banner
Breaking
Yearly Archives

2021

ଟାଇମ୍‍ସ ଆୱାର୍ଡ୍‍ସ ଏସିଆ ୨୦୨୧ ପୁରସ୍କାର କିଟ୍‍କୁ ଲିଡରସିପ୍‍ ଆଣ୍ଡ ମ୍ୟାନେଜମେଣ୍ଟ ଟିମ୍‍ ଅଫ୍‍ ଦି ଇଅର ପୁରସ୍କାର

ଭୁବନେଶ୍ୱର, ୧୪ ।୧୨: ବିଶ୍ୱସ୍ତରରେ କିଟ୍‍ ବିଶ୍ୱବିଦ୍ୟାଳୟକୁ ମିଳିଛି ଆଉ ଏକ ସମ୍ମାନଜନକ ପୁରସ୍କାର। ମଙ୍ଗଳବାର ଟାଇମ୍‍ସ ହାଇଅର୍‍ ଏଜୁକେସନ୍‍ ପକ୍ଷରୁ ‘ଆୱାର୍ଡ୍‍ସ ଏସିଆ ୨୦୨୧’ ପୁରସ୍କାର ଘୋଷଣା କରାଯାଇଥିବା ବେଳେ ସମଗ୍ର ଭାରତ ତଥା ଏସିଆରେ ଏକମାତ୍ର ଅନୁଷ୍ଠାନ ଭାବେ କିଟ୍‍…
Read More...

ଖୋର୍ଦ୍ଧା ଓ କଟକରେ ସ୍ବାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା ,୧୩।୧୨: ଖୋର୍ଦ୍ଧା ଜିଲା ବେଗୁନିଆ ବିଜୁ ପଟ୍ଟନାୟକ ପଡ଼ିଆଠାରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚି ମୁଖ୍ୟମନ୍ତ୍ରୀ ବିଏସ୍‌କଓ୍ବୋଇ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଜିଲାରେ ୪ ଲକ୍ଷ କାର୍ଡ ବଣ୍ଟନ କରାଯିବାକୁ ଥିବା ବେଳେ ୧୪ ଲକ୍ଷ ହିତାଧୀକାରୀ ଉପକୃତ ହେବେ। ୯୮୮ ଶହ କୋଟି…
Read More...

ଶ୍ରମିକଙ୍କ ସହିତ ଭୋଜନ କଲେ ମୋଦି

କାଶୀ,୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କାଶୀ ବିଶ୍ୱନାଥ କରିଡରର ଲୋକାର୍ପିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏହାର ନିର୍ମାଣ କରିଥିବା ଶ୍ରମିକଙ୍କ ଉପରେ ଫୁଲବର୍ଷା କରିବା ସହିତ ସେମାନଙ୍କ ସହିତ ଏକାଠି ବସି ଭୋଜନ କରିଛନ୍ତି। ଏବେ ଏହି ଫଟୋ ସୋସିଆଲ ମିଡ଼ିଆରେ…
Read More...

ମେଧାବୀଙ୍କୁ ମିଳିବ ଫ୍ରି କୋଚିଂ

ଭୁବନେଶ୍ୱର,୧୩ା୧୨: ରାଜ୍ୟର ୩୦ ଜିଲାର ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମାଗଣା କୋଚିଂ ମିଳିବ। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନରେ ଏକାଦଶ ଶ୍ରେଣୀରେ ପଢୁଥିବା ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ଜାତୀୟସ୍ତରୀୟ ପ୍ରବେଶିକା ପରୀକ୍ଷା ପାଇଁ…
Read More...

