banner
Breaking
Yearly Archives

2021

ଆର୍ଜେଣ୍ଟିନା ହାତେଇଲା ଜୁନିୟର ହକି ବିଶ୍ବକପ୍

ଭୁବନେଶ୍ୱର, ୫।୧୨(ବ୍ୟୁରୋ)- କଳିଙ୍ଗ ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ (୨୧ ବର୍ଷରୁ କମ୍‌)ର ସଫଳ ଏବଂ ସୁରକ୍ଷିତ ପରିସମାପ୍ତି ଘଟିଛି। ରବିବାର ଅନୁଷ୍ଠିତ ଫାଇନାଲରେ ଜର୍ମାନୀକୁ ୪-୨ ଗୋଲରେ ହରାଇ ଆର୍ଜେଣ୍ଟିନା ଚାମ୍ପିୟନ ହୋଇଛି। ବିଜୟୀ ଦଳର ଲୌଟାରୋ ଡୋମେନେ…
Read More...

ଚଳଚ୍ଚିତ୍ର ବିବାଦର ଘଟିଲା ଅନ୍ତ

ଭୁବନେଶ୍ୱର,୫।୧୨ (ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ ଓଡ଼ିଆ ଟେଲି ଚଳଚ୍ଚିତ୍ର ପୁରସ୍କାର’ ଘୋଷଣା ହେବା ପରେ ଏହାକୁ ନେଇ ବିବାଦ ଲାଗି ରହିଥିଲା। ପୁରସ୍କାର ପ୍ରଦାନ କ୍ଷେତ୍ରରେ ଚୟନ ପ୍ରକ୍ରିୟା କେତେଦୂର ନିରପେକ୍ଷ…
Read More...

ବାତ୍ୟା ଉଜାଡି ଦେଲା ଧାନ

କେନ୍ଦ୍ରାପଡ଼ା, ୫ା୧୨: କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ସ୍ଥାନରେ ଗତ ଶୁକ୍ରବାର ସନ୍ଧ୍ୟାରୁ ଝିପିଝିପି ବର୍ଷା ଆରମ୍ଭ ହୋଇଛି। ବର୍ଷାରେ ଚାଷୀଙ୍କ ଫସଲ ନଷ୍ଟ ହେବା ଆଶଙ୍କା ରହିଛି। ସମୁଦ୍ର ଅଶାନ୍ତ ହୋଇଛି। ତଟାଞ୍ଚଳରେ ଉଚ୍ଚ ଜୁଆର ଦେଖିବାକୁ ମିଳିଛି। ବାତ୍ୟାର ମୁକାବିଲା ପାଇଁ ପ୍ରଶାସନ…
Read More...

ଦିଲ୍ଲୀରେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୫।୧୨: ଦିଲ୍ଲୀରେ ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ତାଞ୍ଜାନିଆରୁ ଫେରିଥିବା କୁହାଯାଉଛି। ଏନେଇ ଦିଲ୍ଲୀ ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ଲୋକ ନାୟକ ଜୟପ୍ରକାଶ ହସ୍ପିଟାଲରେ ଭର୍ତ୍ତି…
Read More...

ଫେବୃଆରୀରେ ଭାରତ ସ°କ୍ରମଣ ଶୀର୍ଷ ଛୁଇଁବ

ନୂଆଦିଲ୍ଲୀ,୫।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଇତିମଧ୍ୟରେ ବହୁ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ଓମିକ୍ରନ୍‌…
Read More...

ଉତ୍ତରପ୍ରଦେଶରେ ସ°ଖ୍ୟା ଗରିଷ୍ଠତା ହାସଲ କରିବ ଭାଜପା

ମୁମ୍ବାଇ,୪।୧୨: ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ଭାଜପା ଉତ୍ତର ପ୍ରଦେଶ ସରକାରକୁ ଫେରିବ। ହିନ୍ଦୁସ୍ତାନ ଟାଇମ୍ସ ଲିଡରଶିପ୍‌ ବୈଠକ (ଏଚ୍‌ଟିଏଲଏସ୍‌)ରେ ଏଭଳି ଦୃଢ଼ୋକ୍ତି ରଖିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏଥିସହ ନିର୍ବାଚନ ଲାଗି ଛୋଟ ଛୋଟ ରାଜନୈତିକ ଦଳ ସହ ମେଣ୍ଟ…
Read More...

ବାତ୍ୟା ପାଇଁ ସ୍ଥଗିତ ରହିଲା ପରୀକ୍ଷା

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବାତ୍ୟା ଜୱାଦ ପାଇଁ ୫ ତାରିଖରେ ହେବାକୁ ଥିବା ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫରେନ୍‌ ଟ୍ରେଡ୍‌(ଆଇଆଇଏଫ୍‌ଟି)ର ଏମ୍‌ବିଏ(ଆଇବି) ୨୦୨୨-୨୪ ପ୍ରବେଶିକା ପରୀକ୍ଷାକୁ ଓଡ଼ିଶା ସମେତ ୩ଟି ରାଜ୍ୟରେ ସ୍ଥଗିତ ରଖାଯାଇଛି। କଟକ, ସମ୍ବଲପୁର, ଭୁବନେଶ୍ୱର, ବିଜୟୱାଡ଼ା,…
Read More...

୧୦ ଓ୍ବିକେଟ ନେଲେ ଏଜାଜ

ମୁମ୍ବାଇ,୪।୧୨: ନ୍ୟୁଜିଲାଣ୍ଡ ସ୍ପିନର ଏଜାଜ ପଟେଲ ଓ୍ବାଙ୍ଖଡେ ଷ୍ଟାଡିୟମରେ ଚାଲିଥିବା ଭାରତ ବିପକ୍ଷ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ସମସ୍ତ ୧୦ ଉଇକେଟ ହାସଲ କରିଛନ୍ତି। ଏଭଳି ସଫଳତା ପାଇବାରେ ସେ ବିଶ୍ୱର ୩ୟ ବୋଲର। ସେ ଏବେ ଇଂଲଣ୍ଡର ଜିମ ଲେକର ଓ ପୂର୍ବତନ ଭାରତୀୟ ଅଧିନାୟକ ଅନିଲ…
Read More...

ପୁଣି ବିଧାନସଭା ମୁଲତବୀ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶର ଆଜି ଚତୁର୍ଥ ଦିନ। ଆଜି ବି ବିଧାନସଭା ଆରମ୍ଭରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି।…
Read More...

ବାତ୍ୟାରେ ସତର୍କ ରହିବାକୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’ ପାଇଁ ପ୍ରଶାସନ ଦ୍ୱାରା ଜାରି ହୋଇଥିବା ସତର୍କ ସୂଚନା ପାଳନ କରିବା ସହ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାର ମୁକାବିଲା କରିବା ପାଇଁ ପ୍ରଭାବିତ ଜିଲାବାସୀଙ୍କୁ ଟୁଇଟ୍‌ ଜରିଆରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ…
Read More...