banner
Breaking
Yearly Archives

2021

ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ର ଆଶଙ୍କା

ଭୁବନେଶ୍ୱର ୯ା୧୧ : ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଧୀନ କୋତଳାଙ୍ଗ ଗ୍ରାମରେ ମଙ୍ଗଳବାର କାଉ ମଡ଼କ ଦେଖାଯାଇଛି। ଅଚାନକ କାଉ ମରୁଥିବା ଯୋଗୁ ବାର୍ଡ ଫ୍ଲୁ ଆଶଙ୍କା କରାଯାଇଛି। ଫଳରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଅଞ୍ଚଳରେ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ କାଉ ମରିଥିବା ଜଣାପଡ଼ିଛି।…
Read More...

ବନ୍ଦ ହେଲା ଓଡିଶା ପ୍ରସିଦ୍ଧ ବାଲିଯାତ୍ରା

କଟକ ,୯।୧୧: ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଟକର ଐତିହାସିକ ବାଲିଯାତ୍ରା ହେବ ନାହିଁ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ଜିଲା ପ୍ରଶାସନ ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି। ଏନେଇ କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ ମଙ୍ଗଳବାର ସୂଚନା ଦେଇଛନ୍ତି। କରୋନାର…
Read More...

ପୋଲିସ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର : ଓଡ଼ିଶା ପୋଲିସ ହାଉସିଂ କର୍ପୋରେଶନର (ଓପିଏଚ୍‌ଡବ୍ଲ୍ୟୁସି) ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଆୟ ବହର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଏକକାଳୀନ ଭିଜିଲାନ୍ସ ଟିମ୍‌…
Read More...

ରାଜ୍ୟପାଳଙ୍କୁ ଭେଟିଲେ ଯୁବ କ°ଗ୍ରେସ ଦଳ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ମମିତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଯୁବ କଂଗ୍ରେସ ରାଜଭବନ ସମ୍ମୁଖରେ ଚଳାଇଥିବା ୪୮ ଘଣ୍ଟିଆ ଅହୋରାତ୍ର ଧାରଣା ସୋମବାର ଶେଷ ହୋଇଛି। ଏଥିସହ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳୀ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର…
Read More...

ଓଡ଼ିଶାର ୧୬ ଜଣ ପାଇଲେ ପଦ୍ମ ପୁରସ୍କାର

ନୂଆଦିଲ୍ଲୀ, ୯ା୧୧: ୨୦୨୦ ଓ ୨୦୨୧ ବର୍ଷ ପାଇଁ ଭାରତର ୧୪୫ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମ ପୁରସ୍କାର ମିଳିଛି। ସୋମବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭ଜଣଙ୍କୁ ପଦ୍ମ ବିଭୂଷଣ, ୧୬ଜଣଙ୍କୁ ପଦ୍ମ ଭୂଷଣ ଏବଂ ୧୨୨ଜଣଙ୍କୁ ପଦ୍ମଶ୍ରୀ…
Read More...

ପଇଡ ପାଣି ଶରୀର ପାଇଁ କେତେ ଉପକାରୀ ଜାଣନ୍ତୁ

ପଇଡ଼ ପାଣି ସ୍ବାସ୍ଥ୍ୟ ଲାଗି ଅନେକ ଉପକାରୀ। କେବଳ ସେତିକି ନୁହେଁ, ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ରହିଥାଏ। ଏହା ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇବା ସହ ବିଭିନ୍ନ ରୋଗରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ପଇଡ଼ ପାଣିର ଔଷଧୀୟ ଗୁଣ ସମ୍ପର୍କରେ କିଛି ଟିପ୍ସ… – ଓଜନ ବୃଦ୍ଧି, ପେଟଥଣ୍ଡା…
Read More...

ଦଶମ, ଦ୍ବାଦଶ ଟର୍ମ-୧ ପରୀକ୍ଷା

ନୂଆଦିଲ୍ଲୀ,୮।୧୧: ସିବିଏସ୍‌ସି ଦଶମ ଓ ଦ୍ବାଦଶର ଟର୍ମ-୧ ପରୀକ୍ଷାକୁ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ମଙ୍ଗଳବାର ସିବିଏସ୍‌ସି ପୋର୍ଟାଲରେ ନଭେମ୍ବର ଓ ଡିସେମ୍ବରରେ ହେବାକୁ ଥିବା ପରୀକ୍ଷା ପାଇଁ ଛାତ୍ରୀଛାତ୍ରଙ୍କ ରୋଲ ନମ୍ବର ଅପଲୋଡ଼ କରାଯିବ । ୪୫ରୁ ୫୦ ଦିନ ପର୍ଯ୍ୟନ୍ତ ପରୀକ୍ଷା…
Read More...

ନିଶ୍ଚନ୍ତକୋଇଲିରେ ଜୋରଦାର ଆନ୍ଦୋଳନ

ନିଶ୍ଚିନ୍ତକୋଇଲି,୮।୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଭାଜପା ପକ୍ଷରୁ ବିକ୍ଷୋଭ କରାଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ…
Read More...

କଙ୍ଗନାଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୮ ।୧୧: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ଦେଶର ଚତୁର୍ଥ ବେସାମରିକ ସମ୍ମାନ ପଦ୍ମଶ୍ରୀ ପୁରସ୍କାର ସେ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଠାରୁ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ତାଙ୍କୁ ଏହି ସମ୍ମାନ…
Read More...

ଡିସେମ୍ବର ୧୪ ସୁଦ୍ଧା ଚୁଡାନ୍ତ ଭୋଟର ତାଲିକା

ଭୁବନେଶ୍ବର,୮।୧୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି। ଡିସେମ୍ବର ୧୪ ସୁଦ୍ଧା ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ଦିଗରେ ଗୁରୁତ୍ୱ ଦେଇଛନ୍ତି । ୧ ନଭେମ୍ବର ୨୦୨୧ ସୁଦ୍ଧା ୧୮ ବର୍ଷ ପୂରଣ…
Read More...