banner
Breaking
Yearly Archives

2021

ଓମିକ୍ରନ୍ ମୁକାବିଲା ପାଇଁ ଦିଲ୍ଲୀ ପ୍ରସ୍ତୁତ – କେଜରିଓ୍ବାଲ

ନୂଆଦିଲ୍ଲୀ,୨୦।୧୧: ଦିଲ୍ଲୀରେ ଓମିକ୍ରନର ବଢୁଥିବା ବିପଦକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ସୋମବାର କ୍ୟାବିନେଟ ଏବଂ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ବୈଠକ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ଯେ, ଓମିକ୍ରନର ବିପଦକୁ ମୁକାବିଲା କରିବା…
Read More...

ଆରମ୍ଭ ହେବ ଏୟାର ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏୟାର ଆମ୍ବୁଲାନ୍ସ ସେବା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲାରେ ଏହି ସେବା ଯୋଗାଇ ଦିଆଯିବ। ସେଗୁଡ଼ିକ ହେଲା ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ା।…
Read More...

ପ୍ରକାଶ ପାଇଲା ପଞ୍ଚାୟତ ନିର୍ବାଚନ ଆଚରଣ ବିଧି, ଘୋଷଣା ତାରିଖ ଠାରୁ କାର୍ଯ୍ୟକାରୀ ହେବ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଘୋଷଣା ହେବାକୁ ଯାଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ। ଏହାପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ଗୋଟିଏ ପରେ ଗୋଟିଏ ପ୍ରସ୍ତୁତି କରାଯାଉଛି। ଶନିବାର କମିଶନ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଉଭୟ ଓଡ଼ିଆ…
Read More...

ପୌରାଞ୍ଚଳ ବସ୍ତି ଉନ୍ନୟନ ମହାସଂଘର ସାଂଗଠନିକ ସମ୍ମିଳନୀ ବସ୍ତି ବାସିନ୍ଦାଙ୍କ ସହ ମୁହାଁମୁହିଁ ଆଲୋଚନା କଲେ ଉତ୍ତର…

ଭୁବନେଶ୍ୱର,୧୯ା୧୨- ପୌରାଞ୍ଚଳ ବସ୍ତି ଉନ୍ନୟନ ମହାସଂଘ ଉତ୍ତର ମଣ୍ଡଳ ପକ୍ଷରୁ ଚନ୍ଦ୍ରଶେଖରପୁର ସ୍ଥିତ ମା ଶିଖରଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ ସାଂଗଠନିକ ସମ୍ମିଳନୀ ଓ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଟିତ ହୋଇଯାଇଛି । ମହାସଂଘର କାର୍ଯ୍ୟକାରୀ ସଭାପତି ସୁରେନ୍ଦ୍ର ସ୍ୱାଇଁଙ୍କ ନେତୃତ୍ୱରେ…
Read More...

ଶାଶୁ ଘର ଆଗରେ ରୋଷେଇ କଲେ ତପସ୍ବିନୀ

ବ୍ରହ୍ମପୁର ,୧୯ା୧୨: ନ୍ୟାୟ ଓ ନିଜ ହକ୍‌ ପାଇଁ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁ ଘର ଆଗରେ ବୋହୂ ତପସ୍ବିନୀ ଦାଶଙ୍କ ଧାରଣା ଜାରି ରହିଛି। ତପସ୍ବିନୀ ରବିବାର ଘର ବାହାରେ ରୋଷେଇ କରି ଖାଇଛନ୍ତି। ହୋଟେଲ ଖାଦ୍ୟ ଖାଇବାରୁ ସ୍ବାସ୍ଥ୍ୟ ଖରାପ ହେଉଛି। ଶ୍ୱଶୂର ଘର ଲୋକେ ଘର ଭିତରକୁ ଯିବାକୁ…
Read More...

