ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି ହେଲା ଆୟକର ରିର୍ଟନ ଫାଇଲ।
ନୂଆଦିଲ୍ଲୀ,୨୧ା୫: ଆର୍ଥତ୍କ ବର୍ଷ ୨୦୨୦-୨୧ର ଆୟକର ରିଟର୍ନ (ଆଇଟିଆର୍) ଫାଇଲିଂ ଅବଧିକୁ କେନ୍ଦ୍ର ସରକାର ଗୁରୁବାର ଚଳିତ ବର୍ଷ ସେପ୍ଟେମ୍ବର ୩୦ ଯାଏ ବୃଦ୍ଧି କରିଛନ୍ତି। ବର୍ତ୍ତମାନ କୋଭିଡ୍ ସ୍ଥିତିକୁ ଧ୍ୟାନରେ ରଖି ବ୍ୟକ୍ତିବିଶେଷଙ୍କ ସୁବିଧା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।…
Read More...
Read More...