banner
Breaking
Yearly Archives

2021

ହଲିଉଡ ଟ୍ୟାଲେଣ୍ଟ ଏଜେନ୍ସି ସହିତ ହାତ ମିଳାଇଲେ ଦୀପିକା।

ମୁମ୍ବାଇ; ବଲିଉଡ୍ ନାୟିକା ଦୀପିକା ପାଦୁକୋନ ହଲିଉଡ୍‌ର ଟ୍ୟାଲେଣ୍ଟ ଏଜେନ୍ସି ଆଇସିଏମ୍ ସହ ହାତ ମିଳାଇଛନ୍ତି । ଆଇସିଏମ୍ ସୂଚିରେ ବଡ ବଡ ହଲିଉଡ କଳାକାରଙ୍କ ନାମ ସାମିଲ ରହିଛି । ଦୀପିକା ୨୦୧୭ରେ ଡିଜେ ଜେ କାରୁସୋଙ୍କ ନିର୍ଦ୍ଦେଶନାରେ ନିର୍ମାଣ କରାଯାଇଥିବା ହଲିଉଡ୍ ମୁଭି…
Read More...

ରାଜ୍ୟରେ ଆଜି ୧୫୦ ପଜିଟିଭ ଚିହ୍ନଟ ଓ ୧ ମୃତ।

ଭୁବନେଶ୍ୱର,୨୪।୧(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ୧୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୩୦୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯ ଜଣ…
Read More...

ମହାପ୍ରଭୁଙ୍କ ଦର୍ଶନ ପାଇଁ ହଟିବ ଆଉ ଏକ କଟକଣା।

ଭୁବନେଶ୍ୱର,୨୪।୧(ବ୍ୟୁରୋ): ମହାପ୍ରଭୁଙ୍କ ଦର୍ଶନରୁ ଆଉ ଏକ ବାଧାକୁ ହଟାଯିବ। ସେଠାରେ ଲଗାଯାଇଥିବା ବ୍ୟାରିକେଡକୁ ସୋମବାରଠାରୁ ହଟାଯିବା ନେଇ ପୁରୀ ଏସ୍‌ପି କନଓ୍ବର ବିଶାଲ ସିଂହ ରବିବାର ସୂଚନା ଦେଇଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ଜଗନ୍ନାଥବଲ୍ଲଭଠାରୁ ମରିଚିକୋଟ ପର୍ଯ୍ୟନ୍ତ ଯେଉଁ…
Read More...

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡରେ ଅଭିବାଦନ ଗ୍ରହଣ କରିବେ ରାଜ୍ୟପାଳ। ସୁରକ୍ଷା ବ୍ୟବସ୍ଥା କଡାକଡି।

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରେଡ ସ୍ଥଳ ଗାନ୍ଧୀମାର୍ଗରେ ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ଏହାବ୍ୟତୀତ କାଉଣ୍ଟର ଟେରରିଷ୍ଟ ସ୍କ୍ବାଡ୍‌ (ସିଟିଏସ୍‌), ସ୍ପେଶାଲ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ମନେପକାଇପାରିବେ ନାହିଁ। ତଥାପି କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କିମ୍ବା ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।…
Read More...

ନକଲି ଜର୍ଦ୍ଦା କାରଖାନା ଠାବ।

ଭଦ୍ରକ ,୨୩।୧: ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି। ତେବେ ପୋଲିସ ଆଖିରେ ଧୂଳି ଦେଇ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ସୂଚନାନୁଯାୟୀ, ପୁରୁଣାବଜାର ଥାନା ଅନ୍ତର୍ଗତ ଛଡ଼ାକମହଲା ଅଞ୍ଚଳରେ ଏକ ଘରେ ନକଲି ଜର୍ଦ୍ଦା କାରଖାନା ଚାଲୁଥିବା…
Read More...

ପାକିସ୍ତାନ ସୁଡଙ୍ଗ କରି ଆତଙ୍କବାଦୀ ଛାଡୁଛି।

ଜାମ୍ମୁ: ଜାମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରଠାରୁ ପାକିସ୍ତାନ ଭାରତରେ ଅଶାନ୍ତି ସୃଷ୍ଟି କରିବା ଲାଗି ବିଭିନ୍ନ ପ୍ରକାର ଷଡ଼ଯନ୍ତ୍ର ରଚିବାରେ ଲାଗିଛି। ଏଥିପାଇଁ ସୀମାନ୍ତରେ ସୁଡ଼ଙ୍ଗ ଖୋଳି ଜାମ୍ମୁ-କାଶ୍ମୀରକୁ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଛି। ଶନିବାର ପୁଣି ଏକ ସୁଡ଼ଙ୍ଗ…
Read More...

ନେତାଜୀ ସୁବାଷ ପରାକ୍ରମର ପ୍ରତିମୂର୍ତ୍ତି : ମୋଦି

କୋଲକାତା,୨୩।୧: ନେତାଜୀ ସୁଭାଷ ପରାକ୍ରମର ପ୍ରତିମୂର୍ତ୍ତି। ଏହି କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ଭିକ୍ଟୋରିଆ ମେମୋରିଆଲ ପରିସରରେ ଶନିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ବୋଧନ ଦେଇ କଠିନ…
Read More...

ପୁଣି ନବୀନ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ।

ନୂଆଦିଲ୍ଲୀ : ପୁଣି ଥରେ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ। ଇଣ୍ଡିଆ ଟୁଡେ ଗ୍ରୁପ-କାର୍ଭି ଇନ୍‌ସାଇଟ୍‌ସ ଦ୍ବାରା କରାଯାଇଥିବା ମୁଡ୍‌ ଅଫ୍‌ ଦ ନେଶନ (ଏମଓଟିଏନ) ସର୍ଭେ ୨୦୨୧ରେ ଏହା ପ୍ରକାଶ କରାଯାଇଛି। ସର୍ଭେରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ…
Read More...

ଫେବୃଆରୀ ୧୮ରେ ଆଇପିଏଲ ନିଲାମ।

ଭୁବନେଶ୍ୱର, ୨୩।୧: କରୋନା କଟକଣା ମଧ୍ୟରେ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ୧୩ତମ ସଂସ୍କରଣର ସ୍ମୃତି ମନରେ ତାଜା ରହିଥିବାବେଳେ ୧୪ତମ ସଂସ୍କରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗତ ବୁଧବାର ଅଂଶଗ୍ରହଣକାରୀ ୮ଟି ଦଳ କେଉଁ ଖେଳାଳିଙ୍କୁ…
Read More...