banner
Breaking
Yearly Archives

2021

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ସମ୍ପର୍କୀୟଙ୍କ ବିରୁଦ୍ଧାଚରଣ ଓ ଅସହଯୋଗ ଆପଣଙ୍କ କାମରେ ପ୍ରତିବନ୍ଧକ ସୃଷ୍ଟି କରିବ। କିନ୍ତୁ କାର୍ଯ୍ୟଟି ନିର୍ଦ୍ଦିଷ୍ଟ ସମୟରେ ସରିବାରେ ଅସୁବିଧା ହେବ ନାହିଁ। ଶୁକ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ମାନଙ୍କ ପ୍ରତି ଆଗ୍ରହୀ ହେବେ। ବନ୍ଧୁ ମାନଙ୍କ ସହ ମଧୁର…
Read More...

ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ – ଜାନୁଆରୀ ୨ ରେ ମହୋତ୍ସବ ସହିତ ସ୍ମୃତିସ୍ତମ୍ଭ ଉଦଘାଟନ

ଭୁବନେଶ୍ୱର,୧୧/୧୨(ଓଡ଼ିଆ ନ୍ୟୁଜ): ଆସନ୍ତା ଜାନୁଆରୀ ୨ ତାରିଖରେ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ଓ ସହୀଦ ସ୍ମୃତିସ୍ତମ୍ଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହେବ । ଏଥିରେ ଓଡିଶା ତଥା ବାହାର ରାଜ୍ୟର ବିଶିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଏବଂ ସ୍ମୃତିସ୍ତମ୍ଭ ନିର୍ମାଣ ପାଇଁ ଆସିଥିବା ସହୀଦ ପୀଠ ମାଟିର…
Read More...

ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ସରଯୁ କେନାଲ ଉଦଘାଟିତ

ବଳରାମପୁର,୧୧/୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସରଯୁ କେନାଲ ଜାତୀୟ ପ୍ରକଳ୍ପ ଶନିବାର ଉଦଘାଟିତ ହୋଇଯାଇଛି । ୯୮୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ବିନିଯୋଗରେ ଏହି ପ୍ରକଳ୍ପ ନିର୍ମାଣ କରାଯାଇଛି । ଏହି ପ୍ରକଳ୍ପରେ ଘାଘରା, ସରଯୁ, ରାପ୍ତି, ବାଣଗଙ୍ଗା ଏବଂ ରୋହିଣି ଆଦି ପାଞ୍ଚଟି…
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖିଲେ

ଭୁବନେଶ୍ବର,୧୧/୧୨ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମଏୱାଇ) ନେଇ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ଫଣିରେ ପ୍ରଭାବିତ ସହ ରାଜ୍ୟରେ ୧୩ଲକ୍ଷ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବାକୁ…
Read More...

ସରଳ କୌଶଳ ମାଧ୍ୟମରେ ଜୀବନ ରକ୍ଷା ଏମ୍‌ସ ଭୁବନେଶ୍ୱରରେ ଛାତ୍ରଛାତ୍ରୀଙ୍କୁ ଜୀବନ ରକ୍ଷାକାରୀ ସିପିଆର କୌଶଳ ତାଲିମ…

ଭୁବନେଶ୍ୱର, : ସରଳ କୌଶଳର ଉପଯୋଗ କରି ଜୀବନ ରକ୍ଷା ହୋଇପାରିବ। ହୃଦ୍‌ଘାତ ହେତୁ ବଢ଼ୁଥିବା ମୃତ୍ୟୁହାରକୁ କମ୍ କରିବା ଏବଂ ଏନେଇ ହେଉଥିବା ଜଟିଳ ଶାରିରୀକ ଅସୁସ୍ଥତା ହ୍ରାସ କରିବା ଉଦ୍ଦେଶ୍ୟରେ ମେଡିକାଲ୍, ପାରାମେଡିକାଲ୍ ଏବଂ ନର୍ସିଂ ଛାତ୍ରଛାତ୍ରୀଙ୍କୁ ଜୀବନ ରକ୍ଷାକାରୀ ସିପିଆର କୌଶଳ…
Read More...

ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଘସିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଫଳରେ ତାଙ୍କୁ ଆଜି ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି…
Read More...

ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଜିମ୍ବାଓ୍ବେରୁ ଫେରଛନ୍ତି। ଏହା ଦ୍ୱାରା ଦେଶର ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କର ଦକ୍ଷିଣ ଆଫ୍ରିକା ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ରହିଛି। ସେ କରୋନା…
Read More...

୪ ମାସ ମାଗଣା ଚାଉଳ ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟ ଖାଦ୍ୟ ନିରାପତ୍ତା ଯୋଜନା ନେଇ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ହିତାଧିକାରୀଙ୍କୁ ଡିସେମ୍ବରରୁ ମାର୍ଚ୍ଚ ମାସ ଯାଏ ମାଗଣା ଚାଉଳ ମିଳିବ। ମୁଣ୍ଡ ପିଛା ମାସକୁ ୫ କେଜି ମାଗଣା ଚାଉଳ ଦିଆଯିବ। ଏଥିରେ ୯ ଲକ୍ଷ ୧୫ ହଜାର ହିତାଧିକାରୀ ଉପକୃତ ହେବେ ।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରି ଅଭିଳଷିତ କାର୍ଯ୍ୟ ସୁରୁଖୁରୁରେ ସମାପନ କରିବେ। ଟଙ୍କା ପଇସାକୁ କେନ୍ଦ୍ର କରି କିମ୍ବା ପର କଥା ଶୁଣି ଘରେ କଳହ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର ସମ୍ଭାବନା ଅଛି। ସାମାନ୍ୟ ଭୁଲରୁ କାମଗୁଡ଼ିକ…
Read More...

ପୁଣି ୭ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୦।୧୨: ମହାରାଷ୍ଟ୍ରରେ ୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ଭାରତରେ କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି। ଶୁକ୍ରବାର ଚିହ୍ନଟ ହୋଇଥିବା ୭ ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ମୁମ୍ବାଇର। ସେମାନଙ୍କ ମଧ୍ୟରେ…
Read More...