banner
Breaking
Yearly Archives

2021

ଟିକା ନନେଲେ ବସରେ ମନା

ନୂଆଦିଲ୍ଲୀ,୨।୧୨: କରୋନାର ଓମିକ୍ରନ ଭାରିଆଣ୍ଟ  ୨୫ ଟି ଦେଶରେ ବ୍ୟାପିଛି। ଏହାର ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀରେ କଡା ପ୍ରତିବନ୍ଧକ ପାଇଁ ପ୍ରସ୍ତୁତି ଚାଲିଛି। ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ) କୁ ମୁଖ୍ୟନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ଏକ…
Read More...

ଓଡ଼ିଆ ଫିଲ୍ମ ତୋ ପ୍ରେମରେକୁ ନେଇ ଚର୍ଚ୍ଚା

ଓଡ଼ିଆ ମ୍ୟୁଜିକ ଆଲବମ୍‌ ‘ତୋ ପ୍ରେମରେ’କୁ ନେଇ ଚର୍ଚ୍ଚା। ଜିତ୍‌ ଏଣ୍ଟରଟେନ୍‌ମେଣ୍ଟ ବ୍ୟାନରରେ ନିର୍ମିତ ଏହି ବ୍ୟୟବହୁଳ ମ୍ୟୁଜିକ୍‌ ଭିଡିଓ ନଭେମ୍ବର ଶେଷ ସପ୍ତାହରେ ୟୁଟ୍ୟୁବ୍‌ ମାଧ୍ୟମରେ ରିଲିଜ୍‌ ହୋଇ ସାଉଁଟିଛି ଅନେକ ପ୍ରଶଂସା। ଏହାର ଭିଜୁଆଲରେ ଅଭିନୟ କରିଛନ୍ତି ଆକ୍ଟର-କମ୍‌-ଆଙ୍କରର୍‌…
Read More...

ପୁଅର ପୋଷଣ ଦାୟିତ୍ୱ ବାପାଙ୍କର

ନୂଆଦିଲ୍ଲୀ,୨।୧୨: ସୁପ୍ରିମକୋର୍ଟ କହିଛନ୍ତି ଯେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିବାଦରେ ପିଲାଙ୍କର କୌଣସି ସମସ୍ୟା ନହେବା ଉଚିତ। ପୁଅ ବୟସ୍କ ହେବା ପର୍ଯ୍ୟନ୍ତ ଭରଣ ପୋଷଣ ଦାୟିତ୍ୱ ବାପାଙ୍କର। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ଏ.ଏସ୍‌. ବୋପାନ୍ନାଙ୍କ ନେତୃଥ୍ବରେ ଗଠିତ ଖଣ୍ଡପୀଠ ଏକ ମାମଲାର…
Read More...

ଚାଷୀ ମୁଣ୍ଡରେ ଚଡକ

ଜଗତ୍‌ସିଂହପୁର , ୨।୧୨: ଜଗତ୍‌ସିଂହପୁର ଜିଲାର ଚାଷୀକୁଳ ସମ୍ଭାବ୍ୟ ବାତ୍ୟା ଜୱାଦକୁ ନେଇ ଚିନ୍ତାରେ ପଡିଛନ୍ତି। ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି। ଗୁରୁବାର ମାଣବସା ଥିବାରୁ ବିଲରୁ ଧାନ ଉଠିବା ସମ୍ଭବ ନୁହେଁ। ଶୁକ୍ରବାରଠାରୁ ବର୍ଷା ଆରମ୍ଭ…
Read More...

