banner
Breaking
Monthly Archives

December 2021

ଇଞ୍ଜିନିୟରିଂ ନାମଲେଖା ପାଇଁ ସମୟସୀମା ବୃଦ୍ଧି

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ରାଜ୍ୟରେ ଖାଲି ପଡିଥିବା ଇଞ୍ଜିନିୟରିଂ ସିଟ୍‌ରେ ନାମଲେଖା ଅବଧି ବୃଦ୍ଧି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଶା ପ୍ରାଇଭେଟ୍‌ ଇଞ୍ଜିନିୟରିଂ କଲେଜ ଆସୋସିଏଶନ (ଓପେକା) ପକ୍ଷରୁ ପ୍ରଥମେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ଏହାର…
Read More...

ପୁଣି ଶାଶୁ ଘର ଆଗରେ ବସିଲେ ତପସ୍ବିନୀ

ବ୍ରହ୍ମପୁର ,୧୮ା୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର ତପସ୍ବିନୀ କୋର୍ଟରୁ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ଶୁଣାଣି ଘୁଞ୍ଚିବାରୁ ଅନ୍ୟ ଉପାୟ ନ ପାଇ ପୁଣି ଶାଶୁଘର ଆଗରେ…
Read More...

୧୮୧୭ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ଆନ୍ଦୋଳନ ପାଇଁ ଦାବି

ଭୁବନେଶ୍ୱର,, ୧୮ା୧୨: ୧୮୧୭ ମସିହା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପ୍ରଦାନ ଓ ପାଇକ ସ୍ମାରକୀ ନିର୍ମାଣ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ଓଡ଼ିଶା ବୀର ମହାସଂଘ। ରାଜ୍ୟର ପାଇକଙ୍କୁ ଏକାଠି କରିବା ସହ ଆଉଏକ ସଂଗ୍ରାମ ପାଇଁ ବୀର ଧ୍ୱନି ବଜାଇଛି। ଏଥିପାଇଁ…
Read More...

୧୯ରୁ ଆହୁରି ବଢିବ ଶୀତ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ସମଗ୍ର ରାଜ୍ୟ ହାଡ଼ଭଙ୍ଗା ଶୀତରେ କମ୍ପୁଛି। ସଞ୍ଜ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଶୀତ। ଦେହ ହାତ କୋଲ ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ବଢ଼ିଯାଇଛି। ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। କେତେକ ସ୍ଥାନରେ ଶୀତ ସାଙ୍ଗକୁ କୁହୁଡ଼ିଆ ପାଗ…
Read More...

ରାଜଧାନୀରେ ପୁଣି ଖୋଲିଲା ସ୍କୁଲ

ନୂଆଦିଲ୍ଲୀ,୧୮ ।୧୨: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଯୋଗୁ ପ୍ରାୟ ମାସେ ହେବ ସ୍କୁଲ ବନ୍ଦ ରହିଥିଲା । ଏବେ ଶନିବାର ପୁଣିଥରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଷଷ୍ଠରୁ ଉପର ଶ୍ରେଶୀ ଗୁଡିକ ଖୋଲାଯିବ ବୋଲି ସୂଚନା ରହିଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ…
Read More...

କ°ଗ୍ରେସ ବିଧାୟକଙ୍କ ମନ୍ତବ୍ୟକୁ ନିନ୍ଦା କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୧୨: କର୍ନାଟକର କଂଗ୍ରେସ ବିଧାୟକ କେ ଆର ରମେଶ କୁମାରଙ୍କ ‘ବଳାତ୍କାରର ମଜା ନିଅ’ ମନ୍ତବ୍ୟକୁ ନେଇ ନିନ୍ଦା କରିଛନ୍ତି ପ୍ରିୟଙ୍କା ଗାନ୍ଧୀ ଭଦ୍ରା। କଂଗ୍ରେସ ନେତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, କେ ଆର ରମେଶ କୁମାରଙ୍କ ମନ୍ତବ୍ୟକୁ ମୁଁ ସମ୍ପୂର୍ଣ୍ଣ ହୃଦୟରୁ ନିନ୍ଦା କରୁଛି।…
Read More...

ଯବାନଙ୍କ ଆକ୍ରମଣରେ ଛତ୍ରଭଙ୍ଗ ଦେଲେ ମାଓବାଦୀ

ନୂଆପଡ଼ା,୧୭।୧୨: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଛି। ଯବାନଙ୍କ ପାଲଟା ଗୁଳିରେ ମାଓବାଦୀମାନେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି। ନୂଆପଡ଼ା ଏସ୍‌ପିଙ୍କ ସମ୍ମିଳନୀ…
Read More...

ଗୋଟିଏ ଦିନରେ ୨ ଗୁଣ ବଢୁଛି ଓମିକ୍ରନ୍

ନୂଆଦିଲ୍ଲୀ,୧୭।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଛନ୍ତି। ଭାରତରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଶୁକ୍ରବାର ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଓମିକ୍ରନ ଭାରିଆଣ୍ଟ ବିଷୟରେ ବୁଲେଟିନ ଜାରି କରିଛନ୍ତି। ଏଥିରେ ସେ କହିଛନ୍ତି ଯେ,…
Read More...

ବିଦେଶରେ ସମ୍ମାନିତ ହେବେ ମୋଦି

ନୂଆଦିଲ୍ଲୀ,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ଆଉ ଏକ ସଫଳତା ଯୋଡି ହୋଇଛି। ତାଙ୍କୁ ଖୁବ ଶୀଘ୍ର ଅନ୍ୟ ଏକ ଅନ୍ତର୍ଜାତୀୟ ସମ୍ମାନରେ ସମ୍ମାନିତ କରାଯିବ। ଭୁଟାନର ସର୍ବୋଚ୍ଚ ନାଗରିକ ସମ୍ମାନ ନଗଡାଗ ପେଲ ଖୋରଲୋରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରିବାକୁ ଘୋଷଣା…
Read More...

ନୋରା ବିବାହ ବନ୍ଧନରେ ବାନ୍ଧି ହେବେ

ମୁମ୍ବାଇ: ସୁଦୂର କାନାଡାରୁ ଆସି ବଲିଉଡରେ ଖୁବ୍ କମ୍ ସମୟ ମଧ୍ୟରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିସାରିଛନ୍ତି ନୋରା ଫତେହି । ହିନ୍ଦି କହି ଜାଣି ନ ଥିଲେ ବି ଏବେ କିନ୍ତୁ ସେ ଘରେ ଘରେ ବେଶ୍ ପରିଚିତ । ତାଙ୍କ ଡ୍ୟାନ୍ସ ମୁଭ ପାଇଁ ସେ ତିଆରି କରିଛନ୍ତି ଏକ ଭିନ୍ନ ପରିଚୟ । ବଲିଉଡରେ…
Read More...