banner
Breaking
Yearly Archives

2021

କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ।

ନୂଆଦିଲ୍ଲୀ,୪।୪: ଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କରୋନା ବୃଦ୍ଧି ଏବଂ ଟିକାକରଣ ଅଭିଯାନ ସହ ଜଡିତ ପ୍ରସଙ୍ଗଗୁଡ଼ିକର ସମୀକ୍ଷା କରାଯାଇଥିଲା। ପରିସ୍ଥିତି ଉପରେ…
Read More...

ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶ।

ଭୁବନେଶ୍ବର,୪/୪ : ସର୍ବଭାରତୀୟ ସୈନିକସ୍କୁଲ ପ୍ରବେଶିକା ପରୀକ୍ଷାଫଳ-୨୦୨୧ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ ସେମାନଙ୍କ ପ୍ରବେଶିକା ପରୀକ୍ଷାଫଳ ସୈନିକ ସ୍କୁଲ ୱେବ୍‌ସାଇଟ୍‌ରୁ ଦେଖିପାରିବେ। ଏହାସହିତ ସେମାନେ ଡାକ୍ତରୀ ପରୀକ୍ଷା ସଂକ୍ରାନ୍ତୀୟ ତଥ୍ୟ ମଧ୍ୟ ୱେବ୍‌ସାଇଟରୁ ପାଇପାରିବେ। ସର୍ବ…
Read More...

ଆଇନଜୀବୀଙ୍କ ଭତ୍ତା ବଢିଲା।

ଭୁବନେଶ୍ୱର, ୪ା୪ (ବ୍ୟୁରୋ): ଭୁବନେଶ୍ୱର, ୩।୪(ବ୍ୟୁରୋ)- ଆଇନ୍‌ଜୀବୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଅଧିବକ୍ତା କଲ୍ୟାଣ ପାଣ୍ଠି ୧୯୮୭ର ସଂଶୋଧନ କରିଛନ୍ତି। ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଓଡ଼ିଶା ଅଧିବକ୍ତା କଲ୍ୟାଣ ପାଣ୍ଠି (ସଂଶୋଧନ) ବିଲ୍‌-୨୦୨୧ ଶନିବାର ବିଧାନସଭାରେ…
Read More...

ବିପିୟୁଟି ଆଇନ ସ°ଶୋଧିତ।

ଭୁବନେଶ୍ୱର, ୪ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ଆଇନ-୨୦୦୨କୁ ସଂଶୋଧନ କରାଯାଇଛି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଏହି ସଂଶୋଧନ ବିଲ୍‌ ଶନିବାର ବିରୋଧୀଙ୍କ ଅନୁପସ୍ଥିତିରେ ପାରିତ କରାଯାଇଛି। ଏହି ସଂଶୋଧନ ଆଇନ ଅନୁଯାୟୀ ସରକାରୀ…
Read More...

ପୁଣି ଦୁଇଦିନ କାଳବୈଶାଖି।

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ଦୁଇଦିନ ହେବ ବର୍ଷା ହୋଇଥିବାରୁ ଲୋକଙ୍କୁ ଗରମରୁ ଆସ୍ବସ୍ତି ମିଳିଛି। ଶନିବାର ଫୁଲବାଣୀରେ ସର୍ବାଧିକ ୧୬ମିମି ବର୍ଷା ହୋଇଥିବାବେଳେ ଦାରିଙ୍ଗବାଡ଼ି, କେନ୍ଦୁଝରଗଡ଼, ବୌଦ୍ଧରେ ମଧ୍ୟ ବର୍ଷା ହୋଇଛି। ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କୋରାପୁଟ,…
Read More...

ପିପିଲି ଉପ ନିର୍ବାଚନରେ ୧୦ ପ୍ରାର୍ଥୀ।

ପୁରୀ ,୪।୪: ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ୨ଜଣ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିନେଇଛନ୍ତି। ସେମାନେ ହେଲେ ଦୀପକ କୁମାର ଦାସ ଓ ସମ୍ବିତ ପଟ୍ଟନାୟକ। ଶନିବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାରର ଶେଷ ଦିନ ଥିଲା। ପୂର୍ବରୁ ୩ଜଣଙ୍କ ପ୍ରାର୍ଥତ୍ପତ୍ର ନାକଚ ମଧ୍ୟ…
Read More...

ଭାରତ ପାଇଁ ବିପଦ ଆଣିପାରେ କରୋନା ନୂଆ ଷ୍ଟ୍ରେନ।

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଷ୍ଟ୍ରେନ୍‌ ଯୋଗୁ ଆଗାମୀ ଦିନରେ ଭାରତ ଉପରେ ବିପଦ ମାଡ଼ି ଆସୁଛି। ନୂଆ ଷ୍ଟ୍ରେନ୍‌ ୩ ଗୁଣା ଭୟଙ୍କର। ଏହା ଅତି କମ୍‌ ସମୟରେ ଅଧିକ ଲୋକଙ୍କୁ କରୋନାରେ ଆକ୍ରାନ୍ତ କରିବାର ଆଶଙ୍କା ରହିଥିବା ଜନ୍‌ ହାପଙ୍କିସ୍‌…
Read More...

ରାଜ୍ୟରେ ପୁଣି ୪୭୧ ପଜିଟିଭ ଚିହ୍ନଟ।

ଭୁବନେଶ୍ଵର,୪/୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି।ଆଜି ରାଜ୍ୟରେ ପୁଣି ୪୭୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୮ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୯୩ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ୨୭…
Read More...

ସରିଲା ବିଧାନସଭା , ବିନା ବିରୋଧୀରେ ପାରିତ ହେଲା ବିଲ୍।

ଭୁବନେଶ୍ବର ,୪/୪(ଓଡ଼ିଆ ନ୍ୟୁଜ): ଷୋଡଶ ବିଧାନସଭାର ଷଷ୍ଠ ତଥା ବଜେଟ ଅଧିବେଶନ ଶନିବାର ସମାପ୍ତ ହୋଇଛି। ଏଥିରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧ଲକ୍ଷ ୭୫ ହଜାରରୁ ଊର୍ଦ୍ଧ୍ବ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍ ଏବଂ ଆଉ ୮ଟି ବିଲ୍ ପାରିତ ହୋଇଛି। କୋଭିଡ଼ ମହାମାରୀର ଦ୍ବିତୀୟ ଲହର ରାଜ୍ୟକୁ…
Read More...

ଫୁଲବାଣୀ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ।

ଭୁବନେଶ୍ୱର,୩।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି. କେ. ପାଣ୍ଡିଆନ ଏବଂ ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାରଙ୍କ ସମେତ ଏକ ଉଚ୍ଚସ୍ତରୀୟ ଟିମ୍‌ ଶୁକ୍ରବାର କନ୍ଧମାଳ ଗସ୍ତ କରି ପ୍ରସ୍ତାବିତ ଫୁଲବାଣୀ…
Read More...