banner
Breaking
Yearly Archives

2021

ଅଭ୍ୟାସ ର ସଫଳ ପରୀକ୍ଷଣ।

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ର ସଫଳ ପରୀକ୍ଷଣ ହୋଇଛି। ଏ ନେଇ ଡିଆରଡିଓକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁଭେଚ୍ଛା ଜଣାଇଛନ୍ତି। ଏହି ପରୀକ୍ଷଣ ଦେଶର ପ୍ରତିରକ୍ଷା ବିଭାଗକୁ ଅଧିକ ସୁଦୃଢ଼ କରିବ ବୋଲି…
Read More...

ତାମିଲନାଡୁରେ ଓଡିଶୀ ନୃତ୍ୟ ଦେଖିଲେ ୭୨ ଦେଶର ଲୋକ -ଭାରତ ନିବାସର ୫୦ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର ,୨୨ ।୧୦(ସମିସ) ତାମିଲନାଡୁ ଅରଭିଲେ ଇଣ୍ଟରନ୍ୟାସନାଲ ଟାଉନସିପ୍ ପରିସରରେ ଭାରତ ନିବାସର ୫୦ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଅରବିନ୍ଦ ସଭାଗୃହରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଆକର୍ଷଣ ସାଜିଥିଲା ଓଡିଶୀ ନୃତ୍ୟ । ଜଗତର ନାଥ ଜଗନ୍ନାଥଙ୍କ ବନ୍ଦନା ପୂର୍ବକ…
Read More...

ମୟୂରଭଞ୍ଜରେ ସ୍ବାସ୍ଥ୍ୟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ।

ଜିଲ୍ଲାର ୨୧ ଲକ୍ଷ ୪୦ ହଜାର ପାଇବେ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ହେଉଛି ବିପଦ ସମୟରେ ଶ୍ରେଷ୍ଠ ବନ୍ଧୁ ମୟୁରଭଞ୍ଜରେ ୨୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ମୟୁରଭଞ୍ଜର ସବୁ ପରିବାରକୁ ପାଇପ ପାଣି ଯୋଗାଇ…
Read More...

ବାରବାଟୀରେ ହେବ ସବୁବର୍ଷ ଆଇପିଏଲ ମ୍ୟାଚ।

କଟକ,୨୨/୧୦ : ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସିର ଖବର। କଟକର ବାରବାଟୀ ଷ୍ଟାଡିୟମ୍‌ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍‌)ର ଏକ ସ୍ଥାୟୀ ଆୟୋଜକ ହେବାର ସମ୍ଭାବନା ଉଜ୍ଜ୍ବଳ ହୋଇଛି। ୨୦୨୨ରୁ ଆଇପିଏଲ୍‌ରେ ଆଉ ୨ଟି ନୂଆ ଦଳ ସାମିଲ ହେବେ। ଫଳରେ ବର୍ତ୍ତମାନ ଖେଳୁଥିବା ୮ଟି ଦଳ ବଦଳରେ…
Read More...

ବିନା ଛୁଞ୍ଚିରେ ଶିଶୁଙ୍କୁ ଦିଆଯିବ ଟିକା।

ଭୁବନେଶ୍ବର,୨୨/୧୦(ବ୍ୟୁରୋ) : ରାଜ୍ୟରେ ବିନା ଛୁଞ୍ଚିରେ ଶିଶୁଙ୍କୁ ଟିକା ଦିଆଯିବ। ଯେହେତୁ ପିଲାମାନେ ଇଞ୍ଜେକସନକୁ ଟିକେ ଡରନ୍ତି, ତେଣୁ ସେମାନଙ୍କୁ ଫର୍ମା ଡେପଥ୍ ଟେକ୍ନୋଲୋଜି  (Pharma Depth Technology) ମାଧ୍ୟମରେ ଟିକା ଦିଆଯିବ। ଶୁକ୍ରବାର ଠାରୁ ୨ ରୁ ୧୮ ବର୍ଷ ପିଲାଙ୍କୁ କରୋନା…
Read More...

