banner
Breaking
Yearly Archives

2021

ତପସ୍ବିନୀ ଓ ସୁମିତ ଏକାଠିର ୭ ଦିନ ପରେ

ବ୍ରହ୍ମପୁର,୯/୧୨ : କିଛିଦିନ ହେବ ଚର୍ଚ୍ଚାରେ ରହିଥିବା ବ୍ରହ୍ମପୁର ସହର ବ୍ରହ୍ମାନଗର ଦ୍ୱିତୀୟ ଲେନର ତପସ୍ୱିନୀ ଦାଶଙ୍କ ପତ୍ନୀ ମାନ୍ୟତା ଦାବି କରି ସ୍ୱାମୀଙ୍କ ବାସଭବନ ଆଗରେ ଧାରଣା ଦେବା ଘଟଣାରେ ବ୍ରହ୍ମପୁର ଏସଡ଼ିଜେଏମ କୋର୍ଟ ପୂର୍ବରୁ ଉଭୟ ପତି-ପତ୍ନୀଙ୍କୁ ୭ ଦିନ ଏକାଠି ରହିବାକୁ…
Read More...

ଅଭିନେତା ମିହିର ଦାସ ଅସୁସ୍ଥ

ଭୁବନେଶ୍ୱର,୯।୧୨: ଭେଟେରାନ ଓଡ଼ିଆ ଫିଲ୍ମ ଅଭିନେତା ମିହର ଦାସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସେ କୀଡନି ଜନିତ ରୋଗରେ ଆକ୍ରାନ୍ତା ଥିଲେ। ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯିବାରୁ ପରିବାର ଲୋକେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ ନେଇଥିବା ଜଣାପଡ଼ିଛି।
Read More...

ଏମ୍‌ସ ଭୁବନେଶ୍ୱରରେ ଅତ୍ୟାଧୁନିକ ୩-ଡି ଲାପାରୋସ୍କୋପିକ୍ ପ୍ରକ୍ରିୟା ସମ୍ପର୍କିତ ପର୍ଯ୍ୟବେକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୯/୧୨(ବ୍ୟୁରୋ): ଲାପାରୋସ୍କୋପିକ୍ ୟୁରୋଲୋଜି ସମ୍ପର୍କରେ ଅଧିକ ଜାଣିବା ଏବଂ ଏହାର ବିଭିନ୍ନ ଦିଗ ଉପରେ ଅତ୍ୟାଧୁନିକ ଗବେଷଣାଲବ୍ଧ ତଥ୍ୟ ସମ୍ପର୍କରେ ଅବଗତ ହେବା ନିମନ୍ତେ ଏମ୍‌ସ ଭୁବନେଶ୍ୱରର ୟୁରୋଲୋଜି ବିଭାଗ ପକ୍ଷରୁ ଉନ୍ନତ ୩-ଡି ଲାପାରୋସ୍କୋପିକ୍ ୟୁରୋଲୋଜି ପ୍ରକ୍ରିୟା…
Read More...

ଦିଲ୍ଲୀ କୋର୍ଟରେ ବିସ୍ଫୋରଣ

ନୂଆଦିଲ୍ଲୀ,୯।୧୨: ରାଜଧାନୀର ରୋହିଣୀ କୋର୍ଟରେ ଗୁରୁବାର ସକାଳେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ବ୍ୟକ୍ତି ଆହତ ହୋଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ତେବେ ବିସ୍ଫୋରଣର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଉପଲବ୍ଧ ଥିବା ତଥ୍ୟ ଅନୁଯାୟୀ, କୋର୍ଟରୁମ୍‌ ନଂ ୧୦୨ରେ ରଖାଯାଇଥିବା ଲାପଟପ…
Read More...

ବିଜେପିର ବିଶାଳ ଶୋଭାଯାତ୍ରା, ପୋଲିସ କର୍ମୀ ଖଣ୍ଡଯୁଦ୍ଧ

ଭୁବନେଶ୍ୱର,୯।୧୨(ବ୍ୟୁରୋ) ମମିତା ମେହେର ମର୍ଡର ମିଷ୍ଟ୍ରିକୁ ନେଇ ସାତ ଦିନ ହେବ ବିଧାନସଭା ଚାଲିପାରୁନି । ନିଜ ନିଜ ଜିଦ୍‌ରେ ଅଟଳ ରହିଛନ୍ତି ଶାସକ ଓ ବିରୋଧୀ। ଗୋବିନ୍ଦ ସାହୁଙ୍କ ସହିତ ସୁସଂପର୍କ ରଖିଥିବା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଓ ଗିରଫ ଦାବି ସହ ଘଟଣାର…
Read More...

ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ଵିଜେଡିର ବିଶାଳ ରାଲି

ଭୁବନେଶ୍ୱର,୯।୧୨(ବ୍ୟୁରୋ): ତୈଳ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ରଣହୁଙ୍କାର ଦେଇଛି ବିଜେଡି। ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବିଜେଡି ପକ୍ଷରୁ ବିଶାଳ ବାଇକ୍‌ ଶୋଭାଯାତ୍ରା କରାଯାଇଛି । ଦଳର ମୁଖ୍ୟ କାର୍ଯ୍ୟାଳୟଠାରୁ କେଶରୀ ହଲ ପର୍ଯ୍ୟନ୍ତ ବିଜେଡି ପକ୍ଷରୁ ଏହି ବାଇକ ଶୋଭାଯାତ୍ରା…
Read More...

ରାଜଧାନୀରେ ଦୁଇ ଛାତ୍ର କରୋନା ପଜିଟିଭ।

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜଧାନୀର କ୍ୟାପିଟାଲ ହାଇସ୍କୁଲର ଦୁଇ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଛାତ୍ର ନବମ ଶ୍ରେଣୀରେ ପାଠ ପଢୁଥିବା ନେଇ ସୂଚନା ମିଳିଛି। ବର୍ତ୍ତମାନ ସମୟରେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା ମଧ୍ୟରେ ବୁଧବାର କ୍ୟାପିଟାଲ ହାଇସ୍କୁଲର ୩୭୨ ଜଣ…
Read More...

ଦୁଇଦିନ ବର୍ଷା, ବଢିବ ଶୀତ

ଭୁବନେଶ୍ବର,୯/୧୩(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଶ୍ରୀଲଙ୍କା ଉପକୂଳ ମଧ୍ୟ ଦେଇ ଉତ୍ତର ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲାର…
Read More...

ରାଜଧାନୀ ଏକ୍ସପ୍ରେସରୁ ଜବତ ହେଲା ପୁଳାପୁଳା ଟଙ୍କା

କଟକ ୮।୧୨: କଟକ ରେଳ ଷ୍ଟେଶନରେ ରାଜଧାନୀ ଏକ୍ସପ୍ରେସରୁ ପୁଳାପୁଳା ଟଙ୍କା ଜବତ ହୋଇଛି। ଆରପିଏଫ୍‌ ୨୦ ଲକ୍ଷ ଟଙ୍କା ଜବତ କରିଛି। ଏହାକୁ ନେଇ ଖୋଳତାଡ ଆରମ୍ଭ ହୋଇଛି । ସୂଚନାଯୋଗ୍ୟ, କଟକ ରେଳ ଷ୍ଟେଶନରେ ରାଜଧାନୀ ଏକ୍ସପ୍ରେସ ଅଟକି ଥିବା ବେଳେ ଟ୍ରେନ ଭିତରୁ ଦୁଇଟି ଟଙ୍କା ଭର୍ତ୍ତି ବ୍ୟାଗ…
Read More...

ଭାରତୀୟ ବାୟୁ ସେନାରେ ସାମିଲ ହେବ ଏଇଏସଏ

ନୂଆଦିଲ୍ଲୀ,୮।୧୨: ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ହେବାକୁ ଯାଉଛି। ସ୍ବଦେଶୀ ଭାବେ ବିକଶିତ ରାଡାର – ଆକ୍ଟିଭ ଇଲେକ୍ଟ୍ରୋନିକ ସ୍କାନ (ଏଇଏସ୍‌ଏ)ର ସାମିଲ କରିବା ଲାଗି ବାୟୁସେନା ପ୍ରସ୍ତୁତ ହେଉଛି। ବାୟୁସେନାରେ ରାଡାର ସାମିଲ ହେବା ଦ୍ୱାରା, ଭାରତ ପୃଥିବୀର ଶକ୍ତିଶାଳୀ ଦେଶ ମଧ୍ୟରେ…
Read More...