ପିଲାଙ୍କ ଡେଙ୍ଗା ହେବାର ସହଜ ଉପାୟ

ପିଲାଙ୍କ ଉଚ୍ଚତା ବଢ଼ିବା ନେଇ ଅନେକ ମା’ ବାପା ଚିନ୍ତାରେ ଥାନ୍ତି। ଏଥିପାଇଁ କ’ଣ ଖାଇବା ପିଇବାକୁ ଦେବେ ଦ୍ୱନ୍ଦ୍ୱରେ ପଡ଼ିଥାନ୍ତି। ତେବେ ପିଲାଙ୍କୁ ପ୍ରତିଦିନ ପ୍ରୋଟିନ୍‌ ଏବଂ କ୍ୟାଲସିୟମ ଯୁକ୍ତ ଖାଦ୍ୟ ଦେବା ଉଚିତ୍‌। କ୍ଷୀର: ଏଥିରେ ବହୁ ପରିମାଣର କ୍ୟାଲସିୟମ ଥାଏ, ଯାହା ହାଡ଼କୁ…
Read More...

କରୋନା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍‌’କୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ସତର୍କ କରାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ କରାଇବା ସହିତ କୋଭିଡ୍‌…
Read More...

ଆସୁଛି ବାତ୍ୟା ଜଓ୍ବାଦ

ଭୁବନେଶ୍ୱର: ବାତ୍ୟା ‘ଜୱାଦ’ ଆସନ୍ତା ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ରପ୍ରଦେଶ- ଓଡ଼ିଶା ଉପକୂଳ ଛୁଇଁବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇଛି । ବାତ୍ୟାନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ତେବେ ସମ୍ଭାବ୍ୟ ବାତ୍ୟା ଉପରେ ନଜର ରଖିବାକୁ…
Read More...

କିଟ୍-କିସ ସହିତ ଏନଜିଏଏମର ବୁଝାମଣା ପତ୍ର ସ୍ବାକ୍ଷରିତ

ଭୁବନେଶ୍ୱର, ୩୦।୧୧(ଓଡ଼ିଆ ନ୍ୟୁଜ): କିଟ୍‌-କିସ୍‌ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ଏନ୍‌ଜିଏମ୍‌ଏ) ମଧ୍ୟରେ ନୂଆଦିଲ୍ଲୀଠାରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ରାଜ୍ୟସଭା ସଦସ୍ୟ ତଥା ଶିକ୍ଷା, ମହିଳା, ଶିଶୁ…
Read More...

୧୨ ଏମ୍ ପି ନିଲମ୍ବିତ

ନୂଆଦିଲ୍ଲୀ,୨୯ ।୧୧: ସୋମବାର ସଂସଦର ଶୀତକାଳିନ ଅଧିବେଶନ ଆରମ୍ଭ ହୋଇଛି । ଆରମ୍ଭରୁ ହିଁ ବିରୋଧୀ ଦଳଙ୍କୁ ଝଟକା ଲାଗିଛି । ସୋମବାର ରାଜ୍ୟ ସଭାର ୧୨ ଏମ୍‌ପି ନିଲମ୍ବିତ ହୋଇଥିବା ସୂଚନା ମିଳିଛି । ୧୨ ଜଣଙ୍କ ମଧ୍ୟରେ ରହିଛନ୍ତି କଂଗ୍ରେସ, ଶିବସେନା, ଟିଏମ୍‌ସି, ସିପିଆଇ ଓ ସିପିଏମ୍‌ର ଏମ୍‌ପି…
Read More...

କୃଷି ଆଇନ ପ୍ରତ୍ୟାହାର ବିଲ୍ ଉଭୟ ଗୃହରେ ପାରିତ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନରେ କୃଷି ଆଇନ ପ୍ରତ୍ୟାହାର ବିଲ୍‌ ଲୋକ ସଭା ଏବଂ ରାଜ୍ୟ ସଭା ଉଭୟ ଗୃହରେ ପାରିତ ହୋଇଛି। ବିନା ଚର୍ଚ୍ଚାରେ ପ୍ରତ୍ୟାହାର ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ମଧ୍ୟାହ୍ନରେ କୃଷି ଆଇନ ପ୍ରତ୍ୟାହାର ବିଲ୍‌ ଲୋକ ସଭାରେ ଆଗତ ହେବାର କିଛି ମିନିଟ୍‌…
Read More...