banner
Breaking
Yearly Archives

2021

ଓଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ(ଓସ୍‌ଡମା) କାର୍ଯ୍ୟନିର୍ବାହୀ ଅଧିକାରୀ…
Read More...

ଧର୍ମେନ୍ଦ୍ରଙ୍କୁ ଭେଟିଲେ କ୍ଷୁଦ୍ର ଗ୍ରହ ଆବିଷ୍କାରକ ଓଡିଆ ଝିଅ ବନୀତା

ନବରଙ୍ଗପୁର : କ୍ଷୁଦ୍ର ଗ୍ରହର ଆବିଷ୍କାରକ ନବରଙ୍ଗପୁରର ଓଡିଆ ଝିଅ ବନୀତା ଦାସ ମଙ୍ଗଳବାର ନୂଆ ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି। ମନ୍ତ୍ରୀ ପ୍ରଧାନ ବନୀତାଙ୍କୁ ସାଧୁବାଦ ଜଣାଇଛନ୍ତି। କ୍ଷୁଦ୍ର ଗ୍ରହ ଆବିଷ୍କାର କରି ବନୀତା ଓଡିଆ ମାଟିକୁ ଗର୍ବିତ…
Read More...

ବିନା ଦର୍ଶକରେ ହେବ ଜୁନିୟର ହକି ବିଶ୍ବ କପ୍।

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୨୪ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌। ଡିସେମ୍ବର ୫ ଯାଏ ଏହା ଚାଲିବ। ଏହାପୂର୍ବରୁ ବିନା ଦର୍ଶକରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଗହଳିରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା ଥିବାରୁ…
Read More...

ରାତିରେ ବି କାମୁଡେ ଡେଙ୍ଗୁ ମସା।

ଭୁବନେଶ୍ୱର : ଦେଶର ଅନେକ ରାଜ୍ୟରେ ଡେଙ୍ଗୁ ରୋଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବିଶେଷକରି ଦିଲ୍ଲୀ , ନୋଏଡା ଏବଂ ଗୁରୁଗାଓଁରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାର କାରଣ ପାଲଟିଛି। ଏଡିସ୍ ମଶା କାମୁଡ଼ିବା ଦ୍ୱାରା ଡେଙ୍ଗୁ ଜ୍ୱର ବ୍ୟାପିଥାଏ।  ଏହା ସିଧାସଳଖ ଜଣେ ବ୍ୟକ୍ତିଙ୍କଠାରୁ…
Read More...

ରାଜ୍ୟରେ ଖୋଲିବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ।

ଭୁବନେଶ୍ବର : ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା…
Read More...

ଏସସିବିରେ ଖୋଲିଲା ଯକୃତ ପ୍ରତିରୋପଣ ବିଭାଗ।

କଟକ , ୨୬।୧୦: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ବିକାଶରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ନିମନ୍ତେ ସୋମବାର ଏଠାରେ ୨ଟି ନୂତନ ବିଭାଗ ଉଦ୍‌ଘାଟିତ ହୋଇଛି। ଲିଭର ଟ୍ରାନ୍ସପ୍ଲାଣ୍ଟ (ଯକୃତ…
Read More...

ପାଞ୍ଚଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ।

ଭୁବନେଶ୍ବର,୨୬।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ନେଇ ମଙ୍ଗଳବାର ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ଓ୍ବାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଅଧ୍ୟକ୍ଷ ଆସନ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଆଜି ପ୍ରକାଶ ପାଇବ । ୯୨ ହଜାର ୱାର୍ଡ ମେମ୍ବର, ୬ ହଜାର ୮୦୦ ସରପଞ୍ଚ ଓ ସମିତି ସଭ୍ୟଙ୍କ…
Read More...

ଆଇପିଏଲରେ ସାମିଲ ହେଲେ ଦୁଇଟି ନୂଆ ଦଳ।

ନୂଆଦିଲ୍ଲୀ,୨୫।୧୦: ଆଗାମୀ ସିଜନରୁ ଆଇପିଏଲ ପରିବାରରେ ସାମିଲ ହୋଇଛନ୍ତି ଲକ୍ଷ୍ନୌ ଓ ଅହମ୍ମଦାବାଦ ଦୁଇଟି ନୂଆ ଫ୍ରାଞ୍ଚାଇଜ। ଆରପିଏସ୍‌ଜି ଗ୍ରୁପ୍‌ ଓ ଅନ୍ତର୍ଜାତୀୟ ଇନଭେଷ୍ଟମେଣ୍ଟ ଫାର୍ମ ସିଭିସି କ୍ୟାପିଟାଲ ଆଇପିଏଲର ନୂଆ ଫ୍ରାଞ୍ଚାଇଜର ମାଲିକାନା ହାସଲ କରିଛନ୍ତି। ଆରପିଏସ୍‌ଜି ଗ୍ରୁପ୍‌…
Read More...

କରୋନା ମୃତକ କିଟ୍‍ କର୍ମଚାରୀଙ୍କ ପରିବାରକୁ କିଟ୍‍ର ସହାୟତା

ଭୁବନେଶ୍ୱର,୨୫ ।୧୦(ଓଡ଼ିଆ ନ୍ୟୁଜ) : କିଟ୍‍ ଓ କିସ୍‍ ପକ୍ଷରୁ ଏହାର କର୍ମଚାରୀଙ୍କ କଲ୍ୟାଣ ସକାଶେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପରାମର୍ଶ କ୍ରମେ ସମୟକୁ ସମୟ ବିଭିନ୍ନ ଯୋଜନା ହାତକୁ ନିଆଯାଇଥାଏ। ଇତି ମଧ୍ୟରେ ସମଗ୍ର ବିଶ୍ୱରେ କରୋନାର କରାଳ ଛାୟା ଘୋଟି ଯାଇଥିବା ବେଳେ ଏଥିରେ ବାଦ୍‍…
Read More...

ରାଜଧାନୀରୁ ସେକ୍ସ ରାକେଟ ଠାବ।

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ବାହାରେ ଲାଗିଥିଲା କନସଲଟାନ୍ସି ସେଣ୍ଟରର ବୋର୍ଡ। ହେଲେ ଭିତରେ ଚାଲିଥିଲା ସେକ୍ସ ରାକେଟ । ଏଭଳି ଏକ ଘଟଣା ଘଟିଛି ରାଜଧାନୀର ଜନଗହଳିପୂର୍ଣ୍ଣ ମଞ୍ଚେଶ୍ୱର ସତ୍ୟ ବିହାର ଅଞ୍ଚଳରେ । ଜଣେ ଯୁବତୀଙ୍କ ଅଭିଯୋଗ ପରେ ପୋଲିସ ଉକ୍ତ ସେଣ୍ଟରର ମାଲିକ ଲକ୍ଷ୍ମୀନାରାୟଣ…
Read More...