banner
Breaking
Yearly Archives

2021

ରାଜ୍ୟରେ ଆଜି ସର୍ବାଧିକ ୮୩୮୬ ପଜିଟିଭ ଚିହ୍ନଟ ଓ ପୁଣି ୧୦ ମୃତ।

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ପୁଣି ୮୩୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ୪୭୮୨ ସଙ୍ଗରୋଧରୁ ଏବଂ ୩୬୦୫ ଜଣ ସ୍ଥାନୀୟ ଅଂଚଳର ରହିଥିବା ଜଣାପଡିଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ବାରମ୍ବାର ଭୁଲ୍‌ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନ ହୋଇପାରେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। କର୍ମକ୍ଷେତ୍ରରେ…
Read More...

ପ୍ରତିଟି ଜୀବନ ମୂଲ୍ୟବାନ । ଗୋଟିଏ ଗୋଟିଏ ଜୀବନ ରକ୍ଷା ପାଇଁ ଆମେ ସର୍ବୋତ୍ତମ ଚେଷ୍ଟା ଜାରି ରଖିଛୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୭/୪(ବ୍ୟୁରୋ):ପ୍ରତିଟି ଜୀବନ ମୂଲ୍ୟବାନ ଏବଂ ଗୋଟିଏ ଗୋଟିଏ ଜୀବନ ରକ୍ଷା ପାଇଁ ଆମେ ସର୍ବୋତ୍ତମ ଚେଷ୍ଟା ଜାରି ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର କୋଭିଡ ପରିସ୍ଥିତି ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ…
Read More...

ମ୍ୟାଚ ଛଡାଇ ନେଲା ଆରସିବି।

ଅହମ୍ମଦାବାଦ,୨୭।୪ : ମ୍ୟାଚ ଛଡାଇ ନେଲା ଆରସିବି। ଦିଲ୍ଲୀ କ୍ୟାପିଟାଲ୍ସ ସାମ୍ନାରେ ଥିଲା ୧୭୨ ରନ୍‌ର ଚ୍ୟାଲେଞ୍ଜିଂ ସ୍କୋର ଛିଡ଼ା କରିଥିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର। ପ୍ରାରମ୍ଭିକ ବ୍ୟାଟିଂ ବିପଳତା ଯୋଗୁ ବିଜୟ ଲକ୍ଷ୍ୟ ହାସଲ କରିବା ଆହୁରି କଷ୍ଟକର ହୋଇଥିଲା। କିନ୍ତୁ ଶେଷ ଭଲ…
Read More...

ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କ ପରଲୋକ।

ଭୁବନେଶ୍ବର,୨୭/୪(ଓଡ଼ିଆ ନ୍ୟୁଜ): ବିଶିଷ୍ଟ ସାରସ୍ବତ ସାଧକ ମନୋଜ ଦାସଙ୍କ ୮୭ବର୍ଷ ବୟସରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ପୁଡୁଚେରୀସ୍ଥିତ ଶ୍ରୀ ଅରବିନ୍ଦ ଆଶ୍ରମ ନର୍ସିଂ ହୋମ୍‌ରେ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କର ପରଲୋକ ହୋଇଛି ବୋଲି ବୋହୁ…
Read More...

କରୋନାରେ ଚାଲିଗଲେ ମୋଦିଙ୍କ ସାନବୋଉ।

ଅହମ୍ମଦାବାଦ,୨୭।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। କରୋନା ଅନେକ ଜୀବନ ନେଲାଣି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନ ବୋଉ ନର୍ମଦାବେନ ମୋଦି ସିଭିଲ ହସ୍ପିଟାଲରେ ମୃତ୍ୟୁ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ କରୋନା…
Read More...

ଗୋଟିଏ ଆମ୍ବୁଲାନ୍ସରେ ୨୨ ମୃତ ଦେହ। ଜବାବ ମାଗିଲେ ହାଇକୋର୍ଟ।

ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ କରୋନା ପରିସ୍ଥିତି ଭୟାବହ ହୋଇଛି। ଏଠାରେ ପ୍ରତିଦିନ ଶହ ଶହ ଲୋକ ପ୍ରାଣ ହରାଉଛନ୍ତି। ଏହାସହ ମୃତଦେହ ପୋଡିବା ପାଇଁ ଶ୍ମଶାନରେ ଯାଗା ମିଳୁନାହିଁ। ମଙ୍ଗଳବାର ବମ୍ବେ ହାଇକୋର୍ଟ କହିଛନ୍ତି ଯେ, କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମୃତଦେହକୁ ଘଣ୍ଟା ଘଣ୍ଟା…
Read More...

ବିଦେଶୀ ଖେଳାଳିଙ୍କୁ ସୁରକ୍ଷା ସହିତ ସ୍ବଦେଶ ଫେରାଇବ ବିସିସିଆଇ।

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୧କୁ ନେଇ ଏବେ ଚିନ୍ତାରେ ପଡିଆଯାଇଛି କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ)। କରୋନା ଯୋଗୁ ଆଇପିଏଲ୍‌ରେ ଭାଗ ନେଉଥିବା ଅନେକ ବିଦେଶ ଖେଳାଳି ଭୟରେ ଟୁର୍ନାମେଣ୍ଟ ଅଧାରୁ ଛାଡି ସ୍ବଦେଶ ଯିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ମଙ୍ଗଳବାର ବିସିସିଆଇ ପକ୍ଷରୁ…
Read More...

ଯୁବ ସମାଜସେବୀ ସଞ୍ଜୟ ସାହୁଙ୍କ ପିତୃ ବିୟୋଗ।

କଟକ - କଟକ ସଦର କିଶନନଗର ଉପକଣ୍ଠ ବାରଦା ପଂଚାୟତ ଶଗଡିପାଟଣା ଗ୍ରାମର ଯୁବସମାଜସେବୀ ସଂଜୟ ସାହୁଙ୍କ ପିତା ଗଜେନ୍ଦ୍ର ନାଥ ସାହୁ(୬୬)ଙ୍କ କର୍କଟ ରୋଗରେ ପୀଡ଼ିତ ହୋଇ ମୃତ୍ୟୁ ଘଟିଛି । ସ୍ବର୍ଗତ ଗଜେନ୍ଦ୍ର ନାଥ ସାହୁ ଜଣେ ଧର୍ମପରାୟଣ,ସରଳ,ନିଷ୍କପଟ ବ୍ୟକ୍ତିଭାବେ ସ୍ଥାନୀୟ ଅଞ୍ଚଳରେ…
Read More...

ଜନ ସଚେତନତାରେ ସମାଜସେବୀ ରସାନନ୍ଦ ବେହେରାଙ୍କ କୃତିତ୍ୱ ।

କଟକ - କରୋନା ମହାମାରୀର ଦିତୀୟ ଲହରୀ ପୁଣି ଦେଶରେ ଆତଙ୍କ ସୃଷ୍ଟି କରିଥିବାବେଳେ ରୋଗ ନିରାକରଣ ଠାରୁ ନିବାରଣ ସର୍ବାଦୌ ସ୍ପୃହଣୀୟ ନ୍ୟାୟରେ ଏହି ମହାମାରୀ କବଳରୁ କିପରି ମାନବ ସମାଜକୁ ରକ୍ଷା କରିହେବ ତଥା କରୋନା ସଂକ୍ରମଣ ରୋକିବା ଦିଗରେ ସମସ୍ତ ଜନସଚେତନତା ଓ ଏହାର ପାଳନ ଉପରେ ପୂର୍ଣ୍ଣ…
Read More...