ରୌପ୍ୟ ପଦକ ଧରି ଫେରିଲେ ଶ୍ରାକାନ୍ତ

ନୂଆଦିଲ୍ଲୀ,୧୯।୧୨: ଭାରତୀୟ ଷ୍ଟାର ପୁରୁଷ ଶଟଲର କିଡାମ୍ବି ଶ୍ରୀକାନ୍ତ ଚଳିତ ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକରେ ସନ୍ତୁଷ୍ଟ ରହିଛନ୍ତି। ରବିବାର ସ୍ପେନର ହୁଏଲଭାଠାରେ ଖେଳାଯାଇଥିବା ଫାଇନାଲରେ ତାଙ୍କୁ ହରାଇ ସ୍ବର୍ଣ୍ଣ ପଦକ ହାତେଇ ନେଇଛନ୍ତି ସିଙ୍ଗାପୁରର ଲୋ କେନ ୟେ।…
Read More...

୧୯ ବର୍ଷରୁ କମ୍ ବିଶ୍ବକପ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଜାନୁୟାରୀ ୧୪ରୁ ଫେବୃୟାରୀ ୫ ତାରିଖ ପର୍ଯ୍ୟନ୍ତ କାରିବିୟାନ ଦେଶ(ଓ୍ବେଷ୍ଟଇଣ୍ଡିଜ)ରେ ହେବାକୁ ଯାଉଛି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌। ଏଥିଲାଗି ରବିବାର ୧୭ ଜଣିଆ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ। ଦିଲ୍ଲୀ ବ୍ୟାଟର ୟଶ ଧୂଲଙ୍କୁ ଦିଆଯାଇଛି ଏହି ଦଳର…
Read More...

କଟକରେ ଓମିକ୍ରନ୍ ସନ୍ଦିଗ୍ଧ

କଟକ,୧୮ା୧୨: କଟକରେ ସନ୍ଦିଗ୍ଧ ଓମିକ୍ରନ ରୋଗୀ ସାମ୍ନାକୁ ଆସିବା ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଜଣେ ନାଇଜେରିଆ ଫେରନ୍ତାଙ୍କ ପିଜିଟିଭ୍‌ ନେଇ ଖବର ଆସିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।  ବ୍ୟକ୍ତି ଜଣଙ୍କ ଜଗତସିଂହପୁରରୁ  କଟକ…
Read More...

ରାଜଧାନୀରେ ପୁଣି ଗଡିବ ମୋ ସାଇକେଲ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜଧାନୀରେ ସାଇକେଲ ଚାଳକଙ୍କ ପାଇଁ ଖୁସି ଖବର ଆସିଛି। ପୁଣି ପୂର୍ବଭଳି ସ୍ମାର୍ଟସିଟିରେ ସମସ୍ତ ମୋ ସାଇକେଲ ଚାଲିବ । ଏ ନେଇ ସ୍ମାର୍ଟସିଟି ପକ୍ଷରୁ ପଦକ୍ଷେପ ନିଆଯାଇଛି। ମୋଟ ୨ହଜାର ସାଇକେଲର ପରିଚାଳନା ଦାୟିତ୍ୱ ୩ଟି କମ୍ପାନୀକୁ ଦିଆଯାଇଥିଲା। ୟୁଲୁ, ୟାନା ଓ…
Read More...

ଆଶାକର୍ମୀଙ୍କ ଦରମା ବୃଦ୍ଧି ନେଇ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟସଭା ସଦସ୍ୟ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜ୍ୟର ଆଶାକର୍ମୀମାନଙ୍କର ଦରମା ବୃଦ୍ଧି ନେଇ ନୂଆଦିଲ୍ଲୀର ନିର୍ମାଣ ଭବନ କାର୍ଯ୍ୟାଳୟରେ ଶୁକ୍ରବାର ରାଜ୍ୟ ସଭା ସଦସ୍ୟ ସୁବାସ ସିଂଙ୍କ ନେତୃତ୍ୱରେ ୫ ଜଣ ବିଜେଡି ଏମ୍‌ପି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ସାକ୍ଷାତ୍‌ କରି ଏକ ସ୍ମାରକପତ୍ର…
Read More...