banner
Breaking
Yearly Archives

2021

ଜିଲ୍ଲାପାଳଙ୍କ ଅଫିସ ଆଗରେ ସ୍ବାମୀ ସ୍ତ୍ରୀ ପିଟାପିଟି।

ସମ୍ବଲପୁର,୯ା୪(ବ୍ୟୁରୋ): ଆପୋସ ସମାଧାନ ସତ୍ତ୍ୱେ ସମ୍ବଲପୁର ଜିଲାରେ ଏକ ପାରିବାରିକ ଗଣ୍ଡଗୋଳ ଶେଷରେ ପଦାକୁ ଆସିଛି। ଜିଲାପାଳଙ୍କ ଅଫିସ ସମ୍ମୁଖରେ ଶୁକ୍ରବାର ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ମାରପିଟ ହୋଇଛି। ଟାଉନ ଥାନା ପୋଲିସ ପହଞ୍ଚି ଉଭୟଙ୍କୁ ଥାନାକୁ ନେବା ପରେ ପରିସ୍ଥିତି ଶାନ୍ତ…
Read More...

ହର୍ଶଲ ପଟେଲଙ୍କ ଘାତକ ବୋଲି°। ମୁମ୍ବାଇ ୧୫୯ରେ ସୀମିତ।

ଚେନ୍ନାଇ, ୯ା୪- ମୁମ୍ବାଇ ଇଣ୍ଡିଆନ୍ସର ଶକ୍ତିଶାଳୀ ବ୍ୟାଟିଂ ଲାଇନ ଅପ୍‌ ପାଇଁ ଘାତକ ସାବ୍ୟସ୍ତ ହେଲେ ହର୍ଶଲ ପଟେଲ। ତାଙ୍କ ୫ ଉଇକେଟ ସଫଳତା ଯୋଗୁ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ମ୍ୟାଚ୍‌ରେ ପୂରା ୨୦ ଓଭରରେ ୯ ଉଇକେଟ ହରାଇ ୧୫୯ ରନ୍‌ କରିବାକୁ ସକ୍ଷମ ହୋଇଛି। ଫଳରେ…
Read More...

ଘୁଞ୍ଚିବ ନାହିଁ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା।

ଭୁବନେଶ୍ୱର, ୯।୪(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ। ଏ ନେଇ ଶୁକ୍ରବାର ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସ୍ପଷ୍ଟ କରିଛନ୍ତି। ମନ୍ତ୍ରୀ ଦାଶ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରୀଛତ୍ରଙ୍କ ପାଇଁ ଧାର୍ଯ୍ୟ…
Read More...

କ୍ୟାପିଟାଲ ହସ୍ପିଟାଲରେ ଦୁଇ ଡାକ୍ତର କରୋନା ପଜିଟିଭ।

ଭୁବନେଶ୍ୱର, ୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାକୁ ଲାଗିଛି। ରାଜଧାନୀ ଭୁବନେଶ୍ୱରର ସ୍ଥିତି ମଧ୍ୟ ସଙ୍ଗିନ ହେବାରେ ଲାଗିଛ। ଏହି କ୍ରମରେ ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲର ୨ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ…
Read More...

ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ନିବେଦନ ମାସ୍କ ପିନ୍ଧିବା କରୋନା ଠାରୁ ରକ୍ଷା ପାଇବା।

ଭୁବନେଶ୍ୱର,୯।୪(ବ୍ୟୁରୋ): ଦିନକୁ ଦିନ ଜଟିଳ ହେବାରେ ଲାଗିଛି କରୋନା ସ୍ଥିତି। ଦେଶର କିଛି ସ୍ଥାନରେ କରୋନାର ତୃତୀୟ ଲହର ଚାଲିଥିବା ବେଳେ ଓଡ଼ିଶାରେ ଦ୍ୱିତୀୟ ଲହର ଚାଲିଛି। ଏଣୁ ଆମକୁ କେତେ ଲହର ମୁକାବିଲା କରିବାକୁ ପଡ଼ିବ, କେହି ଜାଣି ନାହାନ୍ତି। ଯଦି ଆମେ ମାସ୍କ ପିନ୍ଧିବା ତେବେ…
Read More...

ବିନା ଭକ୍ତରେ ହେବ ରୁକୁଣା ରଥଯାତ୍ରା।

ଭୁବନେଶ୍ୱର,୯।୪(ବ୍ୟୁରୋ): ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଚଳିତବର୍ଷ ବିନା ଭକ୍ତରେ ଗଡ଼ିବ। ଏଶାସ ନେଇ ବିଏମ୍‌ସି ପକ୍ଷରୁ ଅନୁମତି ମିଳିଛି। କୋଭିଡ୍‌ ଗାଇଡ୍‌ଲାଇନ ଅନୁସାରେ ୧୦୦ ସେବାୟତଙ୍କୁ ନେଇ ରଥଟଣା ହେବ। ବିଧି, ପରମ୍ପରା ରକ୍ଷା କରିବାକୁ ଯାଇ ରଥଯାତ୍ରା କରାଯିବ। ରଥଯାତ୍ରାରେ…
Read More...

ହରେକୃଷ୍ଣ ମହତାବଙ୍କ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ।

ନୂଆଦିଲ୍ଲୀ,୯/୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଆଜି ମଧ୍ୟାହ୍ନ ୧୨ଟାରେ ନୂଆଦିଲ୍ଲୀର ଜନପଥସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରିବେ। ଏହି ପୁସ୍ତକ ଏବେ ଓଡ଼ିଆ ଓ…
Read More...

ଓଡିଶାରେ ଗ୍ରାମୀଣ ଅର୍ଥନୈତିକ କରିଡରର ବିକାଶ କରାଯିବ।

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟର ୧୪୭ ବିଧାନସଭା ଆସନ ଅଞ୍ଚଳରେ ଗ୍ରାମୀଣ ଅର୍ଥନୈତିକ କରିଡର ବିକାଶ କରାଯିବ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମିଳିଥିବା ସୂଚନା…
Read More...

ରାଜ୍ୟରେ ଆଜି ୧୨୮୨ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୧୨୮୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୫୫ ଜଣ ଚିହ୍ନଟ ହୋଇଥିବା ବେଳେ ୫୨୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ…
Read More...

ଆସନ୍ତା ୪ ଦିନ ଯାଏ କାଳବୈଶାଖି। ୪୦ କିମି ପବନ ବହିବ , କୁଆପଥର ମାଡହେବ।

ଭୁବନେଶ୍ୱର,୯/୪(ଓଡ଼ିଆ ନ୍ୟୁଜ): ଆସନ୍ତା ୪ଦିନ ପର୍ୟ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଅନୁଭୂତ ହେବ। ପ୍ରାୟ ଜିଲାରେ ବିଜୁଳି ଘଡଘଡି, କୁଆପଥର ଏବଂ ବର୍ଷାର ସମ୍ଭାବନା ରହିଛି। କେତେକ ଜିଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ଏହାକୁ ଲକ୍ଷ୍ୟ କରି ୪ଦିନ ପାଇଁ ପ୍ରାୟ ଜିଲାକୁ ୟେଲୋ…
Read More...