ଧାମରା ପାଖଦେଇ ଅତିକ୍ରମ କରିବ ୟାସ।
ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ୟାସ୍ ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି…
Read More...
Read More...