banner
Breaking
Yearly Archives

2021

ପୃଥିବୀକୁ ମାଡି ଆସୁଛି ପ୍ରାକୃତିକ ମହାବିପଦ।

ଲଦାଖ: ସମୁଦ୍ର ଜଳପତ୍ତନରୁ ପ୍ରାୟ ୩ ମାଇଲ ଉଚ୍ଚତାରେ ଥିବା ତିବ୍ବତୀୟ ମାଳଭୂମି ଏବେ ସାରା ବିଶ୍ୱ ପାଇଁ ବିପଦ ଭାବେ ଉଭା ହୋଇଛି। ପୃଥିବୀର ଛାତ କୁହାଯାଉଥିବା ଏହି ମାଳଭୂମିରେ ତରଳିବାରେ ଲାଗିଛି ବିରାଟ ବରଫ ପାହାଡ଼। ଏହା ଜାରି ରହିଲେ ଖୁବଶୀଘ୍ର ଭାରତ, ପାକିସ୍ତାନ, ଚାଇନା ସମେତ ଏସିଆରେ…
Read More...

ଝରାଫୁଲ ମୃତ୍ୟୁ ଘଟଣାରେ ଆଉଜଣେ ଗିରଫ।

ଭୁବନେଶ୍ୱର,୧୧।୪: ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ହତ୍ୟା ମାମଲାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଯାଜପୁର ପୋଲିସ ପ୍ରାୟ ୩ ମାସ ପରେ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଧୀନ ସୁନ୍ଦରପଦାର ଅମରେଶ ରାଉତ। ଏହି ସମ୍ପର୍କରେ…
Read More...

୧୫ ଯାଏ ଝଡ ବର୍ଷା।

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର…
Read More...

କରୋନାରେ ଯବ ଡାକ୍ତରଙ୍କ ମୃତ୍ୟୁ।

ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ ମେଡିକାଲର ଜଣେ ଯୁବ ଡାକ୍ତରଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଡାକ୍ତରଙ୍କ ନାମ ହୃଦାନନ୍ଦ ଭୂୟାଁ…
Read More...

କରୋନାରେ ଯୁବ ଡାକ୍ତରଙ୍କ ମୃତ୍ୟୁ।

ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ ମେଡିକାଲର ଜଣେ ଯୁବ ଡାକ୍ତରଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଡାକ୍ତରଙ୍କ ନାମ ହୃଦାନନ୍ଦ ଭୂୟାଁ…
Read More...

ରାଜଧାନୀ ଅମାନିଆଙ୍କ ପାଇଁ କଡା ନିୟମ।

ଭୁବନେଶ୍ୱର, ୧୧।୪(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍‌ ତଣ୍ଟି ଚିପିଲାଣି। ତଥାପି ଚେତୁନାହାନ୍ତି ରାଜଧାନୀର ଅମାନିଆ। କମିଶନରେଟ ପୋଲିସର ଘନ ଘନ ଚଢ଼ାଉ, ମୋଟା ଅଙ୍କର ଜରିମାନା ସହ ସିଲ୍‌ ଅଭିଯାନ ଜାରି ରହିଥିଲେ ମଧ୍ୟ ଖାତିର କରୁନାହାନ୍ତି ସେମାନେ। ଏପଟେ ମାସ୍କ ନ ଥିଲେ ଜରିମାନା ରାଶିକୁ…
Read More...

ହାଇଦର ଫେରାର ଘଟଣାରେ ୬ ନିଳମ୍ବିତ।

ସମ୍ବଲପୁର ,୧୧।୪: ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଘଟଣାରେ ତାଙ୍କ ଉପରେ ନଜର ରଖିବା ପାଇଁ ନିୟୋଜିତଥିବା ୬ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏନେଇ ସମ୍ବଲପୁର ଏସ୍‌ପି ବି. ଗଙ୍ଗାଧର ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ, ବିଭାଗୀୟ…
Read More...

ସଡକ ଦୁର୍ଘଟଣାରେ ସ୍ବାମୀ, ସ୍ତ୍ରୀ ମୃତ୍ୟୁ।

ଚଣ୍ଡିଖୋଲ,୧୧।୪ (ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ରବିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ବର୍ଷର ଝିଅ ଗୁରୁତର ହୋଇଛନ୍ତି। ମୃତକ ହେଲେ ମୟୂରଭଞ୍ଜ ଜିଲାର କରଞ୍ଜିଆ…
Read More...

ନିର୍ବାଚନୀ ରାଲି ପାଇଁ ଲାଗିଲା କଟକଣା।

ନୂଆଦିଲ୍ଲୀ, ୧୧।୪(ପି.ଟି.): କରୋନା ସଂକ୍ରମଣ ବଢ଼ୁଥିବାରୁ ନିର୍ବାଚନ ପ୍ରଚାର ବେଳେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରକ୍ଷା ଆଦି ଗାଇଡଲାଇନ ପାଳନ କରିବା ପାଇଁ ନିର୍ବାଚନ କମିଶନ ଷ୍ଟାର ପ୍ରଚାରକ ଓ ରାଜନେତାମାନଙ୍କୁ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ଗାଇଡଲାଇନ ପାଳନ ନ ହେଲେ ନିର୍ବାଚନୀ…
Read More...

କରୋନା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ।

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗିନ ହେବାରେ ଲାଗିଥିବାବେଳେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଛତିଶଗଡ଼ ସୀମାନ୍ତ କଳାହାଣ୍ଡି ଓ ନୂଆପଡ଼ା ଗସ୍ତ କରି କରୋନା ସ୍ଥିତି ସମୀକ୍ଷା କରିଛନ୍ତି। ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
Read More...