banner
Breaking
Yearly Archives

2021

ପାଣ୍ଡିଆନଙ୍କୁ ମିଳିଲା ହକି ପ୍ରେସିଡେଣ୍ଟ ଆଓ୍ବାର୍ଡ।

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡିଶା ସରକାରଙ୍କ ଉନ୍ନତି ମୂଳକ କାର୍ଯ୍ୟର ମଙ୍ଗ ଧରିଥିବା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି. କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ବାର୍ଡ ମିଳିଛି। ଅନ୍ତର୍ଜାତୀୟ ହକି ମହାସଂଘ (ଏଫଆଇଏଚ୍‌) ପକ୍ଷରୁ ଶନିବାର ଏହି ପୁରସ୍କାର ପ୍ରଦାନ…
Read More...

ରେକର୍ଡ ଭାଙ୍ଗିଲା କରୋନା। ରାଜ୍ୟରେ ଆଜି ସର୍ବାଧିକ ପଜିଟିଭ ଓ ମୃତ୍ୟୁ।

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୨,୮୫୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୧୯୫ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୫୬୫୭ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୯୨୩୮୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବ। ନିଜ ସଂସ୍ପର୍ଶରେ ଆସୁଥବା ଲୋକମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଅବଶ୍ୟ ଅପରାହ୍ନେ ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ଖୁସି ହେବେ। ରବିଙ୍କ ସୁପ୍ରଭାବରୁ ସଭାସମିତି ଓ…
Read More...

ପୂଜା କରୁ କରୁ ଚାଲିଗଲେ ପୂଜକ।

ଆଳି,୨୨।୫: ଏମିତି ବି ମୃତ୍ୟୁ ଆସେ । ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିବା ବେଳେ ଟଳି ପଡିଲେ ପୂଜକ। ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଆଳି ବ୍ଲକ ସିଙ୍ଗିରି ପଞ୍ଚାୟତ ମାସାହାଣି ଗ୍ରାମରେ ଏହି ଦୁଃଖଦ ଘଟଣା ଘଟିଛି । ମୃତ ପୂଜକ ହେଲେ ସେହି ଗ୍ରାମର ବୈକୁଣ୍ଠ ଶତପଥୀ। ସବୁଦିନ ପରି…
Read More...

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ। ଆତଙ୍କିତ ନ ହେବା କୁ ପରାମର୍ଶ ।

ଭୁବନେଶ୍ୱର,୨୨/୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ୟାସର ମୁକାବିଲା ପାଇଁ ଏକ ବୈଠକରେ ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ବ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।…
Read More...

ରାଜଧାନୀ ଭୁବନେଶ୍ବରରୁ ବନ୍ଧୁକ ବେପାରୀ ଗିରଫ।

ଭୁବନେଶ୍ୱର,୨୨/୫(ବ୍ୟୁରୋ): ସଟଡାଉନରେ ଟ୍ୱିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ୍ ପଇଁତରା ମାରୁଛି । ଚେକିଂ ବ୍ଲକିଂ ମଧ୍ୟ କରାଯାଇଛି । ହେଲେ ଅପରାଧୀଙ୍କ ଡର ନାହିଁ । ଶନିବାର ସକାଳେ ବେଆଇନ୍ ବନ୍ଧୁକ ଓ ଗୁଳିଗୋଳା ବିକ୍ରି ପାଇଁ ଡିଲ୍ ବେଳେ ଏସଟିଏଫ୍ ଓ କମିଶନରେଟ୍ ପୋଲିସ…
Read More...

ଅନଲାଇନରେ ମିଳିବ କୋଭିଡ୍ ଟେଷ୍ଟ ରିପୋର୍ଟ। କେମିତି ପାଇବେ ଜାଣନ୍ତୁ।

ଭୁବନେଶ୍ୱର,୨୨/୫(ଓଡ଼ିଆ ନ୍ୟୁଜ):: ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି। କୋଭିଡ-୧୯ ପରୀକ୍ଷା ; ଯଥା ଆରଟି ପିସିଆର କିମ୍ବା ରାପିଡ୍ ଆଣ୍ଟିଜେନ୍ ପରୀକ୍ଷ ପାଇଁ ନମୁନା ଦେଇଥିବା…
Read More...

ଆଜି ଭୁବନେଶ୍ୱରରୁ ୧୦୭୮ ପଜିଟିଭ ଚିହ୍ନଟ।

ଭୁବନେଶ୍ବର,୨୨/୫: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୧୦୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ କେସ ୧୪୮ ଏବଂ ଲୋକାଲ କଣ୍ଟାକ୍ଟ କେସ ୯୨୮ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମିଶାଇ ବିଏମ୍‌ସି ଅଞ୍ଚଳରେ ମୋଟ…
Read More...

ଭୟଙ୍କର ହେବ ବାତ୍ୟା ୟାସ। ୧୬୫ ରୁ ୧୮୫ କିମି ପବନ ବହିବ।

ଭୁବନେଶ୍ୱର,୨୨/୫ : ସମ୍ଭାବ୍ୟ ବାତ୍ୟା ‘ୟାସ’ ଅତି ଭୟଙ୍କର ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ। ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ଏହା କ୍ରମେ ଘନୀଭୂତ ହୋଇ ୨୪…
Read More...

ଓଡ଼ିଶାର ୧୮ ଜିଲ୍ଲାରେ ଝଡଡ଼ର୍ଷା ସମ୍ଭାବନା।

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଓଡ଼ିଶାର ୧୮ଟି ଜିଲାକୁ ବଜ୍ରପାତ ସହ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,…
Read More...