ପଞ୍ଚାୟତ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି।

ଭୁବନେଶ୍ୱର,୨୨/୧୦(ବ୍ୟୁରୋ) ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ପ୍ରକ୍ରିୟା ତ୍ୱରାନ୍ୱିତ କରିଛନ୍ତି। ଧାର୍ଯ୍ୟ ସମୟମୀମା ମଧ୍ୟରେ କାର୍ଯ୍ୟ ସମ୍ପାଦନ ପାଇଁ ନିର୍ବାଚନ ଆୟୁକ୍ତ ଆଦିତ୍ୟ ପ୍ରସାଦ ପାଢ଼ୀ ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି। ଗୁରୁବାର…
Read More...

ହଟିଲା ପାର୍ବଣ କଟକଣା।

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଗୁରୁବାରଠାରୁ ଟ୍ବିନ୍‌ ସିଟିରୁ ହଟିଲା ପାର୍ବଣ କଟକଣା। ପାର୍ବଣ ସମୟକୁ ଦୃଷ୍ଟିରେ ରଖି ଗତ ୧୧ ତାରିଖରୁ ୨୦ ପର୍ଯ୍ୟନ୍ତ କଟକଣା ଲଗାଯାଇଥିଲା। ଏହାର ବୁଧବାର ଥିଲା ଶେଷ ଦିନ। ଏଣୁ ଆଜିଠାରୁ ଭୁବନେଶ୍ୱର ଏବଂ କଟକରେ ରାତି ୮ଟା ପରେ ବି ଦୋକାନ ବଜାର ଖୋଲା…
Read More...

ନୂତନ ଢାଞ୍ଚାରେ ହେବ ନବମ ଶ୍ରେଣୀ ପରୀକ୍ଷା।

କଟକ ,୨୧।୧୦: ଚଳିତ ବର୍ଷ ନୂତନ ଢାଞ୍ଚାରେ ପରୀକ୍ଷା ଦେବେ ନବମ ଶ୍ରେଣୀ ଛାତ୍ରୀଛାତ୍ର। ନଭେମ୍ବର ୨୨ରୁ ନବମ ଶ୍ରେଣୀର ସମେଟିଭ୍‌-୧ ପରୀକ୍ଷା ଆରମ୍ଭ ହେବ। ଏ ନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୨୨ରୁ ପରୀକ୍ଷା ଆରମ୍ଭ ହୋଇ ୨୪ର ଶେଷ…
Read More...

କାଲିଠାରୁ ଶିଶୁ ମାନଙ୍କୁ ଟିକା ଦେବା ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଶିଶୁମାନଙ୍କୁ କୋଭିଡ୍‌ ଟିକା ଦେବା ପାଇଁ ଶୁକ୍ରବାରଠାରୁ ପ୍ରସ୍ତୁତି ଆରମ୍ଭ ହେବ। ଗୁରୁବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ରାଜ୍ୟ ଟିକାକରଣ ନୋଡାଲ ଅଧିକାରୀ ଡା. ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି। ଗୁରୁବାର ଦେଶରେ ଶହେ କୋଟି ଟିକାକରଣ…
Read More...

ମମିତା ହତ୍ୟାକାଣ୍ଡ ମାମଲାରେ ଥାନା ଆଇଆଇସି ନିଲମ୍ବିତ

କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ ପୁଲିସ ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କର୍ତ୍ତବ୍ୟରେ ଅବହେଳା ପାଇଁ  କଳାହାଣ୍ଡି କେଗାଁ ଥାନା ଆଇଆଇସି ଡମୁ ପରଜାଙ୍କୁ ନିଲମ୍ବିତ କରାଯାଇଛି ।ସୂଚନା ଯୋଗ୍ୟ ଆଇଆଇସି ମମିତାଙ୍କ ପରିବାର ଲୋକଙ୍କ ଅଭିଯୋଗ ରଖି ନ ଥିଲେ।
Read More...