banner
Breaking
Monthly Archives

January 2022

ସ୍ଥାନାନ୍ତର ହେଲା ୧ ନମ୍ବର ହାଟ

ଭୁବନେଶ୍ୱର : ୟୁନିଟ୍ ୧ ହାଟକୁ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟର ଖେଳ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ହାଟ ଭିତରେ କୋଭିଡ଼ ନିୟମ ସଠିକ୍ ଭାବେ ପାଳନ ହେଉ ନଥିବାରୁ ଏପରି ନିଷ୍ପତ୍ତି ନେଇଛି ବିଏମସି । କୋଭିଡ଼ ଗାଇଡଲାଇନ୍ ଅନୁସାରେ ଦୋକାନ ଦୋକାନ ମଧ୍ୟରେ ୮ ଫୁଟ ଦୂରତା , ମାସ୍କ ଓ ସାନିଟାଇଜର…
Read More...

ରାଜ୍ୟରେ ଆଜି ୧୧୬୦୭ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ବୁଧବାର ରାଜ୍ୟରେ ୧୧୬୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯୧ ଜଣ ପିଲା ଅଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୮୭୯…
Read More...

ଆଉ ଦୁଇଦିନ ପ୍ରବଳ ଶୀତ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା । ରାଜ୍ୟରେ ରାତି ତାପମାତ୍ରାରେ ଆଗାମୀ ୨ ଦିନ ଯାଏ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ମାତ୍ର ପରବର୍ତ୍ତୀ ୩ ଦିନ ରାତି ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ…
Read More...

ଖରାଛୁଟିରେ ପଢିବେ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଏଥର ଖରାଛୁଟିରେ ଛାତ୍ରୀଛାତ୍ରଙ୍କର ଡାଉଟ୍‌ କ୍ଲିୟର (ସଂଶୟ ଦୂର) କ୍ଲାସ୍‌ କରାଯିବ। କରୋନା ସ୍ଥିତିରେ ସୁଧାର ଆସିଥିଲେ ଅଫ୍‌ଲାଇନ୍‌ ନଚେତ୍‌ ଅନ୍‌ଲାଇନ୍‌ରେ ଡାଉଟ୍‌ କ୍ଲିୟର ନେଇ ସ୍ଵତନ୍ତ୍ର କ୍ଲାସ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଚିନ୍ତା କରିଛି।…
Read More...

ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ କରି ଦୁଇ ନିଲମ୍ବିତ

ଭୁବନେଶ୍ୱର,୧୯।୧(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ମା’ ତାରିଣୀ କଲେଜ ଅଧ୍ୟକ୍ଷ ବିକାଶ ଦାଶ ଓ ସାଲେପୁର ଏସ୍‌ଡିପିଓ ପ୍ରଶାନ୍ତ ମାଝିଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଚାକିରିରୁ ନିଲମ୍ବିତ କରାଯାଇଛି। ଅଧ୍ୟକ୍ଷ ଦାଶଙ୍କ ବିରୋଧରେ ମାର୍ଶାଘାଇ ଥାନାରେ ମଧ୍ୟ ମାମଲା…
Read More...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ

ପାର୍ଲ,୧୯/୧(ବ୍ୟୁରୋ): ସଂଘର୍ଷପୂର୍ଣ୍ଣ ଟେଷ୍ଟ ଶୃଙ୍ଖଳାର ସମାପ୍ତି ପରେ ବୁଧବାରଠାରୁ ଘରୋଇ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଦିନିକିଆ ଶୃଙ୍ଖଳା ଆରମ୍ଭ ହେଉଛି। ପ୍ରଥମ ମ୍ୟାଚ୍‌ ବୋଲାଣ୍ଡ ପାର୍କରେ ଖେଳାଯିବ। ଟେଷ୍ଟ ଶୃଙ୍ଖଳାରେ ଦକ୍ଷିଣ ଆଫ୍ରିକାର ବୋଲର ଦଳକୁ ଜିତାଇଥିଲେ। ପ୍ରଥମ ଟେଷ୍ଟରେ…
Read More...

ଭୟ କରନାହିଁ ସତର୍କ ରୁହ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତିର ସମୀକ୍ଷା କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ କଟକଣାକୁ ପାଳନ କରିବା ପାଇଁ ସମୀକ୍ଷା…
Read More...

ରାଉରକେଲା ବ୍ଲୁମ୍‌ବର୍ଗ ଫିଲିଆନ୍ଥ୍ରୋପିଜ୍ ଗ୍ଲୋବାଲ ମେୟର ଚ୍ୟାଲେଞ୍ଜ୍ ବିଜୟୀ

ରାଉରକେଲା,୧୮/୧(ବ୍ୟୁରୋ) : ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ପ୍ରତିଯୋଗିତାରେ ରାଉରକେଲା ବିଶ୍ୱର ୧୫ଟି ସହର ଭିତରେ ସ୍ଥାନ ପାଇଛି। ଏହି ଅନ୍ତର୍ଜାତୀୟ ମାନ୍ୟତା ପାଇବାରେ ରାଉରକେଲା ହେଉଛି ଭାରତର ଏକମାତ୍ର ସହର। ଏହି ବିଶେଷ ସଫଳତା ସହ ରାଉରକେଲାକୁ ବ୍ଲୁମବର୍ଗ…
Read More...

ଉତ୍ତରପ୍ରଦେଶରେ ଭାଜପାର ୧୦୫ ପାର୍ଥୀଙ୍କ ମଧ୍ୟରୁ ୨୫ ଜଣଙ୍କ ନାମରେ ଅପରାଧିକ ମାମଲା ରହିଛି

ଲକ୍ଷ୍ନୌ, ୧୮।୧ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି। ମୋଟ ୧୦୫ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୨୫ଙ୍କ ବିରୋଧରେ ଅପରାଧିକ ମାମଲା ରହିଛି। ଏନେଇ ଭାଜପା ଓ୍ବେବସାଇଟ୍‌ରେ ମଧ୍ୟ ତଥ୍ୟ ପ୍ରକାଶ ପାଇଛି।…
Read More...

କମିବ ହୋମ ଆଇସୋଲେଶନ ଅବଧି

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ୭ ଦିନ ବଦଳରେ ହୋମ ଆଇସୋଲେଶନ ଅବଧି ୫ ଦିନ କରାଯିବା। ପୂର୍ବରୁ ହୋମ ଆଇସୋଲେଶନ ଅବଧି ୧୦ ଦିନ ରହିଥିଲା, ପରେ ଏହାକୁ କମାଇ ୭ ଦିନ କରାଯାଇଥିଲା । ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ଏହାକୁ ୨ ଦିନ କମାଇବାକୁ ଆଲୋଚନା ଚାଲିଥିବା ସ୍ବାସ୍ଥ୍ୟ…
Read More...