banner
Breaking
Yearly Archives

2021

ଓଡ଼ିଆ ଝିଅଙ୍କ କମାଲ।

ଭୁବନେଶ୍ୱର,୨।୪ (ବ୍ୟୁରୋ): ଜାତୀୟ ସ୍ତରରେ ଆଉଜଣେ ଓଡ଼ିଆ ଝିଅ ନିଜର ପ୍ରତିଭା ଦେଖାଇଛନ୍ତି। ‘ଇଣ୍ଡିଆ ନେକ୍ସଟ ଟପ୍‌ ମଡେଲ’ ପ୍ରତିଯୋଗିତାରେ ଭୁବନେଶ୍ୱରର ଝିଅ ସୋନାଲୀ ସାହୁ ଦ୍ୱିତୀୟ ରନର୍ସ ଅପ୍‌ ଟାଇଟଲ ହାସଲ କରି ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଏକ ପଞ୍ଚତାରକା ହୋଟେଲରେ…
Read More...

ଉତ୍କଳ ବିଶ୍ବବିଦ୍ୟାଳୟ ଉନ୍ନତି ପାଇଁ ନିଜର ବର୍ଷକର ଦରମା ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ଗୁରୁବାର ଓଡ଼ିଶା ଦିବସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ବର୍ଷକର ଦରମା ପ୍ରଦାନ କରିଛନ୍ତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଧର୍ମେନ୍ଦ୍ର ତାଙ୍କର ଦରମା ବାବଦ ଅର୍ଥ…
Read More...

ମହାତ୍ମାଗାନ୍ଧୀ ଓ ଗୋପବନ୍ଧୁଙ୍କ ସମର୍ପିତ ଆଦର୍ଶ ଚିନ୍ତାଧାରା ଦେଶ ଓ ଜାତି ପାଇଁ ପ୍ରେରଣା ଯୋଗାଇବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ,୨ା୪: ଅହିଂସାର ପୂଜାରୀ ଭାବେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି। ଆଜିର ଦୁନିଆରେ ତା’ର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି। ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ୮ଥର ଓଡ଼ିଶା ଆସିଥିଲେ। ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା…
Read More...

କାଳିଆ ଯୋଜନାର ଚତୁର୍ଥ ପର୍ଯ୍ୟାୟ ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର, ୨ା୪(ବ୍ୟୁରୋ):୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ ଅନ୍ତର୍ଗତ ‘କାଳିଆ’ ଯୋଜନାରେ ୪ର୍ଥ ପର୍ଯ୍ୟାୟ ଅର୍ଥ ପ୍ରଦାନ କରିଛନ୍ତି। ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ…
Read More...

ପାକିସ୍ତାନ ଖେଳାଳିଙ୍କୁ ଭିସା ଦିଆଯିବ।

ନୂଆଦିଲ୍ଲୀ,୧।୪: ଚଳିତ ବର୍ଷ ଅକ୍ଟୋବର-ନଭେମ୍ବର ମଧ୍ୟରେ ଭାରତରେ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍‌। ଏହି ଆଇସିସି ଇଭେଣ୍ଟ ଲାଗି ପାକିସ୍ତାନ ଖେଳାଳିଙ୍କୁ ନିଶ୍ଚିତ ଭିଜା ପ୍ରଦାନ କରାଯିବ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ଆଶ୍ୱାସନା ଦେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…
Read More...

ଦୁଇଟି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ଶେଷ।

ନୂଆଦିଲ୍ଲୀ,୧।୪: ଆସାମ ଓ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଥିବା ନିର୍ବାଚନ ଆୟୋଗ (ଇସି) ପକ୍ଷରୁ କୁହାଯାଇଛି। ଦୁଇଟି ରାଜ୍ୟରେ ୬୯ଟି ଆସନ ପାଇଁ ୨୧,୧୧୨ ବୁଥ୍‌ରେ ଗୁରୁବାର ଚାଲିଛି ମତଦାନ। ସନ୍ଧ୍ୟା ୫ଟା.୩୦ ସୁଦ୍ଧା…
Read More...

ଓଡ଼ିଶାରେ ପ୍ରଥମ, କିମ୍‍ସରେ ୩ ଦିନର ଶିଶୁଠାରେ ବିରଳ ହୃଦ୍‍-ଅସ୍ତ୍ରୋପଚାର

ଭୁବନେଶ୍ୱର, : ମାତ୍ର ୩ ଦିନର ଶିଶୁର ହୃଦ୍‍ ଅସ୍ତ୍ରୋପଚାର କରି ଶିଶୁକୁ ନୂତନ ଜୀବନ ପ୍ରଦାନ କରିଛନ୍ତି କିମ୍‍ସର ହୃଦ୍‍ଶଲ୍ୟ ବିଶେଷଜ୍ଞ। ଶିଶୁଟି ରକ୍ତଚାପ ଯୋଗୁଁ ହୃଦ୍‍ପିଣ୍ଡ ଜନିତ ସମସ୍ୟାର ସମ୍ମୁଖୀନ ହେଉଥିବା ଜାଣିବା ପରେ ଶିଶୁର ପିତାମାତା କିମ୍‍ସ ହୃଦ୍‍ଶଲ୍ୟ ବିଶେଷଜ୍ଞ ଡାକ୍ତର…
Read More...

ଭୁବନେଶ୍ୱର ବିଶ୍ବର ସବୁଠୁ ଉତ୍ତପ୍ତ ସହର।

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୁଧବାର ରେକର୍ଡ ଭାଙ୍ଗିଥିଲା ଭୁବନେଶ୍ୱର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ବିଶ୍ୱର ସବୁଠୁ ଉତ୍ତପ୍ତ ସହର ଭାବରେ ସ୍ଥାନିତ କରାଯାଇଛି। ବୁଧବାର ଭୁବନେଶ୍ୱରରେ ତାପମାତ୍ରା…
Read More...

ଅପ୍ରେଲ ୫ରୁ ଭର୍ଚୁଆଲ୍ ମୋଡରେ ଚାଲିବ ହାଇକୋର୍ଟ।

କଟକ ,୧।୪: କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏପ୍ରିଲ୍‌ ୫ରୁ ଭର୍ଚୁଆଲ୍‌ ମୋଡ୍‌ରେ ହାଇକୋର୍ଟ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶାବଳୀ ଆସିବା ପର୍ଯ୍ୟନ୍ତ…
Read More...

ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୧।୪(ବ୍ୟୁରୋ): ଆଜି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ୮୫ ବର୍ଷରେ ପାଦ ଥାପିଛି। ମାଟି ମା’ର ଏହି ଜନ୍ମ ଦିବସ କରୋନା ମହାମାରୀ ପାଇଁ ଫିକା ପଡିଯାଇଛି। ରାଜ୍ୟ ସରକାର କୋଭିଡ କଟକଣା ଭିତରେ ଉତ୍କଳ ଦିବସ ପାଳନ କରିବାକୁ ମାର୍ଗଦର୍ଶିକା ଜାରି କରିଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ…
Read More...