banner
Breaking
Monthly Archives

December 2021

ଟୋଙ୍ଗ-ଇଲ୍‌-ମୁଁ-ଡୁ’ ଜାତୀୟ ସ୍ତରୀୟ ଚାମ୍ପିଆନ୍‌ସିପ୍‌ରେ ଓଡିଶାକୁ ୪ସ୍ୱର୍ଣ୍ଣ

ଭୁବନେଶ୍ୱର : ଟୋଙ୍ଗ-ଇଲ୍‌-ମୁଁ-ଡୁଫେଡେରେସନ୍ ତରଫରୁ ଜାତୀୟ ସ୍ତରୀୟ ଟୋଙ୍ଗ-ଇଲ୍‌-ମୁଁ-ଡୁ’ ଚାମ୍ପିଅନ୍‌ସିପରେ ବାଜିମାତ୍ ମାରିଛନ୍ତି ଓଡିଶା ଖେଳାଳି । ଓଡିଶାକୁ ୪ ଟି ସ୍ୱର୍ଣ୍ଣ,ଗୋଟିଏ ରୌପ୍ୟ ଓ ୨ଟି କାଂସ୍ୟ ପଦକ ମିଲିଛି । ଆୟୁଷ ବଳିୟାରସିଂ, ନିଶାନ୍ତ ପାଇକରା, ବିକାଶ କୁମାର ରଣସିଂହ,…
Read More...

ଜାନୁୟାରୀ ୩ ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଜାନୁୟାରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ସ୍କୁଲ। ସାରା ରାଜ୍ୟରେ ଥିବା ପ୍ରାୟ ୨୭,୦୦୦ ପ୍ରାଥମିକ ବିଦ୍ୟାଳୟକୁ ଖୋଲିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ରୁ ୮ପର୍ଯ୍ୟନ୍ତ ସମେଟିଭ୍‌-୧ ପରୀକ୍ଷା ହେବାର…
Read More...

ଆଇଆଇଟି ସମାବର୍ତ୍ତନ ଊତ୍ସବରେ ମୋଦିଙ୍କ ଅଭିଭାଷଣ

ନୂଆଦିଲ୍ଲୀ, ୨୮।୧୨: ଜ୍ଞାନକୌଶଳ ଉପରେ ବିଜୟଲାଭ କର କିନ୍ତୁ ରୋବୋଟ ହୁଅନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ମଙ୍ଗଳବାର ଆଇଆଇଟି କାନପୁରର ୫୪ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଶିକ୍ଷାର୍ଥୀଙ୍କ ଉଦ୍ଦେଶ୍ୟରେ ଏଭଳି ମନ୍ତବ୍ୟ ଦେଇଛନ୍ତି। ଆଇଆଇଟି…
Read More...

ଫେବୃଆରୀରେ ଆସିବ ତୃତୀୟ ଲହର

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଓଡିଶାରେ ତୃତୀୟ ଲହରକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସତର୍କ କରାଇଛନ୍ତି। ଫେବୃୟାରୀ ମାସ ବେଳକୁ ରାଜ୍ୟରେ ତୃତୀୟ ଲହର ପିକ୍‌ ନେଇପାରେ ବୋଲି ସେ କହିଛନ୍ତି। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ କରୋନାର ପ୍ରଥମ ଓ ଦ୍ବିତୀୟ ଲହର ୨ ମାସ…
Read More...

ଜଓ୍ବାଦ କ୍ଷତି ଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାତ୍ୟା ‘ଜୱାଦ’ ଦ୍ବାରା ଗତ ୪ ଓ ୫ ତାରିଖରେ ହୋଇଥିବା ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ୩୩% ଫସଲ ନଷ୍ଟ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ବର୍ଷାଜଳ…
Read More...

ନୂଆ ବର୍ଷରେ ଆସିବ ୫ଜି ସେବା

ନୂଆଦିଲ୍ଲୀ, ୨୮।୧୨: ଆସନ୍ତା ୨୦୨୨ରେ, ଭାରତୀୟମାନେ ୫-ଜି ଉପହାର ପାଇବାକୁ ଯାଉଛନ୍ତି। ଟେଲି ଯୋଗାଯୋଗ ବିଭାଗ କହିଛି ଯେ ୫-ଜି ଇଣ୍ଟରନେଟ ସେବାର ପରୀକ୍ଷା ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଏହା ୨୦୨୧ ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ବୋଲି ଆଶା କରାଯାଉଛି। ୨୦୨୨ରେ ଦେଶରେ ଏହି ସେବା ଆରମ୍ଭ…
Read More...

ସୌରଭ ଗାଙ୍ଗୁଲି କରୋନା ପଜିଟିଭ

କୋଲକାତା, ୨୮।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କୁ ଚିକିତ୍ସା ଲାଗି କୋଲକାତାର ଉଡ୍‌ ଲାଣ୍ଡସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ନମୁନା ପରୀକ୍ଷା ସୋମବାର କରାଯାଇଥିଲା। ଏହା ପଜିଟିଭ୍‌ ଆସିଥିଲା। ପୂର୍ବରୁ ତାଙ୍କ ପରିବାର…
Read More...

କରୋନା କଟକଣା ମାନିବାକୁ ସବୁ ରାଜ୍ୟକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୮।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆସିବା ପରେ ଭାରତର ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ସବ ସମୟରେ ଜନସାଧାରଣଙ୍କ ଯାତାୟାତ ଉପରେ ଆବଶ୍ୟକତା ଆଧାରରେ କଟକଣା ଲଗାଇବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର…
Read More...

ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଓଡ଼ିଶାର ନୈରାସ ଜନକ ପଦଶ

ନୂଆଦିଲ୍ଲୀ, ୨୮ା୧୨: ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ପ୍ରଦାନ କରିବାରେ ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ବଡ଼ ରାଜ୍ୟଗୁଡ଼ିକୁ ନେଇ ପ୍ରସ୍ତୁତ ତାଲିକାରେ ଓଡ଼ିଶା ତଳଆଡ଼ୁ ତୃତୀୟ ସ୍ଥାନରେ ରହିଛି। ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ମଧ୍ୟରେ କେରଳ…
Read More...

ପିଲାଙ୍କ ସହିତ ଶେଷ ମନ କି ବାତ କରିବେ ମୋଦି

ନୂଆଦିଲ୍ଲୀ,୨୮ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଙ୍କ ବାର୍ଷିକ ପରୀକ୍ଷା ପୂର୍ବରୁ ‘ପରୀକ୍ଷା ପେ ଚର୍ଚ୍ଚା’ରେ ଆଲୋଚନା କରିବେ । ଏଥିପାଇଁ ମଙ୍ଗଳବାରଠାରୁ ରେଜିଷ୍ଟ୍ରେଶନ ଆରମ୍ଭ କରାଯାଇଛି । ପରୀକ୍ଷା ପେ ଚର୍ଚ୍ଚା ସମୟରେ ମୋଦି ପୂର୍ବଭଳି ଛାତ୍ରଙ୍କୁ…
Read More...