banner
Breaking
Yearly Archives

2021

ସରକାରୀ ଆଇଟିଆଇ ହଷ୍ଟେଲ ଫି ଛାଡକଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ବର,୩/୨(ଓଡ଼ିଆ ନ୍ୟୁଜ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।…
Read More...

ବଢିଲା ମାଟ୍ରିକ ଫର୍ମପୂରଣ ଅବଧି।

କଟକ ,୩।୨: ମାଟ୍ରିକ୍‌ ଫର୍ମପୂରଣ ଅବଧିକୁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି। ଫେବୃୟାରୀ ୧୦ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହି ଅବଧି ବୃଦ୍ଧି କରାଯାଇଛି। ହାଇସ୍କୁଲ, ଓପନ ସ୍କୁଲ, ଧନ୍ଦାମୂଳକ ଶିକ୍ଷା ଫର୍ମପୂରଣ ଅବଧି ମଧ୍ୟ ବୃଦ୍ଧି କରାଯାଇଛି। ଅବଧି ବୃଦ୍ଧି ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ…
Read More...

ରାଜ୍ୟରେ ଆଜି ୭୧ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର, ୩।୨(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୭୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୨ ଜଣ କ୍ବାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୫,୨୮୨ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସୂଚନା…
Read More...

ବିକଶିତ ଓ ସମୃଦ୍ଧ ଓଡିଶା ଗଠନ ଦିଗରେ ନବୀନଙ୍କ ଯୁଗାନ୍ତକାରୀ ପଦକ୍ଷେପ।

ଭୁବନେଶ୍ୱର,୩ା୨(ବ୍ୟୁରୋ): ପ୍ରବାଦ ପୁରୁଷ ,କଳିଙ୍ଗ ରତ୍ନ ବିଜୁ ପଟ୍ଟନାୟକଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ତାଙ୍କ ସୁପୁତ୍ର , ଓଡ଼ିଶା ତଥା ଭାରତର ଜନପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟବର ନବୀନ ପଟ୍ଟନାୟକ ସବୁବେଳେ ଆର୍ପାଣ ଉଦ୍ୟମ ଜାରିରଖିଛନ୍ତି। ବିକଶିତ ଓ ସମୃଦ୍ଧ ଓଡିଶା ଗଠନ ଦିଗରେ…
Read More...

ଝଲସିବ ଭୁବନେଶ୍ୱର-ପୁରୀ ରାସ୍ତା। ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୩ା୨(ଓଡ଼ିଆ ନ୍ୟୁଜ): ଆଜି ଝଲସିବ ଭୁବନେଶ୍ୱର-ପୁରୀ ବାଇପାସ ରାସ୍ତା। ହାଇଟେକ୍‌ ଛକରୁ ଦୟା ବ୍ରିଜ୍‌ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା ଆଲୋକିତ ହେବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସମସ୍ତ କାର୍ଯ୍ୟ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅପରାହ୍ନ ୫ଟା…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ମନ ଅନୁଯାୟୀ କାମ କରିପାରିବେ ନାହିଁ। ପ୍ରତ୍ୟୁଷ ଯାତ୍ରାରେ ଟେନ୍ସନ ଉପୁଜିଲେ ମଧ୍ୟ ମନୋବଳ ହେତୁ କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ବିବାଦୀୟ ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ମଧ୍ୟ ଶିଥିଳତା ଦେଖାଦେଇପାରେ। ବୃଷ:-ଆଜି ଆପଣ ଦକ୍ଷତା ହେତୁ…
Read More...

୬ ରୁ +୨ ଫର୍ମପୂରଣ ଆରମ୍ଭ।

ଭୁବନେଶ୍ୱର, ୨।୨(ବ୍ୟୁରୋ): ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଛାତ୍ରୀଛାତ୍ରଙ୍କ ବାର୍ଷିକ ପରୀକ୍ଷା ପାଇଁ ଆସନ୍ତା ୬ ତାରିଖରୁ ଫର୍ମପୂରଣ ଆରମ୍ଭ ହେବ। ଅନ୍‌ଲାଇନ୍‌ରେ ପ୍ରଥମେ ୬ରୁ ୧୨ ତାରିଖ ପର୍ଯ୍ୟନ୍ତ ଏକ୍ସ ରେଗୁଲାର ପିଲାଙ୍କ ଫର୍ମପୂରଣ କରାଯିବ। ସେହିପରି ୧୩ରୁ ୨୪…
Read More...

୮ରୁ ଆରମ୍ଭ ହେବ ପିଜି କ୍ଲାସ,ଖୋଲିବ ହଷ୍ଟେଲ।

ଭୁବନେଶ୍ୱର,୨।୨(ବ୍ୟୁରୋ): ଫେବୃୟାରୀ ୧୦ ତାରିଖରୁ ଆରମ୍ଭ ହେବ ପିଜି ପାର୍ଟ- କ୍ଲାସ। ଏ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ମଙ୍ଗଳବାର ସୂଚନା ଦେଇଛନ୍ତି। ପ୍ରି-ଫାଇନାଲ ଇୟର କ୍ଲାସ ମଧ୍ୟ ଫେବୃୟାରୀ ୧୦ରୁ ଆରମ୍ଭ ହେବା ନେଇ ସେ କହିଛନ୍ତି। ତେଣୁ ଆଗାମୀ ୮ରୁ ମଧ୍ୟ ହଷ୍ଟେଲ ଖୋଲାଯିବ।…
Read More...

ଆମେରିକା ଠାରୁ ଭାରତ ଆଣିବ ଏଫ୍-୧୬ ଯୁଦ୍ଧ ବିମାନ।

ୱାଶିଂଟନ,୨ ।୨: ଭାରତୀୟ ବାୟୁସେନାକୁ ଖୁବ୍‌ଶୀଘ୍ର ଆମେରିକାର ସବୁଠାରୁ ଅତ୍ୟାଧୁନିକ ଯୁଦ୍ଧ ବିମାନ ଏଫ୍‌-୧୬ଇଏକ୍ସ ବିମାନ ମିଳିପାରେ । ଦୁଇ ଦେଶ ମଧ୍ୟରେ ବଢୁଥିବା ବନ୍ଧୁତ୍ୱର ସମ୍ପର୍କ ସ୍ୱରୂପ ଆମେରିକା ସରକାର ଏଫ୍‌-୧୫ ଶୃଙ୍ଖଳାର ସବୁଠାରୁ ନୂଆ ମଡେଲକୁ ଭାରତକୁ ଦେବାକୁ ମଞ୍ଜୁରୀ ପ୍ରଦାନ…
Read More...

ଫେବୃଆରୀ ୧୮ରେ ବିଧାନସଭା, ୨୨ରେ ବଜେଟ।

ଭୁବନେଶ୍ୱର,୨।୨(ଓଡ଼ିଆ ନ୍ୟୁଜ): ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ଫେବୃୟାରୀ ୧୮ ତାରିଖ ପ୍ରଥମ ଦିବସ ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ୧୯ ଓ ୨୦ ଦୁଇଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ…
Read More...