banner
Breaking
Yearly Archives

2021

ଦୀପାବଳିରେ ଫୁଟିବ ଘଡି ବାଣ।

କଟକ ,୧।୧୧: ଚଳିତ ବର୍ଷ ଦୀପାବଳିରେ ବାଣଫୁଟାକୁ ଅନୁମତି ମିଳିଛି। ତେବେ କେବଳ ଗ୍ରୀନ କ୍ରାକର ବିକ୍ରି ପାଇଁ ସୋମବାର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ଅଲ ଓଡ଼ିଶା ଫାୟାର ଓ୍ବାର୍କସ ଡିଲରର୍ସ ଆସୋସିଏଶନ ପକ୍ଷରୁ ହୋଇଥିବା ଆବେଦନକୁ କୋର୍ଟ ମଞ୍ଜୁରୀ ପ୍ରଦାନ କରିଛନ୍ତି । ତେବେ…
Read More...

ନଭେମ୍ବର ୧ରୁ ବିଭିନ୍ନ ରାଜ୍ୟରେ ହେବ ଭୋଟର ସ°ଶୋଧନ।

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୨୦୨୨ ଜାନୁୟାରୀ ୧ ତାରିଖକୁ ଯୋଗ୍ୟତାଭିତ୍ତିକ ତାରିଖ ଭାବେ ଗ୍ରହଣ କରି ଭାରତ ନିର୍ବାଚନ ଆୟୋଗ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟକ୍ରମ କରିବାକୁ ଯାଉଛନ୍ତି । ଶନିବାର ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ…
Read More...

ଦରଦାମ ବୃଦ୍ଧି ପ୍ରତିବାଦରେ ଘେରିବ ବିଜେଡି।

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ଏଲ୍‌ପିଜି ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଘଟିଛି। ଏହା ବିରୋଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି  ରାଜଧାନୀଠାରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ କରାଯିବ ବୋଲି…
Read More...

ଇ ଯାନ ଉପରେ ରେଜିଷ୍ଟ୍ରେସନ ଓ ଟିକସ ଛାଡ।

ଭୁବନେଶ୍ୱର,୩୦।୧୦(ବ୍ୟୁରୋ)-ପେଟ୍ରୋଲ ଓ ଡିଜେଲ ଲିଟର ୧୦୦ ଟଙ୍କା ଟପି ଥିବାରୁ ଗାଡି ଚଳାଇବା ଜନସାଧାରଣଙ୍କ ପକ୍ଷେ ଅସହ୍ୟ ହେଲାଣି। ଏଥିସହିତ ଯାନବାହନ ଜନିତ ପ୍ରଦୂଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାଟେରୀ ଚାଳିତ ଇଲେକ୍ଟ୍ରୋନିକ ଯାନ(ଇ-ଭେହିକିଲ)କୁ ପ୍ରୋତ୍ସାହନ ଦେଇଛନ୍ତି। ଇ-ଭେହିକଲ…
Read More...

ବିବାହ, ବ୍ରତ ପାଇଁ ବଦଳିବ ନିୟମ।

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦିରେ ଅତିଥିଙ୍କ ସଂଖ୍ୟା ଉପରେ ଲାଗିଥିବା କଟକଣାକୁ କୋହଳ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଲାଗିଥିବା ଏହି କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ଏଣିକି ଏହିସବୁ କାର୍ଯ୍ୟକ୍ରମରେ ୨୫୦ ଜଣ ଅତିଥି…
Read More...

ନଭେମ୍ବର ୧ରୁ ନୂତନ ଭୋଟର ପଞ୍ଜିକରଣ ଓ ସ°ଶୋଧନ ପ୍ରକ୍ରିୟା ଆରମ୍ଭ।

ଖୋର୍ଦ୍ଧା,୩୦ା୧୦: ଭାରତୀୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶାନାମା ଅନୁଯାୟୀ, ଜିଲାରେ ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ- ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଜାରି ରହିଛି। ଶନିବାର ଏନେଇ ଜିଲାପାଳଙ୍କ ସମ୍ମିଳନୀରେ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲାପାଳ…
Read More...

୬୦ ପ୍ରତିଶତ ସେସ୍ ଦେବାକୁ ନବୀନଙ୍କ ଦାବି।

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଓଡ଼ିଶାରୁ ଆଦାୟ ହେଉଥିବା କ୍ଲିନ୍‌ ଏନର୍ଜି ସେସ୍‌ରୁ ଅତିକମ୍‌ରେ ୬୦ ପ୍ରତିଶତ ଅଂଶ ଓଡ଼ିଶାକୁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି…
Read More...

ଜଗା ଦର୍ଶନ ପାଇଁ ଆସିବ ଗାଇଡଲାଇନ୍।

ପୁରୀ ,୨୭।୧୦: ପୁରୀ ବାସୀଙ୍କ ପାଇଁ ଜଗା ଦର୍ଶନକୁ ନେଇ ବୁଧବାର ନୂଆ ଗାଇଡ୍‌ଲାଇନ୍‌ ଆସିବ। ମଧ୍ୟ୍ୟାହ୍ନ ୧୨ଟାରେ ଭର୍ଚୁଆଲ ଯୋଗେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି। ପ୍ରତ୍ୟେକ ଦିନ କୋଭିଡ ନେଗେଟିଭ ରିପୋର୍ଟ ଦେଖାଇ ପୁରୀ ବାସୀନ୍ଦା…
Read More...

ଘରୋଇକରଣ ହେବ ବିଜୁ ପଟ୍ଟନାୟକ ବିମାନ ବନ୍ଦର।

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବଶୀଘ୍ର ଘରୋଇକରଣ ହେବା ନେଇ ଏଏଆଇ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୁବନେଶ୍ୱର ସମେତ ୧୩ଟି ପ୍ରମୁଖ ବିମାନବନ୍ଦରର ଘରୋଇକରଣ ହେବ। ଭୁବନେଶ୍ୱର, ବାରାଣସୀ, ଅମୃତସର, ତ୍ରିଚି, ଇନ୍ଦୋର, ରାୟପୁର ଭଳି ବଡ଼ ବଡ…
Read More...

ପୁଣି ଲଘୁଚାପ। ତିନିଦିନ ବର୍ଷିବ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟର ୭ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା…
Read More...