banner
Breaking
Monthly Archives

November 2021

ପୁଣି ନାବାଳିକା ବଳତ୍କାର

ମୁମ୍ବାଇ,: ମହାରାଷ୍ଟର ବିଡ ଅଞ୍ଚଳରେ ଏକ ଅଭାବନୀୟ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକା ବିବାହିତା ଯୁବତୀଙ୍କୁ ଦୀର୍ଘ ୬ମାସ ଧରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କୁ ୪୦୦ ଜଣ ଗଣବଳାତ୍କାର କରିଥିବା ଘଟଣା ସାମ୍ନାକୁ ଆସିଛି । ଏବେ ନାବାଳିକା ଜଣଙ୍କ ୨ ମାସର…
Read More...

ସ୍ମାର୍ଟ ଫୋନ ବ୍ୟବହାର କରିବାରେ କେଉଁ କେତେ ଆଗରେ ଜାଣନ୍ତୁ

ନୂଆଦିଲ୍ଲୀ,୧୫ା୧୧: ସ୍ମାର୍ଟଫୋନରେ ସବୁଠାରୁ ଅଧିକ ସମୟ ବିତାଉଥିବା କ୍ଷେତ୍ରରେ ଭାରତର ସ୍ଥାନ ୪ର୍ଥରେ ରହିଛି। ମୋବାଇଲ ଆପ୍‌ ଆନାଲିଷ୍ଟ କମ୍ପାନୀ ଏପ୍‌ ଏନି ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ମୁତାବକ, ଦୈନିକ ୫.୫ ଘଣ୍ଟା ସମୟ ସହ ତାଲିକାରେ ଇଣ୍ଡୋନେସିଆ ପ୍ରଥମ ସ୍ଥାନରେ ରହିଛି। ୫.୪ ଘଣ୍ଟା…
Read More...

ଡିସେମ୍ବର ୧ ରୁ ବିଧାନସଭା

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍‌ ଗୃହରେ ଆଗତ ହେବ। ରବିବାର ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ…
Read More...

ରୁଷିଆ ଦେଲା ଭାରତକୁ ନୂଆ ଅସ୍ତ୍ର

ନୂଆଦିଲ୍ଲୀ,୧୪।୧୧: ରୁଷିଆ ଭାରତକୁ ଏସ୍‌-୪୦୦ ଏୟାର ଡିଫେନ୍ସ ସିଷ୍ଟମ୍‌ ଯୋଗାଣ ଆରମ୍ଭ କରିଛି। ଯୋଜନା ଅନୁଯାୟୀ ଯୋଗାଣ ଆରମ୍ଭ ହୋଇଥିବା ରୁଷିଆର ସାମରିକ-ବୈଷୟିକ ସହଯୋଗ ସଂଘୀୟ ସେବାର ନିର୍ଦ୍ଦେଶକ ଡିମିଟ୍ରି ଶୁଗାଏଭ୍‌ କହିଛନ୍ତି। ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌…
Read More...

ପୁଣି ଲଘୁଚାପ, ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଥାଇଲାଣ୍ଡ ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ଶନିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ୧୫ ତାରିଖ ସୁଦ୍ଧା ଏହା ଆଣ୍ଡାମାନ ଉପକୂଳରେ ପହଞ୍ଚତ୍ବ। ପରେ ଏହା ଅବପାତର ରୂପ ନେଇ ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ୧୮ ତାରିଖରେ ଅତିକ୍ରମ କରିବ। ଏହି ସମୟରେ ଅଧିକ ଘନୀଭୂତ ହୋଇ ଗଭୀର…
Read More...

ବର୍ଷାରେ ବୁଡିଗଲା ଧାନବିଲ,

ଗଞ୍ଜାମ,୧୩।୧୧(ବ୍ୟୁରୋ): ଗତ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ସହର ବାସୀ l ଏଥି ସହିତ ଦିନ ଓ ରାତି ତମାମ ବର୍ଷା ଫଳରେ ଧାନ ଚାଷ ଜମି ଗୁଡିକ ଜଳମଗ୍ନ ରହିଥିବା ଦେଖିବାକୁ ମିଳିଛି l ବିଶେଷ କରି ପୁଇଁତୋଳା, ଝଡକୁଦା, ଲକ୍ଷ୍ମୀପୁର, ପାଳିବନ୍ଧ,…
Read More...

ଯୁବ କ°ଗ୍ରେସର ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର

ନୂଆଦିଲ୍ଲୀ, ୧୩।୧୧: କଳାହାଣ୍ଡି ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ନିରପେକ୍ଷ ତଦନ୍ତ ଏବଂ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଓଡ଼ିଶା ଯୁବକଂଗ୍ରେସ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛି।…
Read More...

ବିରଳ ପ୍ରଜାତିର ଶାଙ୍କୁଚ ଜବତ

ରାଜନଗର, ୧୩।୧୧(ବ୍ୟୁରୋ): ସିଡ୍ୟୁଲ-୧ ଶ୍ରେଣୀ ଭୁକ୍ତ ବିରଳ ଶାଙ୍କୁଚକୁ ବେଧଡକ ଭାବେ ନଦୀ ଓ ମୁହାଣରୁ ଧରାଯାଇ ରାଜ୍ୟ ବାହାରକୁ ଚାଲାଣ କରାଯାଉଛି। ରାଜନଗର ଅଞ୍ଚଳରେ ଥିବା ମାଛ ଗଦିରେ ଏପରି ବେଆଇନ କାରବାର ଚାଲିଥିବା ନେଇ ପୂର୍ବରୁ ଅଭିଯୋଗ ହୋଇ ଆସୁଥିଲା। ଶୁକ୍ରବାର ବନ ବିଭାଗ ପକ୍ଷରୁ…
Read More...

ଡକାୟତ ଗ୍ୟାଙ୍ଗ ଗିରଫ

କଟକ ,୧୩।୧୧: ବ୍ୟାଙ୍କ ଡକାୟତି ଘଟଣାରେ ଜଗତ୍‌ପୁର ପୋଲିସ ଏକ ଆନ୍ତଃଜିଲା ଡକାୟତି ଗ୍ୟାଙ୍ଗର ୪ ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଟାଙ୍ଗୀ ଥାନା ଅଧୀନ ଗୋବିନ୍ଦପୁର ଅଞ୍ଚଳରର ଦୁଇଭାଇ ଦୀପୁ ଓରଫ ଚକ୍ରଧର ସେଠୀ(୨୩) ଓ ଲିପୁ ଓରଫ କ୍ଷୀରୋଦ ଚନ୍ଦ୍ର ସେଠୀ(୨୦), ଚିକୁ ଓରଫ ଖଗେଶ୍ୱର…
Read More...

ଚାକିରୀ ଦେବା ଆଳରେ କୋଟି କୋଟି ଠକେଇ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପୋଲିସ ଚାକିରି କରାଇଦେବାକୁ କହି ବଡ ଧରଣର ଠକେଇ ହୋଇଛି। ଏଭଳି ୩୮ଜଣ ଆଶାୟୀଙ୍କଠାରୁ ମୋଟ ୧କୋଟି ୪୭ ଲକ୍ଷ ଠକିଥିବା ଅଭିଯୋଗରେ ୨ଜଣଙ୍କୁ ଶୁକ୍ରବାର କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେମାନେ ହେଲେ ବୈକୁଣ୍ଠନାଥ ନାୟକ ଓ…
Read More...