ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ:-ଆଜି ସ୍ବାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟହେବେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। ମାଙ୍ଗଳିକ କାମର ତର୍ଜମା କରି ଅଶାନ୍ତି ବୃଦ୍ଧି ଘଟିବାର…
Read More...
Read More...