banner
Breaking
Monthly Archives

December 2021

ରାଜ୍ୟରେ ତିନିଦିନ ଘନ କୁହୁଡ଼ି

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ,…
Read More...

ଶିକ୍ଷା ଅଧିକାରୀଙ୍କ ବୈଠକ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୁଧବାର ଜିଲା ଶିକ୍ଷା ଅଧିକାରୀମାନଙ୍କ ସମୀକ୍ଷା ବୈଠକ ପଟିଆସ୍ଥିତ ଓ-ହବ୍‌ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଉନ୍ନୟନ କମିଶନର(ଡିସି)…
Read More...

୧୫ ଆଇପିଏସ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ପୋଲିସରେ କାର୍ଯ୍ୟରତ ୧୫ଜଣ ଆଇପିଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ସରକାରୀଙ୍କ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩ ଜଣଙ୍କୁ ଆଇଜି ଓ ୩ଜଣଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିବାବେଳେ ଅନ୍ୟ ୯ଜଣଙ୍କୁ…
Read More...

୧୪ ସାଇବର ଥାନା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ସାଇବର ଓ ଅର୍ଥନୈତିକ ଅପରାଧର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସରେ ୧୪ ନୂଆ ଥାନାକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ ଜୀବନ, ସ୍ବାଧୀନତା ଓ ସମ୍ପତ୍ତିର ସୁରକ୍ଷା ସର୍ବୋଚ୍ଚ…
Read More...

ଓବିସି ସ°ରକ୍ଷଣ ନେଇ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମେ ପଛୁଆବର୍ଗ ତଥା ଓବିସିଙ୍କ ପାଇଁ ସ୍ଥାନ ସଂରକ୍ଷଣର ବ୍ୟବସ୍ଥା କରାଯାଉ। ତା’ପରେ ନିର୍ବାଚନ ପ୍ରକ୍ରିୟା ଆଗକୁ ନେବାକୁ ଭାଜପା ବିଧାୟକମାନେ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି…
Read More...

ରାଜ୍ୟରେ ଆଉ ଜଣେ ଓମିକ୍ରନ୍ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ବ୍ୟକ୍ତି କୋଭିଡ-୧୯ର ଓମିକ୍ରନ ପ୍ରକରଣରେ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ଓମିକ୍ରନ ପ୍ରକରଣରେ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧିପାଇଛି। ଏହି ବ୍ୟକ୍ତିଜଣ ସଂଯୁକ୍ତ ଆରବ ଏମିରେଟସରୁ ଫେରିଥିଲେ। ତାଙ୍କ ଘର କେନ୍ଦୁଝର ଜିଲାରେ ବୋଲି ସ୍ଥାନୀୟ…
Read More...

ନୂଆବର୍ଷରୁ ୫ଜି ସେବା

ଭୁବନେଶ୍ୱର,୨୯।୧୨: ନୂଆବର୍ଷରୁ ଦେଶବାସୀଙ୍କ ପାଇଁ ଦୂରସଞ୍ଚାର ମନ୍ତ୍ରଣାଳୟ ନୂଆ ସେବା ଆଣିବାକୁ ଯାଉଛି। ୨୦୨୨ରୁ ଭାରତରେ ୫ଜି ଇଣ୍ଟରନେଟ୍‌ ସେବା ପ୍ରଚଳନ ହେବାକୁ ଯାଉଛି ବୋଲି ସୂଚନା ମିଳିଛି। ପ୍ରଥମ ପର୍ଯ୍ୟାୟରେ ଦେଶର ୧୩ଟି ସହରରେ ଏହି ସେବା ଉପଲବ୍ଧ ହେବ ବୋଲି ଜଣାପଡିଛି। ପରବର୍ତ୍ତୀ…
Read More...

ସ୍କୁଲରେ ପିଲାମାନଙ୍କୁ ଦିଆଯିବ ଟିକା

ଭୁବନେଶ୍ବର,୨୯।୧୨(ବ୍ୟୁରୋ): ଜାନୁୟାରୀ ପହିଲାରୁ ୧୫ ରୁ ୧୮ ବର୍ଷ ପିଲାଙ୍କୁ ଟିକା ଦିଆଯିବ । ଏଥିପାଇଁ ରାଜ୍ୟରେ ସ୍ବତନ୍ତ୍ର ଟିକାକରଣ କେନ୍ଦ୍ର ଖୋଲାଯିବ । ଏ ନେଇ ସ୍କୁଲରେ ସ୍ବତନ୍ତ୍ର ଟିକା କେନ୍ଦ୍ର ଖୋଲିବା ପାଇଁ ଜିଲା ପ୍ରଶାସନ ନିଷ୍ପତ୍ତି ନେବେ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ…
Read More...

ମୋ ସରକାରର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ। ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ…
Read More...

ପଟିଆ ପ୍ରିମିଅର ଲିଗ୍ (ପିପିଏଲ) ଉଦଘାଟିତ

ଭୁବନେଶ୍ୱର,୨୮ା୧୨-ପଟିଆ ଗଡ ପକ୍ଷରୁ ଆୟୋଜିତ ପଟିଆ ପ୍ରିମିଅର ଲିଗ (ପିପିଏଲ) ସଟ୍ ବାଉଣ୍ଡରୀ ଟେନିସ ବଲ କ୍ରିକେଟ ଟୁର୍ଣ୍ଣାମେ ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଉଦଘାଟନ କରି କହିଥିଲେ ଖେଳ ଭାଇଚାରା…
Read More...