banner
Breaking
Yearly Archives

2021

ହାଇଦର କରୋନା ପଜିଟିଭ। ରିମାଣ୍ଡର ସ୍ଥଗିତ।

କଟକ,୧୭/୪(ବ୍ୟୁରୋ): କଟକ ବଡମେଡିକାଲରୁ ଖସି ପଳାଇବା ପରେ ତେଲେଙ୍ଗାନାରେ ଧରା ପଡିଥିବା ଗ୍ୟାଙ୍ଗଷ୍ଟର ହାଇଦର କରୋନା ସଂକ୍ରମିତ ହୋଇଛି। ଆରଟିପିସିଆର ପରୀକ୍ଷାରେ ସେ କରୋନା ପଜିଟିଭ ଥିବା ଜଣାଯାଇଛି। ଗତକାଲି ପ୍ରଥମେ ହାଇଦରର ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା। ସେଥିରେ ରିପୋର୍ଟ ନେଗେଟିଭ…
Read More...

ଆଇଏସସିଇ ଦଶମ ଓ ଦ୍ବାଦଶ ପରୀକ୍ଷା ସ୍ଥଗିତ।

ଭୁବନେଶ୍ବର,୧୭/୪(ବ୍ୟୁରୋ): ଦେଶରେ କୋଭିଡ଼ ଦ୍ବିତୀୟ ଲହରକୁ ଦେଖି ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ବ ଦେଇ ସିବିଏସଇ ଭଳି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ ଏକଜାମିନେସନ (ଆଇଏସ୍‌ସିଇ) ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଛି। ଏ ସଂକ୍ରାନ୍ତରେ ଶୁକ୍ରବାର…
Read More...

ପୁଅ ପରେ ପରେ ଚାଲିଗଲେ ମା । ଅଜିତ ମଙ୍ଗରାଜଙ୍କ ମା ବି ଚାଲିଗଲେ।

ଭୁବନେଶ୍ୱର,୧୭/୪(ଓଡ଼ିଆ ନ୍ୟୁଜ): ପୁଅ ପରେ ପରେ ଚାଲିଗଲେ ମା। ପିପିଲି ଉପନିର୍ବାଚନରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ପରଲୋକ ଘଟିବାର ଚାରିଦିନ ପରେ ତାଙ୍କ ମା’ କ୍ଷେତ୍ରମଣି ମଙ୍ଗରାଜଙ୍କର ପରଲୋକ ଘଟିଛି। ଅଜିତ ମଙ୍ଗରାଜ ଅସୁସ୍ଥ ଥିଲେ ଏବଂ ପରେ ସେ କରୋନାରେ…
Read More...

ରାଜ୍ୟରେ ଆଜି ପୁଣି ୩୧୪୪ ପଜିଟିଭ ଚିହ୍ନଟ ଓ ୪ ମୃତ।

ଭୁବନେଶ୍ୱର,୧୭/୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୧୪୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୮୨୩ ଓ ସ୍ଥାନୀୟ ସଂକ୍ରମିତ ୧୩୨୧ ଜଣ ଚିହ୍ନଟ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ…
Read More...

ପଞ୍ଜାବକୁ ହରାଇଲା ଚେନ୍ନାଇ ସୁପରକିଙ୍ଗସ୍।

ମୁମ୍ବଇ,୧୭/୪(ବ୍ୟୁରୋ): ଆଇପିଏଲ୍‌ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍‌ସ ଦଳକୁ ୬ ୱିକେଟ୍‌ରେ ପରାସ୍ତ କରିଛି ଚେନ୍ନଇ ସୁପର କିଙ୍ଗ୍‌ସ। ପ୍ରଥମେ ବ୍ୟାଟିଂ କରି ପଞ୍ଜାବ କିଙ୍ଗ୍‌ସ ଦଳ ଶୋଚନୀୟ ପ୍ରଦର୍ଶନ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ୍‌ ହରାଇ ମାତ୍ର ୧୦୬ ରନ୍‌…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ତୃତୀୟସ୍ଥ ମଙ୍ଗଳଙ୍କ ପ୍ରଭାବରୁ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟ ସମ୍ପନ୍ନ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ୍‌ କାମରେ ଉପସ୍ଥିତ ବୁଦ୍ଧି…
Read More...

ମାସ୍କ ପିନ୍ଧିବାକୁ ପୁଣି ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ମାସ୍କ ହିଁ ଆମକୁ କୋଭିଡ୍‌-୧୯ଠୁ ସୁରକ୍ଷିତ କରିବ। ‘ନିଜର ତଥା ନିଜ ପ୍ରିୟଜନଙ୍କ ସୁରକ୍ଷା ପାଇଁ ଏଥିରେ ହେଳା କରନ୍ତୁ ନାହିଁ । କୋଭିଡ୍‌ ନିୟମ ମାନିବା ସହ ନିୟମିତ ମାସ୍କ ପିନ୍ଧି କରୋନାକୁ ଘରେ ପଶିବାକୁ ଦିଅନ୍ତୁ ନାହିଁ’ ବୋଲି…
Read More...

ସପ୍ତାହରେ ଦୁଇଦିନ ବନ୍ଦ ରହିବ ଶ୍ରୀମନ୍ଦିର।

ପୁରୀ , ୧୬।୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଏହି ୨ ଦିନ ସାଧାରଣ ଦର୍ଶନାର୍ଥୀ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ। ଆସନ୍ତା ୨୪…
Read More...

୧୯ ରୁ ବନ୍ଦ ରହିବ ଉଚ୍ଚଶିକ୍ଷା ଅନୁଷ୍ଠାନ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରୋକିବା ନିମନ୍ତେ କଠୋର ପଦକ୍ଷେପର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଦଶମ ଦ୍ୱାଦଶ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା।…
Read More...

ଇନ୍ସପେକ୍ଟରକୁ ଫେରିଲେ ୨୮ ଜଣ ଇନଚାର୍ଜ ଡିଏସପି।

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡିଶା ପୋଲିସ୍‌ର ୨୮ଜଣ ଇନ୍‌ଚାର୍ଜ ଡିଏସ୍‌ପିଙ୍କୁ ତାଙ୍କ ପୂର୍ବ ସ୍ଥାନକୁ ଫେରାଇ ଅଣାଯାଇଛି। ସେମାନେ ଇନ୍‌ସ୍ପେକ୍ଟର ପ୍ୟାହାରେ କାର୍ଯ୍ୟ କରିବେ। ଏନେଇ ପୋଲିସ ମୁଖ୍ୟାଳୟ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜାନୁୟାରୀରେ ଗୃହ ବିଭାଗ…
Read More...