୍ନିଶମ ଓ ଉଦ୍ଧାରକାରୀ କର୍ମଚାରୀ…
Read More...

କୃଷି ଆଇନ ପ୍ରତ୍ୟାହାର ସ୍ବାଗତଯୋଗ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ୩ କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଛନ୍ତି । ସେ କହିଛନ୍ତି, ସରକାରଙ୍କ ନିଷ୍ପତ୍ତି ଅତ୍ୟନ୍ତ ସ୍ବାଗତ୍ୟନ୍‌ଯୋଗ୍ୟ । ବିଜେଡି ସର୍ବଦା କୃଷକଙ୍କ ହିତରେ ରହିଛି ଓ ରହିଥିବ। ପୂର୍ବରୁ ବିଜେଡି ସରକାର କୃଷକଙ୍କ…
Read More...

କୃଷି ଆଇନ ପ୍ରତ୍ୟାହାର କଲେ ମୋଦି

ନୂଆଦିଲ୍ଲୀ,୧୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶକୁ ସମ୍ବୋଧିତ କରିଛନ୍ତି। ଦେବ ଦୀପାବଳି ଏବଂ ଗୁରୁ ନାନକ ଦେବ ଜୀଙ୍କର ପବିତ୍ର ପ୍ରକାଶ ପର୍ବର ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଦୀପାବଳି ଏବଂ…
Read More...

ଚନ୍ଦ୍ରଶେଖରପୁରରେ ଖୋଲିଲା ସେଲୁନ୍ ଡିଭା

ଭୁବନେଶ୍ୱର : ଚନ୍ଦ୍ରଶେଖର ପୁର ଠାରେ ଡିଭା ୟୁନିସେକ୍ସ ସେଲୁନ ଓ ଫିଟନେସ ଷ୍ଟୁଡିଓ ଉଦଘାଟନ ହୋଇଯାଇଛି ।ଏହି ସେଲୁନ ଓ ଷ୍ଟୁଡିଓ କୁ ଉଦଘାଟନ କରିଥିଲେ ଓଲିଉଡ ହିରୋଇନ ପୁନମ ମିଶ୍ର । ଏହି ସେଲୁନ ରେ ମହିଳା ଓ ପୁରୁଷ ମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଶରୀରକୁ ମେକଅପ ଦେବାକୁ…
Read More...