banner
Breaking
Yearly Archives

2021

ତପସ୍ବିନୀଙ୍କୁ ଛାଡି କୁଆଡେ ଗଲେ ସୁମିତ

ଆସିକା,୧୦।୧୨(ବ୍ୟୁରୋ): ଶୁକ୍ରବାର ସକାଳୁ ଡାକ୍ତର ସୁମିତ ହସ୍ପିଟାଲ ଯାଇ ଅତିଥି ଭବନକୁ ଫେରିନାହାନ୍ତି। ଏହାକୁ ନେଇ ତପସ୍ବିନୀ ସନ୍ଦେହ ପ୍ରକାଶ କରିଛନ୍ତି। ଡାକ୍ତର ସୁମିତଙ୍କୁ କେହି ଅପହରଣ କରି ନେଇଥିବା ସେ ଅଭିଯୋଗ କରିଛନ୍ତି। ଏହି ସମ୍ପର୍କରେ ଆସିକା ପୋଲିସକୁ ପଚାରିବାରୁ ପୋଲିସ…
Read More...

ମୁଲତବୀ ମୁଲତବୀରେ ସରିଲା ବିଧାନସଭା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ମୁଲତବୀ ମୁଲତବୀରେ ସରିଲା ବିଧାନସଭା। ବିଧାନସଭା ଶୀତକାଳୀନ ଅଧିବେଶନ ଧାର୍ଯ୍ୟ ତାରିଖ ପୂର୍ବରୁ ଶୁକ୍ରବାର ଶେଷ ହୋଇଛି। ୨୦ ଦିନ ପୂର୍ବରୁ ତଥା ୧୭ଟି କାର୍ଯ୍ୟ ଦିବସ ବାକି ଥାଇ ଅଧିବେଶନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି…
Read More...

୧୭ ତୋପ ସଲାମି ସହ ପଞ୍ଚଭୂତରେ ବିଲୀନ

ନୂଆଦିଲ୍ଲୀ,୧୦ ।୧୨: ପଞ୍ଚଭୂତରେ ବିଲିନ ହୋଇଛି ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର । ରାଜଧାନୀ ଦିଲ୍ଲୀର ବରାର ସ୍କୋୟାରରେ ରାଜକୀୟ ଢଙ୍ଗରେ ୧୭ ତୋପ ସଲାମି ସହ ବିଦାୟ ନେଇଛନ୍ତି ଦେଶବାସୀଙ୍କ ପ୍ରିୟ…
Read More...

କ”ଗ୍ରେସ କର୍ମାଙ୍କୁ ପୋଲିସ ମାଡ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ମମିତା ହତ୍ୟା ମାମଲାକୁ ନେଇ ଝଡ଼ ଥମିବାର ନାଁ ଧରୁନି । ଗୋଟିଏ ପଟେ ୧୦ ଦିନ ହେଲାଣି ଗୃହ ସ୍ବାଭାବିକ ହୋଇପାରୁ ନ ଥିବା ବେଳେ ରାସ୍ତା ଉପରେ ଗର୍ଜୁଛନ୍ତି ବିରୋଧୀ। ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଗୁରୁବାର ଭାଜପା ଯୁବମୋର୍ଚ୍ଚା…
Read More...

୧୨ ତାରିଖର ଗଞ୍ଜାମ ଗ୍ରସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୦।୧୨(ଵ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୨ରେ ଗଞ୍ଜାମ ଜିଲା ଗସ୍ତ କରିବେ। ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଏବଂ ପୁରୁଷୋତ୍ତମପୁର ବ୍ଲକର ‘ମା ତାରାତାରିଣୀ’ଙ୍କ ପୀଠସ୍ଥଳୀରେ ଉପସ୍ଥିତ ରହି ବିଭିନ୍ନ ସରକାରୀ ଯୋଜନାର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ…
Read More...

ବନ୍ଦ ବନ୍ଦରେ ପାରିତ ହେଲା ଖର୍ଚ୍ଚ ବିଲ୍

ଭୁବନେଶ୍ୱର, ୧୦ା୧୨(ବ୍ୟୁରୋ): ଥମୁନି ମମିତା ମେହର ହତ୍ୟାକାଣ୍ଡ ତାତି କି ସ୍ବାଭାବିକ ହୋଇପାରୁନି ବିଧାନସଭା। ଦୀର୍ଘ ୭ଦିନ ଧରି ଗୃହରେ ଅଚଳାବସ୍ଥା ଲାଗି ରହିଥିବାବେଳେ ଗୁରୁବାର ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗିଲୋଟିନ ମାଧ୍ୟମରେ ପାରିତ ହୋଇଛି ୩୯ ବିଭାଗର ଖର୍ଚ୍ଚ ଦାବି।…
Read More...

୮ ଦିନ ମେଘୁଆ ପାଗ ସହିତ ଶୀତ ବଢିବ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ଓଡ଼ିଶା ଉପରେ ଏକ ଟ୍ରପ୍‌ ଲାଇନ ରହିଛି। ଏଥିସହିତ ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗୁରୁଚାପ ଯୋଗୁ ସମୁଦ୍ରରୁ ଜଳୀୟ ବାଷ୍ପ ସ୍ଥଳଭାଗକୁ ଆସିବା ଯୋଗୁ ଗୁରୁବାର ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ବାଲେଶ୍ବର, ଭଦ୍ରକ,…
Read More...

ଭକ୍ତ ନିବାସ ବୁକି° ପାଇଁ ଓ୍ବେବ ସାଇଟ୍ ଲୋକାର୍ପିତ

ପୁରୀ,୧୦ା୧୨: ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ଭକ୍ତନିବାସଗୁଡ଼ିକର ବୁକିଂ ପାଇଁ ଏକ ନୂଆ ୱେବ ଆପ୍ଲିକେଶନ୍‌ ଲୋକାର୍ପିତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଜିଲାପାଳ ତଥା…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ଆଜିର କାମଗୁଡ଼ିକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ କିନ୍ତୁ ସମ୍ପୂର୍ଣ୍ଣ ନୁହେଁ। ଜଳ, ତୈଳ, ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ। ବୃଷ:-ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ…
Read More...

ସିଡିଏସ ଜେନେରାଲ ବିପିନ ରାୱତ ଓ ଓଡ଼ିଆ ପୁଅ ରାଣାପ୍ରତାପଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର,୯/୧୩ : ତାମିଲନାଡୁ କୁନ୍ନୁରରେ ବାୟୁସେନାର ଏମଆଇ୧୭ଭି୫ ହେଲିକପ୍ଟର କ୍ରାସ୍ ଘଟଣାରେ ପ୍ରାଣ ହରାଇଥିବା ସିଡିଏସ୍ ବିପିନ ରାୱତ, ତାଙ୍କ ପତ୍ନୀ ଏବଂ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଅନ୍ୟ ବୀର ଯୋଦ୍ଧାଙ୍କ ପରଲୋକରେ ଉତ୍କଳ ବିଶ୍ବବିଦ୍ୟାଳୟ ପକ୍ଷରୁ ଗଭୀୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ…
Read More...