ମାଟି ମା’ଠାରୁ ଦୂରରେ ରହିଲେ ବି ପ୍ରବାସୀଙ୍କ ମନରେ ରହିଛି ଭାରତ ପ୍ରତି ଶ୍ରଦ୍ଧା-ସମ୍ମାନ: ମୋଦି
ନୂଆଦିଲ୍ଲୀ,୯।୧: ପ୍ରବାସୀ ଭାରତୀୟମାନେ ମାଟି ମା’ଠାରୁ ଦୂରରେ ରହିଥିଲେ ବି ସେମାନଙ୍କ ମନରେ ଦେଶ ପ୍ରତି ଶ୍ରଦ୍ଧା ଏବଂ ସମ୍ମାନ ରହିଛି। କରୋନା ମହାମାରୀ ସଙ୍କଟ ସମୟରେ ଭାରତୀୟମାନେ ପ୍ରଶଂସାଯୋଗ୍ୟ କାମ କରିଛନ୍ତି। ସେମାନେ ପାଖପଡ଼ୋଶୀଙ୍କୁ ସହାୟତା କରିବା ସହିତ ମହାନ୍ ସେବା ମନୋଭାବର…
Read More...
Read More...