କୃଷକଙ୍କୁ ମିଳିଲା ପ୍ରଧାନମନ୍ତ୍ରୀ କିଷାନ ନିଧି ଟଙ୍କା।
ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅନୁଯାୟୀ କୃଷକଙ୍କୁ ୨ ହଜାର ପ୍ରଦାନ କରିଛନ୍ତି। ଏହି ଯୋଜନା ଏହା ଅଷ୍ଟମ କିସ୍ତି ସ୍ବରୂପ ୯.୫ କୋଟି କୃଷକଙ୍କ ପରିବାର ପାଇଁ ୧୯,୦୦୦ କୋଟି ଟଙ୍କା ରାଶି ଦେଇଛନ୍ତି। ଏକ ଭିଡିଓ…
Read More...
Read More...