banner
Breaking
Yearly Archives

2021

ଓଡିଶାରେ ପୁଣି ଦୁଇ ଓମିକ୍ରନ୍ ଚିହ୍ନଟ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗକୁ ଆଇଏଲଏସ୍‌ ଜଣାଇଥିବା ସୂଚନା ମିଳିଛି। ପୂର୍ବରୁ ମଧ୍ୟ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ଓମିକ୍ରନଙ୍କ ସଂଖ୍ୟା ୪ କୁ ବୃଦ୍ଧି ହୋଇଛି। ୨ ଜଣ ଆକ୍ରାନ୍ତ…
Read More...

ଫେବୃଆରୀରେ ଆଇପିଏଲ ଅକଶନ

ନୂଆଦିଲ୍ଲୀ,୨୨।୧୨: ଆସନ୍ତା ଫେବୃୟାରୀ ୭ ଓ ୮ ତାରିଖ ବେଙ୍ଗାଲୁରୁଠାରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ମେଗା ଅକ୍‌ଶନ ହୋଇପାରେ। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଯୋଜନା କରୁଥିବା ଜଣେ ଅଧିକାରୀ ବୁଧବାର କହିଛନ୍ତି। “ଆଇପିଏଲର ମୂଳ ଫ୍ରାଞ୍ଚାଇଜ ଅରାଜି…
Read More...

ପ୍ରଳୟର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ,୨୨।୧୨: ଭୁପୃଷ୍ଠରୁ ଭୁପୂଷ୍ଠକୁ ନିକ୍ଷେପ କରୁଥିବା ସ୍ବଳ୍ପ ଦୂରଗାମୀ ବାଲେଷ୍ଟିକ୍‌ ମିସାଇଲ ‘ପ୍ରଳୟ’ର ବୁଧବାର ସଫଳ ପରୀକ୍ଷଣ କରିଛି ଭାରତ। ଓଡ଼ିଶା ଉପକୂଳସ୍ଥିତ ବାଲେଶ୍ୱରର ଅବଦୁଲ କାଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ପୂର୍ବାହ୍ନ ୧୦ଟା ୩୦ରେ ଏହାର ପରୀକ୍ଷଣ…
Read More...

ପଞ୍ଚାୟତ ନିର୍ବାଚନ ପାଇଁ ବଢିଲା ଅଡ଼ୁଆ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ହେବ। ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନେଇ ସରକାର ହାଇକୋର୍ଟଙ୍କୁ ଜଣାଇଛନ୍ତି। ବିଜ୍ଞପ୍ତି ପ୍ରତ୍ୟାହାର ସହ ଆସନ୍ତା ୨୭ରେ ସାନି ତାଲିକା ପ୍ରକାଶ କରାଯିବ ବୋଲି କୋର୍ଟଙ୍କୁ ରାଜ୍ୟ ସରକାର ଜଣାଇଛନ୍ତି।…
Read More...

ଫେବୃଆରୀରେ ଶୀର୍ଷ ଛୁଇଁବ ଓମିକ୍ରନ୍

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୫ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ପହଞ୍ଚିଛି। ଏପରି ସ୍ଥଳେ ବୈଜ୍ଞାନିକମାନେ ଦେଶରେ କରୋନାର ତୃତୀୟ ଲହର ବିଷୟରେ ଆଶଙ୍କା ପ୍ରକାଶ କରିଛନ୍ତି।…
Read More...

ବିଜୁ ପକ୍କାଘର ମରାମତି ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବିଜୁ ପକ୍କା ଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କାଘର ଯୋଜନାରେ ଘର ପାଇଥିବା ହିତାଧିକାରୀମାନଙ୍କୁ ଘର ମରାମତି ପାଇଁ ୩ ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯିବାକୁ ରାଜ୍ୟ କ୍ୟାବିନେଟ ଆଜି ନିଷ୍ପତ୍ତି ଗ୍ରହଣ କରିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସେହିପରି…
Read More...

ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର : ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ । ବମିଖାଲ ଜୟଦୁର୍ଗା ଅଞ୍ଚଳର ଦୁଇ ଜଣ ବିଦେଶ ଫେରନ୍ତା ବ୍ୟକ୍ତିଙ୍କ ନିକଟରେ କୋଭିଡ୍‌ ଚିହ୍ନଟ ହେବାପରେ (ପ୍ଲଟ   ସଂଖ୍ୟା ୧୩୦୩/୧୩୦୪)   ଅଞ୍ଚଳକୁ ବିଏମ୍‌ସି ପକ୍ଷରୁ କଣ୍ଟେନ୍‌ମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଛି । ସଂକ୍ରମଣ ରୋକିବା…
Read More...

ଜାନୁୟାରୀ ୫ରୁ ମାଟ୍ରିକ ପରୀକ୍ଷା

କଟକ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ବର୍ଷ ମୋଟ୍‌ ୫ ଲକ୍ଷ ୭୧ ହଜାର ୯୩୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୩ ହଜାର ୯୩ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ ।…
Read More...

ଆମେରିକାରେ ପ୍ରଥମ ଜୀବନ ନେଲା ଓମିକ୍ରନ୍

ଓ୍ବାଶିଂଟନ୍‌,୨୧।୧୨: କରୋନାର ନୂତନ ଭାରିଆଣ୍ଟ ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପୁଛି। ଆମେରିକାରେ ଏହା ଏକ ଆତଙ୍କ ସୃଷ୍ଟି କରିବା ଆରମ୍ଭ କରିଛି। ଏହି ନୂତନ ଭାରିଏଣ୍ଟ ଦେଶରେ ପ୍ରଥମ ଜୀବନ ନେଇଛି। ୭୩% କରୋନା ରୋଗୀ ମଧ୍ୟ ଓମିକ୍ରନ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ବିପଜ୍ଜନକ ବିଷୟ ହେଉଛି…
Read More...

ଲିଭଇନରେ ରହି ପାରିବେ ପୁଅ ଝିଅ

ଚଣ୍ଡିଗଡ଼, ୨୧।୧୨: କେନ୍ଦ୍ର ସରକାର ଝିଅଙ୍କ ବିବାହ ବୟସ ସୀମା ୨୧ ବର୍ଷ ବୃଦ୍ଧି କରିବା ନେଇ ଆଇନ ଆଣିବାକୁ ଯାଉଛନ୍ତି। ପୂର୍ବରୁ ବିବାହ ବୟସସୀମା ଝିଅଙ୍କ ପାଇଁ ୧୮ ଥିବାବେଳେ ପୁଅଙ୍କ ପାଇଁ ୨୧ ବର୍ଷ ଥିଲା। ମାତ୍ର ଏବେ ଏହାକୁ ସମାନ କରି ଦିଆଯାଇଛି। ତେବେ ଭୋଟଦାନ ସର୍ବନିମ୍ନ ବୟସ ସୀମା ୧୮…
Read More...