banner
Breaking
Yearly Archives

2021

ବାତ୍ୟା ପାଇଁ ୧୯ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୩।୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶନିବାଠାରୁ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯ ଜିଲାରେ ସ୍କୁଲ ଛୁଟି ଘୋଷଣା…
Read More...

ବ୍ରୋଞ୍ଜ ପାଇଁ ଲଢିବ ଭାରତ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଶ୍ୱକପର ପ୍ରତିଟି ମ୍ୟାଚରେ ଆକର୍ଷଣ ଖେଳ ପ୍ରଦର୍ଶନ କରିଥିବା ଭାରତ ଶେଷରେ ବ୍ରୋଞ୍ଜ ପାଇଁ ଲଢେଇ କରିବ। କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଜର୍ମାନୀ ୪-୨ ଗୋଲରେ…
Read More...

ମମିତା ମେହେର ହତ୍ୟା ଘଟଣାରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ପାଖାପାଖି ଦୁଇ ମାସ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହିଁ ଖୋଳିଛନ୍ତି। ମମିତା ହତ୍ୟା ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏକ ବିବୃତି ଦେଇଛନ୍ତି। ବିବୃତିରେ ମମିତା ହତ୍ୟା ଘଟଣାକୁ ନେଇ…
Read More...

ମହଙ୍ଗା ହେବ ଏଟିଏମ କାରବାର

ନୂଆଦିଲ୍ଲୀ,୩ା୧୨: ନୂଆବର୍ଷରୁ ଏଟିଏମ୍‌ ବ୍ୟବହାର ମହଙ୍ଗା ହେବାକୁ ଯାଉଛି। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୨୦୨୨ ଜାନୁୟାରୀ ୧ରୁ ଏଟିଏମ୍‌ କାରବାରର ଚାର୍ଜ ବଢ଼ାଇବା ପାଇଁ ଅନୁମତି ଦେଇଛି। ବ୍ୟାଙ୍କ ପକ୍ଷରୁ ଦିଆଯାଉଥିବା ମାଗଣା କାରବାର ବ୍ୟବହାର ପରେ ଆଉ ଅଧିକ କାରବାର କଲେ ବ୍ୟାଙ୍କକୁ…
Read More...

ଓମିକ୍ରନ୍ ଉପରେ ପ୍ରଭାବଶାଳୀ ହେବ କୋଭାକ୍ସିନ୍ -ଆଇସିଏମଆର

ନୂଆଦିଲ୍ଲୀ,୩।୧୨: ସାରା ବିଶ୍ୱରେ କରୋନା ଭାଇରସର ଏକ ନୂଆ ରୂପ ଓମିକ୍ରନର ପ୍ରଭାବ ବୃଦ୍ଧି ପାଉଛି। ଏହି ସମୟରେ, ଅନେକ ଟିକା କମ୍ପାନୀ ଏହି ଭାରିଆଣ୍ଟ ବିରୋଧରେ ସେମାନଙ୍କ ଟିକାକରଣର ଫଳପ୍ରଦତା ଉପରେ ସନ୍ଦେହ ସୃଷ୍ଟି କରିଛନ୍ତି । ତଥାପି, ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ…
Read More...

ଅବପାତର ରୂପ ନେଲା ଜଓ୍ବାଦ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଆସନ୍ତା ୧୨ ଘଣ୍ଟା ଭିତରେ ବାତ୍ୟାର ରୂପ ନେବ। ଶନିବାର ସକାଳ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ବର୍ଷା ହେବ । ଗୋପାଳପୁରରୁ ଦକ୍ଷିଣ ପୂର୍ବ ଦିଗରେ…
Read More...

ଦେଶ ପରେ ଦେଶ ମାଡି ଚାଲିଛି ଓମିକ୍ରନ୍

ଓ୍ବାଶିଂଟନ : ଆଜି ଭାରତରେ ପଶିଛି ଓମିକ୍ରନ। ଏହାକୁ ମିଶାଇ ୨୯ ଦେଶକୁ ମାଡ଼ି ସାରିଲାଣି ଏହି ଭାରିଆଣ୍ଟ। ବର୍ତ୍ତମାନ ସୁଦ୍ଧା ୩୭୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ସୂଚନାନୁଯାୟୀ, ଡେଲ୍‌ଟା…
Read More...

ବଲିଉଡରେ ଏଣ୍ଟ୍ରି କରିବେ ନିକ୍

ମୁମ୍ବାଇ: ବଲିଉଡ୍‌ର ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ନିକ୍‌ ଜୋନାସ ଖୁବ୍‌ଶୀଘ୍ର ବଲିଉଡ୍‌ରେ ପ୍ରବେଶ କରିବେ । ନିକଟରେ ଏକ ସାକ୍ଷାତକାରରେ ନିକ୍‌ ବଲିଉଡ ଫିଲ୍ମର ବେଶ୍‌ ପ୍ରଶଂସା କରିଛନ୍ତି। ଆଉ ସେ କହିଛନ୍ତି ଯେ, ଏଠାକାର ଫିଲ୍ମ ବେଶ୍‌ ପ୍ରେରଣାଦାୟକ। ଯଦି ତାଙ୍କୁ ଭଲ ଚରିତ୍ର…
Read More...

ଟିକା ନେଇ ନଥିବା ଲୋକଙ୍କ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ : କରୋନାର ଓମିକ୍ରନ ଭାରିଆଣ୍ଟ  ୨୫ ଟି ଦେଶରେ ବ୍ୟାପିଛି। ଏହାର ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀରେ କଡା ପ୍ରତିବନ୍ଧକ ପାଇଁ ପ୍ରସ୍ତୁତି ଚାଲିଛି। ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ) କୁ ମୁଖ୍ୟନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ଏକ ପ୍ରସ୍ତାବ…
Read More...

ତୁରନ୍ତ ପେନସନ ଦେବାପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧୨: ଚାକିରିରୁ ଅବସର ନେବା ସମୟରେ ଉପଲବ୍ଧ ଥିବା ଆଇନ ଅନୁସାରେ ପେନସନ୍‌ ନିର୍ଦ୍ଧାରଣ କରାଯିବା ଜରୁରୀ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ବି.ଭି.ନାଗରତ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ୨୦୧୯…
Read More...