banner
Breaking
Yearly Archives

2021

ଟିମ୍ ଇଣ୍ଡିଆ ବିଜୟୀ।

ପୁଣେ,୨୩।୩: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ବିଜୟ ସହ ଦିନିକିଆ ସିରିଜ୍‌ ଆରମ୍ଭ କରିଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ କ୍ରିକେଟରେ ଖେଳାଯାଇଥିବା ପ୍ରଥମ ଦିନିକିଆକୁ ୬୬ ରନ୍‌ରେ ଜିତି ନେଇଛି ଭାରତୀୟ ଦଳ। ଏଥି ସହିତ ଘରୋଇ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ…
Read More...

୪୫ ବର୍ଷରୁ ଅଧିକ ବ୍ୟକ୍ତି ନେବେ କରୋନା ଟିକା। ଅପ୍ରେଲ ୧ରୁ ପଞ୍ଜିକରଣ ଆରମ୍ଭ।

ନୂଆଦିଲ୍ଲୀ,୨୩।୩: ଆସନ୍ତା ଏପ୍ରିଲ ୧ ତାରିଖରୁ କରୋନା ଟିକାକରଣ ପ୍ରକ୍ରିୟାର ତୃତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୪୫ ଓ ତା’ଠାରୁ ଊର୍ଦ୍ଧ୍ୱ ବୟସର ନାଗରିକଙ୍କୁ ଟିକା ଦିଆଯିବ। ଏ ନେଇ କେନ୍ଦ୍ର ସରକାର ମଙ୍ଗଳବାର ଘୋଷଣା କରିଛନ୍ତି। ଯେଉଁମାନଙ୍କ ବୟସ ୪୫ କିମ୍ବା…
Read More...

ରାଜଧାନୀ ବୌଦ୍ଧିକ ସମାବେଶ ତରଫରୁ ଜଳସେବା

ଭୁବନେଶ୍ୱର,୨୩/୩(ଓଡ଼ିଆ ନ୍ୟୁଜ) କ°କ୍ରିଟ ସହର ଭୁବନେଶ୍ୱରରେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି।ମାଗଣାରେ ପାଣି ଟିକେ ପିଇବା ପାଇଁ ପଥଚାରୀ ଡହଳ ବିକଳ ହେଉଛନ୍ତି। ବିଧାନସଭା ଚାଲୁଥିବାରୁ ଧାରଣାଧାରିଙ୍କ ସ°ଖ୍ୟା ବଢୁଛି। ପାଣି ଟିକେ ପିଇବା ପାଇଁ ବିଭିନ୍ନ ଜିଲ୍ଲାରୁ ଆସିଥିବା…
Read More...

ମେ ୨୩ରୁ ଓସିଏସ୍ ପ୍ରିଲିମ୍ ପରୀକ୍ଷା

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌(ଓସିଏସ୍‌) ପ୍ରିଲିମ୍‌ ପରୀକ୍ଷା ତାରିଖ ଘୋଷଣା ହୋଇଛି। ଆସନ୍ତା ମେ’ ୨୩ରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁର ଆଦି ୫ଟି ଜୋନ୍‌ରେଏହି ପରୀକ୍ଷା…
Read More...

ନିଜ ସ୍ତ୍ରୀକୁ ପରପୁରୁଷକୁ ସମର୍ପି ଦେଲେ ସ୍ବାମୀ।

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଭଉଣୀ ଓ ଭାଇଙ୍କ ସହ ମିଶି ସ୍ବାମୀ ସେକ୍ସ ର଼୍ୟାକେଟ ଚଳାଇଥିଲେ। ନିଜ ସ୍ତ୍ରୀଙ୍କୁ ଜୋର୍‌ ଜବରଦସ୍ତ ପରପୁରୁଷଙ୍କୁ ସମର୍ପି ଦେଉଥିଲେ। ପ୍ରତିବାଦ କଲେ ଆରମ୍ଭ ହେଉଥିଲା ଅତ୍ୟାଚାର। ଖଟରେ ହାତଗୋଡ଼ ବାନ୍ଧି ଯୌନ ଶୋଷ ମେଣ୍ଟାଉଥିଲେ ଦେହଭକ୍ଷୀ ରାକ୍ଷସମାନେ। ଶେଷରେ…
Read More...

କରୋନା ସ°କ୍ରମଣ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୨୩।୩(ଓଡ଼ିଆ ନ୍ୟୁଜ): ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ସଂକ୍ରମଣ। ଏହାର ମୁକାବିଲା ଲାଗି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ସତର୍କତାମୂଳକ ପଦକ୍ଷେପ ଓ ଜନସଚେତନତା ଉପରେ ଗୁରୁତ୍ୱାରୋପ କରିଛନ୍ତି। କେତେକ ରାଜ୍ୟରେ ପରିସ୍ଥିତି…
Read More...

ଗୋଟିଏ ନମ୍ବର ଡାଏଲ କଲେ ମିଳିବ ୩ଟି ସୁବିଧା।

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। କାରଣ ଗୋଟିଏ ନମ୍ବରକୁ କଲେ କଲେ ଏଣିକି ୩ ଜରୁରିକାଳୀନ ସେବା ଉପଲବ୍ଧ ହେବ। ୧୧୨ ନଂକୁ କଲ୍‌ କଲେ ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ସେବା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ ଆଜି ସନ୍ଧ୍ୟା ୫ଟାରେ ଭିଡିଓ…
Read More...

ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ। ସ୍ବାଧୀନତା ସ°ଗ୍ରାମରେ ନୂଆପଡା ଜିଲ୍ଲା ବାସୀଙ୍କ ଅବଦାନ…

ନୂଆପଡା : ଦିନିକିଆ ନୂଆପଡା ଜିଲା ଗସ୍ତରେ ଆସି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୩୭୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ସହ ପ୍ରାୟ ୫୦ କୋଟି ଟଙ୍କାର ନୂତନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହା ସହ ୯୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପ…
Read More...

କିଟରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍‍ ଚାମ୍ପିଅନସିପ ଉଦଘାଟିତ ସମସ୍ତ ମ୍ୟାଚ୍‍ କିଟ୍‍ ବିଜୁ ପଟ୍ଟନାୟକ ଇନଡୋର…

ଭୁବନେଶ୍ୱର, ୫ ।୩(ଓଡ଼ିଆ ନ୍ୟୁଜ): କିଟ୍‍ର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମ୍‍ଠାରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍‍ (ପୁରୁଷ ଓ ମହିଳା) ଚାମ୍ପିଅନସିପ ୨୦୨୦-୨୧ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି। ଭାରତୀୟ ଭଲିବଲ୍‍ ସଂଘ (ଭିଏଫଆଇ) ତତ୍ତ୍ୱାବଧାନରେ ୧୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି…
Read More...

ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ୨୦୨୧ ସମ୍ମାନିତ ହେଲେ ୨୦ଜଣ ବିଶିଷ୍ଟ…

ଭୁବନେଶ୍ୱର,୫/୩(ଓଡ଼ିଆ ନ୍ୟୁଜ) : ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା କିଛି ବ୍ୟକ୍ତିବିଶେଷଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଓଡ଼ିଶାର ଅଗ୍ରଣୀ ଇଂରାଜୀ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ଉତ୍ସବ ୨୦୨୧ ସ୍ଥାନୀୟ ଏକ…
Read More...