banner
Breaking
Yearly Archives

2021

ନିଶିଗନ୍ଧା ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ଶ୍ରଦ୍ଧାଞ୍ଜଳି ସଭା…

ଭୁବନେଶ୍ୱର ଖୋର୍ଦ୍ଧା ନିଶିଗନ୍ଧା ଭାଷା ପ୍ରତିଷ୍ଠାନ ସଂସଦ ଆନୁକୂଲ୍ୟରେ ସଂସଦର ସଭାପତି ଡ. ରଜନୀ ରଞ୍ଜନ ଦାସଙ୍କ ସଭାପତିତ୍ବରେ ତଥା ସଂସଦର ପ୍ରତିଷ୍ଠାତା ବଳରାମ ତରାଇଙ୍କ ପରିଚାଳନାରେ ଭରଚୁଆଲ ମୋଡ଼ ଜରିଆରେ କରନାରେ ମୃତ୍ୟବରଣ କରିଥିବା ବିଶିଷ୍ଠ ଭାସ୍କର୍ଯ୍ୟ ଶିଳ୍ପୀ ତଥା ପଦ୍ମବିଭୂଷଣ…
Read More...

କିସ୍‍ ବିଶ୍ୱବିଦ୍ୟାଳୟରେ ପ୍ରମୁଖ ବ୍ୟକ୍ତିଙ୍କ ଯୋଗଦାନ

ଭୁବନେଶ୍ୱର: କିସ୍‍ ବିଶ୍ୱବିଦ୍ୟାଳୟର ବିଭିନ୍ନ ପଦପଦବୀରେ ବିଶିଷ୍ଟ ଲବ୍‍ଧ ପ୍ରତିଷ୍ଠିତ ବ୍ୟକ୍ତି ତଥା ଶିକ୍ଷାବିତ୍‍ ଯୋଗ ଦେଇଛନ୍ତି। ବିଶ୍ୱସ୍ତରରେ ଖ୍ୟାତି ଅର୍ଜନ କରିଥିବା ସୁନାମ ଧନ୍ୟ ଓଡ଼ିଆ ପୁଅ କଟକ ଜିଲ୍ଲାର ଅଧିବାସୀ ସତ୍ୟ ଏସ୍‍ ତ୍ରିପାଠୀ କିସ୍‍ ବିଶ୍ୱବିଦ୍ୟାଳୟର କୁଳାଧିପତି ଭାବେ…
Read More...

୮୦ ଡାକ୍ତର କରୋନା ପଜିଟିଭ ଚିହ୍ନଟ।

ନୂଆଦିଲ୍ଲୀ,୧୦।୫: କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ୮୦ ଜଣ ଡାକ୍ତରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଦିଲ୍ଲୀର ସରୋଜ ହସ୍ପିଟାଲରେ କାର୍ଯ୍ୟ କରୁଥିବା ଏହି ଡାକ୍ତରଙ୍କ ମଧ୍ୟରୁ ୧୨ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ୬୮ ଜଣଙ୍କୁ ଘରେ କ୍ୱାରାଣ୍ଟାଇନ୍‌ରେ…
Read More...

ରାଜ୍ୟରେ ଆଜି ପୁଣି ୧୦,୦୩୧ ପଜିଟିଭ ଚିହ୍ନଟ ଓ ୧୭ ମୃତ //

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୧୦,୦୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲାବେଳେ ୩,୪୦୮ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୩୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼…
Read More...

ଆଜି ରାଜ୍ୟରେ ୮୫୪୧ ସୁସ୍ଥ ହେଲେ।

ଭୁବନେଶ୍ବର,୯/୫(ବ୍ୟୁରୋ): ଆଜି ରାଜ୍ୟରେ ପୁଣି ୮୫୪୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୪୪୭୮୬୩କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୩୮୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।…
Read More...

ବରଗଡ଼ କୋଭିଡ୍ ହସ୍ପିଟାଲରେ ୩୦ଟି ଆଇସିୟୁ ଶଯ୍ୟା ବଢିବ।

ବରଗଡ଼,୯।୫: ବରଗଡ଼ ଜିଲାରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଏହାର ମୁକାବିଲା କରିବା ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓ ବିକାଶ ପରିଷଦ ଅଧ୍ୟକ୍ଷ ଅସୀତ ତ୍ରିପାଠୀ ବରଗଡ଼ ଗସ୍ତରେ ଆସି ଏହାର ସମୀକ୍ଷା କରିଛନ୍ତି। ବରଗଡ଼ କୋଭିଡ ହସ୍ପିଟାଲରେ…
Read More...

ବୁଲା ଗୋରୁଗାଈ ଓ କୁକୁରଙ୍କ ଖାଦ୍ୟ ପାଇଁ ୬୦ ଲକ୍ଷ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୯।୫(ବ୍ୟୁରୋ): କରୋନା ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗୋରୁଗାଈ ଏବଂ ଅନ୍ୟ ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଲା ଗୋରୁଗାଈ…
Read More...

ଦ୍ବିତୀୟ ବିଶ୍ବଯୁଦ୍ଧର ବୋମା ଏବେ ହେଲା ବିସ୍ଫୋରଣ।

ଓ୍ବାରସ, ୯ା୫ : ପୋଲାଣ୍ଡର ଏକ ନିଦୀରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ବେଳେ ପଡ଼ିଥିବା ବୋମା ରବିବାର ବିସ୍ଫୋରଣ ଘଟିଛି। ପୋଲାଣ୍ଡ ନେଭି ଏହାକୁ ଡିଫ୍ୟୁଜ କରିବାକୁ ଉଦ୍ୟମ କରି ବିଫଳ ହୋଇଥିଲା। ନଦୀ ଭିତରେ ଫୁଟିଥିବା ବୋମାର ଭିଡିଓ ଏବେ ସୋସିଆଲ ମିଡିଆରେ ଛାଇ ହୋଇଯାଇଛି। ୫.୪ ଟନ ଓଜନ ବିଶିଷ୍ଟ…
Read More...

ପଞ୍ଚାୟତକୁ କେନ୍ଦ୍ରୀୟ ଅନୁଦାନ।

ନୂଆଦିଲ୍ଲୀ, ୯।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୫ଟି ରାଜ୍ୟର ବିଭିନ୍ନ ଗ୍ରାମ ପଞ୍ଚାୟତକୁ ୮,୯୨୩.୮ କୋଟିର ଅନୁଦାନ ଘୋଷଣା କରିଛନ୍ତି। ଏନେଇ ଅର୍ଥମନ୍ତ୍ରଣାଳୟର ଅର୍ଥ ବିଭାଗ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଏସମ୍ପର୍କରେ ରବିବାର ଅର୍ଥନ୍ତ୍ରଣାଳୟ ପକ୍ଷରୁ…
Read More...

ମହିଳା କରୋନା ଯୋଦ୍ଧାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୯।୫(ବ୍ୟୁରୋ): ସମଗ୍ର ବିଶ୍ୱରେ ଆଜି ମାତୃ ଦିବସ ପାଳନ କରାଯାଉଛି। ଏହି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା କରୋନା ଯୋଦ୍ଧାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି, ‘ଓଡ଼ିଶାରେ ମାତୃ ମୃତ୍ୟୁହାର ହ୍ରାସ କରିବା ଏବଂ ନିରାପଦ…
Read More...