banner
Breaking
Monthly Archives

December 2021

ଆତ୍ମହତ୍ୟା କଲେ ଅଭିନେତ୍ରୀ

ମୁମ୍ବାଇ,୨୭।୧୨: ଫେକ୍‌ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଅଧିକାରୀଙ୍କ ବ୍ଲାକମେଲ ସହି ନ ପାରି ଆତ୍ମହତ୍ୟା କରିଛନ୍ତି ଜଣେ ଅଭିନେତ୍ରୀ। ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ମୁମ୍ବାଇ ପୋଲିସ। ଜଣେ ମହିଳା ତାଙ୍କ ଫ୍ଲାଟରେ ଆତ୍ମହତ୍ୟା କରିବାକୁ ଯାଉଥିବା…
Read More...

ବର୍ଷା ପାଇଁ ବନ୍ଦ ରହିଲା ମ୍ୟାଚ

ସେଞ୍ଚୁରିଆନ,୨୭।୧୨: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନ ବର୍ଷାରେ ସମ୍ପୂର୍ଣ୍ଣ ଧୋଇ ହୋଇଯାଇଛି। ସୋମବାର ଦିନ ତମାମ ବର୍ଷା ଜାରି ରହିଥିଲା। ତେବେ ଦୁଇ ଥର ବର୍ଷା ବନ୍ଦ ହୋଇଥିଲା। ଉଭୟ ଥର ଅମ୍ପାୟର ଫିଲ୍ଡ ମଧ୍ୟକୁ ଯାଇ ଇନ୍ସପେକଶନ କରିବା ପୂର୍ବରୁ…
Read More...

ପୁଣି ହାତୀ ମୃତ୍ୟୁ

ଖୋର୍ଦ୍ଧା,୨୬।୧୨: ଖୋର୍ଦ୍ଧା ଜିଲା ଟାଙ୍ଗି ବନାଞ୍ଚଳ ଭୂଷଣ୍ଡପୁର ନିକଟ ରେଳ ଧାରଣା କଡ଼ରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି। ଦନ୍ତାର ଟ୍ରେନ୍‌ ଧକ୍କାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏଥିରେ ଅନ୍ୟ ୨ଟି ହାତୀ ଆହତ ହୋଇଛନ୍ତି। ଆହତ ଦ୍ୱୟଙ୍କୁ ଜଙ୍ଗଲ ଭିତରେ ହାତୀ ପଲ ଜଗି ରହିଥିବା…
Read More...

ଗୁଗୁଲକୁ ପଛରେ ପକାଇଲା ଟିକଟକ୍

ନୂଆଦିଲ୍ଲୀ,୨୬ା୧୨: ବିଶ୍ୱର ଅଗ୍ରଣୀ ଆଇଟି ସେବା ପ୍ରଦାନକାରୀ ଓ୍ବେବ୍‌ସାଇଟ ଗୁଗଲକୁ ପଛରେ ପକାଇ ୧ନମ୍ବର ସ୍ଥାନରେ ପହଞ୍ଚିଛି ଚାଇନାର ଟିକ୍‌ଟକ୍‌ । ୨୦୨୧ରେ ବିଶ୍ବର ସର୍ବାଧିକ ଲୋକ ଟିକ୍‌ଟକ୍‌କୁ ଦେଖିଛନ୍ତି। ଏହା ବିଶ୍ବର ସବୁଠାରୁ ଲୋକପ୍ରିୟ ଇଣ୍ଟରନେଟ ସାଇଟ୍‌ରେ ପରିଣତ ହୋଇଛି ବୋଲି ଏକ…
Read More...

ମୁସଲମାନ ଯୁବତୀ ଧରିଲେ ହିନ୍ଦୁ ଯୁବକଙ୍କ ହାତ

ଚଣ୍ଡିଗଡ଼, ୨୬।୧୨: ପ୍ରାପ୍ତ ବୟସ୍କା ମୁସଲମାନ୍‌ ଯୁବତୀ ନିଜ ପସନ୍ଦର ବିବାହ କରିପାରିବେ। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଜଣେ ମୁସଲମାନ ଯୁବତୀଙ୍କର ସୁରକ୍ଷା ଆବେଦନକୁ ଗ୍ରହଣ କରି ଏଭଳି କହିଛନ୍ତି। ୧୭ ବର୍ଷ ବୟସ୍କା ଯୁବତୀ ଜଣକ ତାଙ୍କ ପରିବାର ବିରୁଦ୍ଧରେ ଯାଇ ନିଜ ପସନ୍ଦର ଜଣେ ହିନ୍ଦୁ…
Read More...

ଦେଶ ମହାମାରୀ ସହ ଏକତ୍ରିତ ହୋଇ ଲଢେ଼ଇ କରୁଛି- ମୋଦି

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଭାରତବାସୀ ଏକଜୁଟ ହୋଇ ଲଢ଼େଇ ଜାରି ରଖି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। କରୋନା ଲଢ଼େଇରେ ଦେଶର ମାନବ ଶକ୍ତି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି। ସମସ୍ତଙ୍କ ଉଦ୍ୟମ ଯୋଗୁ ଗତ ୧୦୦ ବର୍ଷ ମଧ୍ୟରେ ଭାରତ…
Read More...

ଆସୁଛି ସବୁଠୁ ବିପଦ ଭାରିଆଣ୍ଟ ଡେଲମିକ୍ରନ୍

ଓ୍ବାଶିଂଟନ, ୨୬।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶେଷଜ୍ଞମାନେ କରୋନାର ଅନ୍ୟ ଏକ ନୂଆ ଭାରିଆଣ୍ଟ୍‌ ଡେଲମିକ୍ରନ୍‌ ମାଡ଼ି ଆସୁଥିବା ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି।  ଓମିକ୍ରନଠାରୁ ଡେଲମିକ୍ରନ୍‌ ଅଧିକ…
Read More...

ଆଜି ବିଜେଡି ପ୍ରତିଷ୍ଠା ଦିଵସ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ବିଜେଡିର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହେବ। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ବିଜେଡି କାର୍ଯ୍ୟାଳୟ ଠାରେ ୧୦.୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏଥି ସହିତ ରାଜ୍ୟର ଜିଲ୍ଲା, ବ୍ଲକ୍‌ ଏବଂ ସହରାଞ୍ଚଳରେ ମଧ୍ୟ ପାଳନ କରାଯିବ । ଏହି କାର୍ଯ୍ୟକ୍ରମରେ ଦଳର…
Read More...

ପୁଣି ଚିହ୍ନଟ ହେଲେ ୪ ଓମିକ୍ରନ୍ ଆକ୍ରାନ୍ତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିସାରିଲାଣି। ଏମାନଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଫେରିଥିବା ବେଳେ ଆଉ ଦୁଇଜଣ ୟୁଏଇରୁ…
Read More...

ଆଜି ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟେଷ୍ଟ

ନୂଆଦିଲ୍ଲୀ,୨୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ଟେଷ୍ଟ ରବିବାରଠାରୁ ଆରମ୍ଭ ହେବ। ଭାରତ ବିରାଟ କୋହିଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବାକୁ ଥିବା ବେଳେ ଦକ୍ଷିଣ ଆଫ୍ରିକାର ନେତୃତ୍ୱ ନେବେ ଡିନ ଏଲଗାର।…
Read More...