banner
Breaking
Yearly Archives

2021

ଅକ୍ସିଜେନ୍ ପାଇଁ ୧ କୋଟି ଦେଲେ ତେନ୍ଦୁଲକର।

ନୂଆଦିଲ୍ଲୀ, ୩୦ା୪ (ବ୍ୟୁରୋ)-କରୋନା ରୋଗୀଙ୍କ ପାଇଁ ଅକ୍ସିଜେନ କ୍ରୟ ଲାଗି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ଗୁରୁବାର ୧କୋଟି ଟଙ୍କା ଦାନ କରିଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଥିବାରୁ ଦେଶର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଏବେ ସଙ୍କଟରେ ପଡ଼ିଛି। ରୋଗୀଙ୍କୁ…
Read More...

ରାଜ୍ୟ ସରକାରଙ୍କ ଟିକା ପାଇଁ ପ୍ରସ୍ତୁତି।

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ରାଜ୍ୟରେ ଏପ୍ରିଲ୍‌ ମାସରେ ଏଯାବତ୍‌ ୯୪,୫୯୬ ସଂକ୍ରମଣ ଚିହ୍ନଟ ହେଲେଣି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ବହୁମାତ୍ରାରେ ଟିକା ଆବଶ୍ୟକ ଥିବାରୁ ରାଜ୍ୟ ସରକାର ୨ ଟିକା…
Read More...

ପଶ୍ଚିମବଙ୍ଗରେ ହାଟ୍ରିକ ମାରିବେ ମମତା।

ନୂଆଦିଲ୍ଲୀ,୩୦ା୪:ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ହ୍ୟାଟ୍ରିକ୍‌ ବିଜୟ ହାସଲ କରି ପୁଣି ଥରେ ଶାସନ କରିପାରେ। ଏହାସହ ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। କେରଳରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଲଗାତର ଦ୍ୱିତୀୟ ଥର…
Read More...

ରାଜ୍ୟରେ ଆଜି ପୁଣି ୮୬୮୧ ପଜିଟିଭ ଚିହ୍ନଟ ଓ ୧୪ ମୃତ।

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ପୁଣି ୮,୬୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧,୬୯୮…
Read More...

୧୩୨ ଏସ ଆଇଙ୍କୁ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି।

କଟକ ,୩୦।୪: ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ୧୩୨ଜଣ ଏସ୍‌ଆଇଙ୍କୁ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପରବର୍ତ୍ତୀ ମୁହୂର୍ତ୍ତରେ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପାପଗ୍ରହ ଯୁକ୍ତ ନୀଚସ୍ଥ ଚନ୍ଦ୍ର କର୍ମକ୍ଷେତ୍ର ସକାଶେ ପ୍ରତିକୂଳତା ଆନୟନ କରିପାରନ୍ତି। ପରିବହନରେ ସମସ୍ୟା ମାନସିକ ଅଶାନ୍ତିର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ,…
Read More...

ପୃଥ୍ବୀ ଶଙ୍କ ଧୂଆଁଧାର ବ୍ୟାଟିଂ। ସହଜରେ ଜିତିଲା ଦିଲ୍ଲୀ।

ଅହମ୍ମଦାବାଦ୍‌,୨୯।୪ : ସାମ୍ନାରେ ଥିଲା ୧୫୫ ରନ୍‌ର ଚ୍ୟାଲେଞ୍ଜିଂ ବିଜୟ ଲକ୍ଷ୍ୟ। କିନ୍ତୁ ଏହାକୁ ଅତି ସାଧାରଣ ଟାର୍ଗେଟରେ ପରିଣତ କରି ଦେଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ ଓପନର ପୃଥ୍ବୀ ଶ’ଙ୍କ ଆଟାକିଂ ବ୍ୟାଟିଂ। ସେ ପ୍ରଥମ ଓଭରରେ ଶିଭମ ମାଭିଙ୍କୁ ଲଗାଇଥିଲେ କ୍ରମାଗତ ୬ ଚୌକା। ହଜାଇ ଦେଲେ…
Read More...

ବାତିଲ ହେଲା ଚାରିଧାମ ଯାତ୍ରା।

ଡେରାଡୁନ୍‌,୨୯ା୪: କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡ ସରକାର ଗଙ୍ଗୋତ୍ରୀ, ଯମୁନୋତ୍ରୀ, କେଦାରନାଥ ଏବଂ ବଦ୍ରିନାଥକୁ ୪ ଧାମ୍‌ ଯାତ୍ରା ବାତିଲ କରିଛନ୍ତି। ଗୁରୁବାର ସରକାରଙ୍କ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି। ମେ ମାସରେ ଏହି ଯାତ୍ରା ଆରମ୍ଭ ହେବାକୁ ଥିଲା। ଭାରତରେ କରୋନର…
Read More...

ଜଳବନ୍ଦୀ ସମସ୍ୟା ଦୁରକଲେ ଉତ୍ତର ବିଧାୟକ।

ଭୁବନେଶ୍ୱର : ଭଇର ଭୁବନେଶ୍ବର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବି ଏମ ସି ୱାର୍ଡ ନମ୍ବର ୪ ଅଂଚଳରେ ବହୁଦିନ ଧରି ଲାଗିରହୁଥିବା ଜଳବନ୍ଦୀ ସମସ୍ୟାର ସମାଧାନ ହେବାକୁ ଯାଉଛି । ଗୁରୁବାର ପାହାଳ ବଜାର ଠାରେ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତଙ୍କ ଦ୍ବାରା ପ୍ରାୟ ୪ କୋଟି ୮୦ଲକ୍ଷ…
Read More...

ଦୁଇଟି ରାସ୍ତା ଆଲୋକୀକରଣର ଉଦଘାଟନ କଲେ ଉତ୍ତର ବିଧାୟକ।

ଭୁବନେଶ୍ୱର : ଭୁବନେଶ୍ବର ଉତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭୁବନେଶ୍ୱର ମହାନଗର ନିଗମର ୱାର୍ଡ ନଂ.୧୬ ଜାଭିୟର ଛକ ଠାରୁ ଗୋପବନ୍ଧୁ ଶିକ୍ଷା ଏକାଡେମୀ ଓ କଳିଙ୍ଗ ହସ୍ପିଟାଲ ଛକ ଠାରୁ ରେଲ ବିହାର କଲୋନୀ ପର୍ଯ୍ୟନ୍ତ ରାସ୍ତା ଆଲୋକିକରଣ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତଙ୍କ…
Read More...