banner
Breaking
Yearly Archives

2021

ଦିଲ୍ଲୀ ପରିସ୍ଥିତି ଅଣାୟତ। ସିବିଏସଇ ପରୀକ୍ଷା ବନ୍ଦ ପାଇଁ ଦାବି କଲେ କେଜିରୱ।ଲ

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ଦ୍ୱିତୀୟ ଲହର ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ଅଣାୟତ ହେଉଥିବା ବେଳେ ସମସ୍ତ ପୁରୁଣା ରେକର୍ଡ ଭାଙ୍ଗିବାରେ ଲାଗିଛି। ମଙ୍ଗଳବାର ଦିଲ୍ଲୀରେ ୧୩ହଜାର ୫ଶହ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥିତିରେ…
Read More...

ବାଲେଶ୍ବର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୫୫ କୋଟି ଘୋଷଣା।

ଭୁବନେଶ୍ୱର,୧୩।୪(ବ୍ୟୁରୋ): ବାଲେଶ୍ୱର ସହରର ବିକାଶ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୫ କୋଟିର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ତଦନୁଯାୟୀ ସହଦେବଖୁଣ୍ଟାରେ ଥିବା ବସ୍‌ଷ୍ଟାଣ୍ଡର ବିକାଶ କରାଯିବ। ଏଥିପାଇଁ ୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିଭଳି ତୁମୁଳିଆ ଗେଟ୍‌…
Read More...

ରାଜ୍ୟରେ ଆଜି ପୁଣି ୧୭୮୪ ପଜିଟିଭ ଚିହ୍ନଟ ଓ ଦୁଇ ମୃତ।

ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। କରୋନାର ଦ୍ବିତୀୟ ଲହରରେ ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ପୁଣି ୧୭୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୩୫ ସଙ୍ଗରୋଧରୁ ଚିହ୍ନଟ ହୋଇଥିବାବେଳେ ୭୪୯ ଜଣ…
Read More...

କଲେଜ ଛାତ୍ରୀଙ୍କୁ ବଳତ୍କାର।

ବ୍ରହ୍ମପୁର : କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ ହୋଇଛି ବ୍ରହ୍ମପୁର ଟାଉନ ଥାନାରେ। ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ପୋଲିସ ଅପହୃତା ଛାତ୍ରୀଙ୍କୁ ପୁରୀରୁ ଉଦ୍ଧାର କରିଛି। ସୋମବାର ଉଭୟଙ୍କ ଏମ୍‌କେସିଜି ମେଡିକାଲ ଏଫଏମ୍‌ଟି…
Read More...

ନିରାଡମ୍ବରେ ପାଳିତ ହେଲା ରାଜଧାନୀ ପ୍ରତିଷ୍ଠା ଦିବସ।

ଭୁବନେଶ୍ୱର,୧୩/୪(ଓଡ଼ିଆ ନ୍ୟୁଜ) : ଆଜି ରାଜଧାନୀର ୭୩ ତମ ପ୍ରତିଷ୍ଠା ଦିବସ। ମନ୍ଦିରମାଳିନୀ ଏକାମ୍ରକ୍ଷେତ୍ର ଭୁବନେଶ୍ୱର ୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ଓଡିଶାର ରାଜଧାନୀ ଭାବେ ପ୍ରତିଷ୍ଠିତ ହୋଇଥିଲା। ସେହଦିନ ଠାରୁ ପ୍ରତିବର୍ଷ ଏହି ଦିନକୁ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ବା ରାଜଧାନୀ…
Read More...

ପିପିଲିର ବିକାଶ ମୁଁ ନିଜେ ବୁଝିବି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ମୁଁ ପିପିଲି-ଡେଲାଙ୍ଗ ଯାଇଥାଆନ୍ତି। ଆପଣମାନେ ମୋତେ ଆଶୀର୍ବାଦ କରିବାକୁ ବହୁସଂଖ୍ୟାରେ ଏକାଠି ହୋଇଥାନ୍ତେ। କୋଭିଡ୍‌ ସମୟରେ ଏହା ଠିକ୍‌ ହେବ ନାହିଁ। ମୋ ପାଇଁ କିଏ ବିପଦରେ ପଡୁ ଏହା ମୁଁ ଚାହେଁ ନାହିଁ। ସେଥିପାଇଁ ଭିଡିଓ କନ୍‌ଫରେନ୍ସରେ ଆପଣମାନଙ୍କୁ ଭେଟୁଛି।…
Read More...

ସମସ୍ତେ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ।

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ସାରା ଦେଶରେ ପୁଣି ଥରେ କରୋନା ମହାମାରୀ ବ୍ୟାପୁଥିବା ବେଳେ ମାସ୍କ ବ୍ୟବହାରକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋମବାର ଟୁଇଟ୍‌ କରି କହିଛନ୍ତି, ସେ ସବୁବେଳେ ମାସ୍କ ବ୍ୟବହାର କରୁଛନ୍ତି। ଅନ୍ୟମାନେ…
Read More...

ଭୁବନେଶ୍ୱରରେ ହେବ କ୍ୟାନସର ହସ୍ପିଟାଲ। ବାଗଚୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର।

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ଭୁବନେଶ୍ୱରରେ କ୍ୟାନ୍‌ସର ହସ୍ପିଟାଲ ଓ ଏକ କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ସୁବ୍ରତୋ ବାଗ୍‌ଚୀ ଓ ସୁସ୍ମିତା ବାଗ୍‌ଚୀ ୩୪୦ କୋଟି ଟଙ୍କା ନିଜସ୍ବ ପାଣ୍ଠିରୁ ଦାନ କରିଛନ୍ତି। ଏଥିପାଇଁ ସୁବ୍ରତୋ ଓ ସୁସ୍ମିତାଙ୍କ ସହ କଥା ହୋଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
Read More...

ଝରାଫୁଲକୁ ହତ୍ଯା କରାଯାଇଛି?

ଯାଜପୁର ,୧୩।୪ ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ହଟିଛି। ତାଙ୍କୁ ହତ୍ୟା କରାଯାଇଥିବା ଯାଜପୁର ଏସ୍‌.ପି. ରାହୁଲ ପି.ଆର. ସୋମବାର ଏକ ଭିଡିଓ କ୍ଲିପ୍‌ ଜାରି କରି ଜଣାଇଛନ୍ତି। ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଝରାଫୁଲଙ୍କ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

କୋଲକାତା, ୧୨ା୪- ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ନିର୍ବାଚନ ଆୟୋଗ (ଇସି)। ତୃଣମୂଳ କଂଗ୍ରେସ ସୁପ୍ରିମୋ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରଚାର କରିପାରିବେ ନାହିଁ। ମୁଖ୍ୟମନ୍ତ୍ରୀ ନିର୍ବାଚନ ରାଲି ମୁସଲମାନ ସମ୍ପ୍ରଦାୟର ଲୋକଙ୍କୁ ଭାଗ ଭାଗ ନ ହୋଇ…
Read More...