banner
Breaking
Yearly Archives

2021

ପୁରୀ କୋଭିଡ୍ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ।

ପୁରୀ,୨୨ା୫: ପୁରୀର ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଲୋକାର୍ପଣ କରିଛନ୍ତି। ପୁରୀ ବାଲିଗୁଆଳିସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର…
Read More...

ମାଟ୍ରିକ ମୂଲ୍ୟାୟନ ପ୍ରକ୍ରିୟା ୭ ଦିନ ଘୁଞ୍ଚିଲା।

ଭୁବନେଶ୍ୱର,୨୨/୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ମାଟ୍ରିକ ମୂଲ୍ୟାୟନ ପ୍ରକ୍ରିୟାକୁ ୭ ଦିନ ପାଇଁ ଘୁଞ୍ଚାଇ ଦିଆଯାଇଛି । କିଛି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପ୍ରସ୍ତାବୁ ଆଧାର କରି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି…
Read More...

୭୫ ମିନିଟରେ ମିଳିବ କରୋନା ସ°କ୍ରମଣ ଫଳାଫଳ। ନିଜ ଘରେ କରିପାରିବେ ପରୀକ୍ଷା।

ନୂଆଦିଲ୍ଲୀ,୨୨/୫(ବ୍ୟୁରୋ): ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂସ୍ଥା (ଡିଆର୍‍ଡିଓ) ଆଣ୍ଟିବଡି ପରୀକ୍ଷା ନିମନ୍ତେ ଡିପକୋଭାନ୍‍ ନାମକ ଏକ କିଟ୍‍ ପ୍ରସ୍ତୁତ କରିଛି। ଏହି କିଟ୍‍ ସେରୋସର୍ଭେଲାନ୍ସ କ୍ଷେତ୍ରରେ ଅତ୍ୟନ୍ତ ଫଳପ୍ରଦ ବୋଲି କୁହାଯାଇଛି। ଏହି କିଟ୍‍ ସହାୟତାରେ କୋଭିଡ୍‍-୧୯ ମହାମାରୀ…
Read More...

କୋଭିଡ୍ ୧୯ ପ୍ରଭାବ ସାଧାରଣ ଥଣ୍ଡା ଭଳି ହୋଇଯିବ : ବିଶେଷଜ୍ଞ

ନୂଆଦିଲ୍ଲୀ,୨୨/୫(ବ୍ୟୁରୋ): କୋଭିଡ-୧୯ ମହାମାରୀର କାରଣ ହୋଇଥିବା ନୋଭେଲ କରୋନା ଭୂତାଣୁ ଭବିଷ୍ୟତରେ ସାଧାରଣ ଥଣ୍ଡା, କଫ, କାଶ, ଛିଙ୍କ ଠାରୁ ଆଉ ଅଧିକ ମାରାତ୍ମକ ହୋଇନପାରେ ବୋଲି ଏକ ଅଧ୍ୟୟନରୁ ଜଣାଯାଇଛି। ଜର୍ଣ୍ଣାଲ ଭାଇରସେସରେ ପ୍ରକାଶିତ ଏହି ଗବେଷଣାମୂଳକ ରିପୋର୍ଟରେ ଗାଣିତିକ ମଡେଲକୁ…
Read More...

ଗାଁ କୁ ସ°କ୍ରମଣ ମୁକ୍ତ କରାଯିବ। ୨୪ରୁ ଘରେ ଘରେ ପହଞ୍ଚିବେ ସ୍ବାସ୍ଥ୍ୟ କର୍ମୀ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୫ (ବ୍ୟୁରୋ): କେବଳ ଛୋଟପିଲା ଓ ଗର୍ଭବତୀ ମା’ଙ୍କ ପୋଷଣ ତଥା ସ୍ବାସ୍ଥ୍ୟରକ୍ଷା ପାଇଁ ନୁହେଁ, ବରଂ କୋଭିଡ୍‌ ପରିସ୍ଥିତି ମଧ୍ୟରେ ଗତ ଏକ ବର୍ଷରୁ ଅଧିକ ସମୟ ଧରି ଅଙ୍ଗନଓ୍ବାଡି କାର୍ଯ୍ୟକର୍ତ୍ତାମାନେ ଆଗଧାଡିର ଯୋଦ୍ଧା ଭାବେ କାର୍ଯ୍ୟ କରି ଚାଲିଛନ୍ତି। ଅସ୍ଥାୟୀ…
Read More...

ବଢିବ କୋଭାକ୍ସିନ ଟିକା ଉତ୍ପାଦନ।

ନୂଆଦିଲ୍ଲୀ, ୨୨।୫: ଭାରତରେ କୋଭିଡ୍‌ ଭାକ୍ସିନ ସଙ୍କଟ ଏଡ଼ାଇବା ପାଇଁ କେନ୍ଦ୍ର ସରକାର ବିଦେଶରେ ଟିକା ଉତ୍ପାଦନ ନିମନ୍ତେ ଉଦ୍ୟମ ଆରମ୍ଭ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ କୋଭାକ୍ସିନ ଉତ୍ପାଦନ ବଢ଼ାଇବା ପାଇଁ ଭାରତ ବାହାରେ ଏହାର ପ୍ରଡକ୍ସନ ସେଣ୍ଟର ପ୍ରତିଷ୍ଠା କରିବା ନିମନ୍ତେ…
Read More...

କଳାବଜାରୀ ଧରିବାକୁ ମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ।

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): କୋଭିଡ୍‌-୧୯ର ତାଲା ବନ୍ଦ ସ୍ଥିତିରେ ଏବଂ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଦୃଷ୍ଟିରୁ ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରକାରୀ ଓ ବେଆଇନ ମହଜୁଦକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…
Read More...

ରାଜ୍ୟରେ ଆଜି ପୁଣି ୧୧,୧୦୮ ପଜିଟିଭ ଚିହ୍ନଟ ଓ ୨୬ ମୃତ।

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ପୁଣି ୧୧,୧୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬,୨୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୪,୮୮୯ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ଭାଜପା ପକ୍ଷରୁ ଦେଶର ୮୨୪ ଜିଲ୍ଲାରେ ଖୋଲିଲା କରୋନା ହେଲ୍ପଢେସ୍କ।

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): କରୋନାକୁ ମୁକାବିଲା ପାଇଁ ଶୁକ୍ରବାର ଭାଜପା କୃଷକ ମୋର୍ଚ୍ଚା ରାଷ୍ଟ୍ରୀୟ ସ୍ତରରେ ଆଉ ଏକ ପାଦ ଆଗେଇଛି। ‘ୱାନ୍‌ ଡିଷ୍ଟ୍‌ରକ୍ଟ ୱାନ୍‌ କୋଭିଡ୍‌-୧୯ ହେଲ୍ପଡେସ୍କ’ ଆଧାରରେ ଦେଶର ସବୁ ଜିଲାରେ ୮୨୪ଟି ହେଲ୍ପଡେସ୍କ ଆରମ୍ଭ ହୋଇଛି। ଭାଜପା ରାଷ୍ଟ୍ରୀୟ ସଭାପତି…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡିପାରନ୍ତି। କୃତ୍ତିକା ନକ୍ଷତ୍ର ହଠାତ୍‌ ଆନୁଷ୍ଠାନିକ…
Read More...