banner
Breaking
Monthly Archives

January 2022

ପୌର ଅଧ୍ୟକ୍ଷ ସ°ରକ୍ଷଣ ତାଲିକା ପ୍ରକାଶ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପୌରସଂସ୍ଥା ଅଧ୍ୟକ୍ଷ ଆସନ ପାଇଁ ଚୂଡାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧୦୭ ପୌରସଂସ୍ଥା ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ତାଲିକା…
Read More...

ଆସିଲା ଫେବୃଆରୀ ଗାଇଡଲାଇନ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଫେବୃୟାରୀ ମାସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି ହୋଇଛି। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଗାଇଡ୍‌ଲାଇନ୍‌ ଅନୁସାରେ, ନାଇଟ୍‌ କର୍ଫ୍ୟୁ ଅବଧି ଏବେ ରାତି ୯ଟା ପରିବର୍ତ୍ତେ ରାତି ୧୦ରୁ ପରଦିନ ସକାଳ ୫ ଯାଏ ନାଇଟ୍‌…
Read More...

ନିର୍ବାଚନ ପାଇଁ ଆସିଲା ନୂଆ ଗାଇଡଲାଇନ

ନୂଆଦିଲ୍ଲୀ,୩୧।୧: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ପ୍ରଚାର ପାଇଁ ନିର୍ବାଚନ ଆୟୋଗ ସୋମବାର ନୂତନ ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଅନୁଯାୟୀ, ଫେବୃୟାରୀ ୧୧ ପର୍ଯ୍ୟନ୍ତ ରୋଡ ସୋ ଏବଂ ଗାଡି ସମାବେଶ ଉପରେ ପ୍ରତିବନ୍ଧକ ଜାରି ରହିବ। ତେବେ କରୋନା ମାମଲା ହ୍ରାସ…
Read More...

ଅଖିଳେଶଙ୍କ ସହିତ ଲଢିବେ ସତ୍ୟପାଲ

ଲକ୍ଷ୍ନୌ,୩୧।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ସୋମବାର ସମାଜବାଦୀ ପାର୍ଟି ସଭାପତି ତଥା ମୈନପୁରୀ ଜିଲାର କରହଲ ବିଧାନସଭା ଆସନରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି।…
Read More...

ହାଇକୋର୍ଟରେ ବଢିବ ବିଚାରପତିଙ୍କ ସ°ଖ୍ୟା

କଟକ ,୩୧ା୧: ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢ଼ିବ। ଗତ ୨୯ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୪ ବରିଷ୍ଠ ଆଇନଜୀବୀଙ୍କୁ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ମିଳିବ । ବରିଷ୍ଠ ଆଇନଜୀବୀ ଭି. ନରସିଂହ,…
Read More...

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଅନୁଗୁଳ ୩୧।୧ : କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଳଚେର ବ୍ଲକର କନିଷ୍ଠ ଯନ୍ତ୍ରୀ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ୪ ଟି ଟିମ ଏକକାଳୀନ ୪ଟି ସ୍ଥାନରେ ଚଢାଉ କରିଛନ୍ତି ବୋଲି…
Read More...

ରାଜ୍ୟରେ ଆଜି ୩,୩୨୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ । ୪ ହଜାର ତଳକୁ ଖସିଛି ଦୈନିକ ଆକ୍ରାନ୍ତଙ୍କ ସ°ଖ୍ୟା। ଆଜି ରାଜ୍ୟରେ ୩,୩୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧, ୯୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୩୯୫ ଜଣ…
Read More...

ଆଜିଠାରୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩୧।୧(ବ୍ୟୁରୋ): ଆଜିଠୁ ସଂସଦର ବଜେଟ୍‍ ଅଧିବେଶନ ଆରମ୍ଭ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ଉଭୟ ଗୃହକୁ ସମ୍ବୋଧନ କରିବେ । ବଜେଟ୍‍ ଯୋଗୁ ଗୃହରେ ଆଜି ଓ ଆସନ୍ତାକାଲି ରହିବନି ପ୍ରଶ୍ନୋତ୍ତର ଏବଂ ଶୂନ୍ୟକାଳ । ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ…
Read More...

ନବୀନଙ୍କ ଜନହିତକର ଯୋଜନାକୁ ନେଇ ଲୋକଙ୍କ ପାଖରେ ପ୍ରାର୍ଥୀନୀ ଗଣ୍ଡରପୁର ଗ୍ରାମରେ ବିଜେଡିର ଜୋରଦାର ପ୍ରଚାର

ଭୁବନେଶ୍ୱର,୩୦ା୧(ବ୍ୟୁରୋ) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଦଳ ପକ୍ଷରୁ ଜୋରଦାର ପ୍ରଚାର ଆରମ୍ଭ ହୋଇଯାଇଛି । ଭୋଟ ହାତେଇବା ପାଇଁ ପ୍ରାର୍ଥୀ ମାନେ ବିଭିନ୍ନ ମୁଦା ନେଇ ଲୋକଙ୍କ ପାଖରେ ପହଞ୍ଚୁଛନ୍ତି । ଏହି କ୍ରମରେ ବିଜେଡି ବହୁ ଆଗରେ ରହିଛି । ନବୀନ ପଟ୍ଟନାୟକଙ୍କ…
Read More...

ଫେବୃଆରୀ ୩ରୁ ପୁଣି ବର୍ଷା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା। ଫେବୃୟାରୀ ୩ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ବୋଲିି ପାଣିପାଗ ବିଭାଗ ଆକଳନ କରିଛ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏହି ଟୁଇଟ୍‌ରେ କୁହାଯାଇଛି- ପୁଣି…
Read More...