ଦିପିକାଙ୍କ ଲକି ଅକ୍ଷରରେ ନୂଆ ଫିଲ୍ମ

ଦୀପିକା ପାଦୁକୋନ୍‌ଙ୍କର ଗୋଟିଏ ଅକ୍ଷର ଉପରେ ଅଗାଧ ବିଶ୍ୱାସ ରହିଛି। ତାହାକୁ ସେ ଲକି ଲେଟର ଭାବରେ ଗ୍ରହଣ କରିନେଇଛନ୍ତି। ତାହା ହେଲା ‘କେ’। ପୁଣି ଏପରି ସଂଯୋଗ ଏପରି ଅକ୍ଷରକୁ ନେଇ ଏକ ଫିଲ୍ମ ନିର୍ମିତ ହେବାକୁ ଯାଉଛି। ସେଥିରେ ନାୟିକା ଭୂମିକାରେ ଅବତୀର୍ଣ୍ଣ ହେଉଛନ୍ତି ଦୀପିକା। ଏହାର ଆଉ…
Read More...

କଳିଙ୍ଗ ସାହିତ୍ୟ ମହୋତ୍ସବ ଉଦଯାପିତ

ଭୁବନେଶ୍ୱର, ୧୩।୧୨ (ବ୍ୟୁରୋ):ମହାମାରୀ ମାନବସମାଜକୁ ଆତ୍ମପରିଚିତିର ଏକ ମାଧ୍ୟମ ପ୍ରଦାନ କରିଛି। ଏପରି ସମୟରେ କଳିଙ୍ଗ ସାହିତ୍ୟ ମହୋତ୍ସବ ସ୍ବଦେଶୀ ଭାବନା ପରିପ୍ରକାଶର ଏକ ଅନନ୍ୟ ଅବସର ପ୍ରଦାନ କରିଥିବାରୁ ଏହା ସମାଜକୁ ଉନ୍ନତ କରିବାରେ ସହାୟକ ହେବ। ଏପରି ମହୋତ୍ସବର ଆୟୋଜନ ଭାରତୀୟଙ୍କୁ…
Read More...

ଖୁବଶୀଘ୍ର ଘୋଷଣା ହେବ ପଞ୍ଚାୟତ ନିର୍ବାଚନ ତାରିଖ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ତାରିଖ ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ହୋଇସାରିଛି। ୯୧, ୯୧୩ ଓ୍ବାର୍ଡ, ୬୭୯୪ ପଞ୍ଚାୟତରେ ନିର୍ବାଚନ ହେବ। ରାଜ୍ୟରେ ୮୫୩ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ। ତେବେ ନିର୍ବାଚନ…
Read More...

ପିଲାଙ୍କ ସହ ପାଠ ପଢିଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲା ଗସ୍ତ କରିଛନ୍ତି। ଏହି ଅବସରରେ ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ପହଞ୍ଚିଥିଲେ । ପରେ ନିଜ ନିିର୍ବାଚନ କ୍ଷେତ୍ରରେ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିଥିଲେ ।…
Read More...

ରାଜଧାନୀ ଉପକଣ୍ଠରେ ପ୍ରାଚୀନ ଗୁମ୍ଫା

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ଭିତରେ ରହିଛି ଏକାଧିକ ଗୁମ୍ଫା। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପ୍ରତ୍ନତତ୍ୱ ବିଭାଗର ନଜର ଆଢୁଆଳରେ ରହିଥିବା ଏହି ଗୁମ୍ଫାଗୁଡ଼ିକର ଐତିହାସିକ ଗୁରୁତ୍ୱ ଓ ବିଶେଷତ୍ତ୍ୱ ରହିଥିଲେ ମଧ୍ୟ ତାହା ଲୋକଲୋଚନକୁ ଆସିପାରି…
Read More...

ଏଥର ଶୀଘ୍ର ମିଳିବ ଓମିକ୍ରନ୍ ଟେଷ୍ଟ ରିପୋର୍ଟ

ନୂଆଦିଲ୍ଲୀ,୧୨ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍‌ର ଟେଷ୍ଟ ଏବେ ସହଜ ହୋଇଯିବ । ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ଦିବ୍ରୁଗଡରେ ଏହାର ଏକ ଟେଷ୍ଟ କିଟ୍ ପ୍ରସ୍ତୁତ କରିଛି, ଯେଉଁଥିରେ ଓମିକ୍ରନ୍ ସମ୍ପର୍କରେ ମାତ୍ର ଦୁଇ ଘଣ୍ଟାରେ ଜଣାପଡିଯିବ । ଏବେ…
Read More...