banner
Breaking
Monthly Archives

January 2022

ଆଜି ପୌଷ ପୂର୍ଣ୍ଣିମା

ପୁରୀ: ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ପାଳିତ ହେବ । ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କ ସମସ୍ତ ନୀତି ସମ୍ପନ୍ନ କରାଯିବ । ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ନୀତି ସମ୍ପନ୍ନ କରାଯିବ । ଏହି ଅବସରରେ ପୁରୀ ବେଳାଭୂମିରେ ସମୁଦ୍ର ଆଳତୀ ମହୋତ୍ସବ ଅନୁଷ୍ଠିତ ହେବ…
Read More...

ଏସ ବି ଆଇ ଆକାଉଣ୍ଟଧାରୀଙ୍କର କଟିଯିବ ଆକାଉଣ୍ଟ

ଭୁବନେଶ୍ୱର,୧୭/୧ :  ଗ୍ରାହକଙ୍କ ପାଇଁ ଏସବିଆଇର ସତର୍କ ବାଣୀ । ବ୍ୟାଙ୍କ ଆକାଉଣ୍ଟ ସହିତ ପାନ୍‍ ଓ ଆଧାର ଲିଂକ ବାଧ୍ୟତାମୂଳକ କଲା ଏସବିଆଇ । ଆକାଉଣ୍ଟ ସହ ପାନ୍‍ ଓ ଆଧାର ଲିଂକ ନକଲେ କଟିଯାଇପାରେ ଆକାଉଣ୍ଟ । ଏପରି ଏକ ସୂଚନା ଗ୍ରାହକଙ୍କୁ ଦେଇଛି ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ । ଦେଶର…
Read More...

୩୦୦ ଏମସ୍ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର,୧୭/୧ : ରାଜ୍ୟ ତଥା ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସେହିପରି ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ରାଜ୍ୟରେ ସଂକ୍ରମଣ ୧୦ ହଜାର ଅତିକ୍ରମ କରୁଥିବା ବେଳେ ଦେଶରେ ଲକ୍ଷାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ରାଜଧାନୀ…
Read More...

ଥଣ୍ଡା, କାସ ହେଲେ ପରୀକ୍ଷା କରି ନିଅନ୍ତୁ ଓ ଏକାନ୍ତବାସ କରନ୍ତୁ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ସଂକ୍ରମଣର ଡବଲିଂ ଟାଇମ କମି ଥିବାବେଳେ ଗ୍ରୋଥ ରେଟ ବି ହ୍ରାସ ପାଇଛି । ବର୍ତ୍ତମାନ ରାଜ୍ୟରେ ୭୫ ହଜାର ଆକ୍ଟିଭ କେସ୍‌ ଥିବା ବେଳେ ମାତ୍ର ୧୨୦୦ ହସ୍ପିଟାଲାଇରେ ଭର୍ତ୍ତି ହୋଇଛନ୍ତି । ହସ୍ପିଟାଲ ଉପରେ କିଛି ଚାପ ନାହିଁ। ସୋମବାର ସଂକ୍ରମଣ କମ ଥିଲେ ବି ଏହି…
Read More...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ଢିଲା ପ୍ରସଙ୍ଗରେ ଆସିଲା ଧମକ

ନୂଆଦିଲ୍ଲୀ, ୧୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ହୋଇଥିବା ସୁରକ୍ଷା ବ୍ୟବସ୍ଥାର ଉଲ୍ଲଂଘନ ମାମଲାର ଯାଞ୍ଚ କରୁଥିବା ସୁପ୍ରିମକୋର୍ଟର ଅନୁସନ୍ଧାନ କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମଲହୋତ୍ରା ଧମକ ଦିଆଯାଇଛି। ଶିଖ ଫର୍‌ ଜଷ୍ଟିସ (ଏସ୍‌ଏଫ୍‌ଜେ)…
Read More...

ରାଜ୍ୟରୁ ଆଜି ପୁଣି ୧୦,୪୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୭/୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିବଢି ଚାଲିଛି । ରାଜ୍ୟରେ ଆଜି ପୁଣି ୧୦, ୪୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୬,୦୮୨ ଜଣ ଓ ସ୍ଥାନୀୟ ସଂକ୍ରମିତ ୪,୪୦୭ ଜଣ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ…
Read More...

ଭୋଟ ଦେବା ସମୟରେ ଚିହ୍ନଟ ପାଇଁ ମାସ୍କ ଖୋଲିବେ ଭୋଟର

ବାଲେଶ୍ୱର ,୧୭।୧: ବାଲେଶ୍ୱର ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ରବିବାର ରାଜନୈତିକ ଦଳ ପ୍ରତିନିଧିମାନଙ୍କ ସହ ଜିଲା ପ୍ରଶାସନର ଆଲୋଚନା ହୋଇଥିଲା। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବା ବେଳେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର…
Read More...

ନୂଆପଡା ଗ୍ରସ୍ତରେ ଡିଜିପି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଦିନିକିଆ ନୂଆପଡା ଗସ୍ତରେ ରବିବାର ଡିଜିପି ସୁନିଲ ବଂଶଲ ଯାଇଛନ୍ତି । ସେଠାରେ ସେ ପହଞ୍ଚି ମାଓବାଦୀ ସ୍ଥିତି ଓ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଛନ୍ତି। ଜିଲାର ଗୌତମା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ନୂଆପଡା ଏସ୍‌ପିଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକରେ…
Read More...

ସୋମବାର ଓଡିଶାକୁ ଆସିବ ଓମିକ୍ରନ୍ ଟେଷ୍ଟ କିଟ୍

ଭୁବନେଶ୍ୱର,୧୬।୧(ବ୍ୟୁରୋ): ସୋମବାର ଓଡ଼ିଶା ଆସିବ ଓମିକ୍ରନ କିଟ୍‌ ଓମିସିୟୋର। ପ୍ରଥମ ପର୍ଯ୍ୟାୟର କିଛି କିଟ୍‌ ସୋମବାର ଓଡ଼ିଶାରେ ପହଞ୍ଚିବ । ଟାଟା ଏମ୍‌ଡି ଓଡ଼ିଶାକୁ ଏହି କିଟ ଦେବ । ୫ ଲକ୍ଷ ଓମିସିଓର କିଟ ଆଣିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅର୍ଡର ଦେଇଛି। ଏହି ଓମିସିୟୋର କିଟସ୍…
Read More...

ରାଜଧାନୀ କିଓସ୍କରେ ଚାଲିଲା ଅଶ୍ଳୀଳ ଭିଡିଓ

ଭୁବନେଶ୍ୱର,୧୬।୧(ବ୍ୟୁରୋ): କିଓସ୍କରେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ସଚେତନତା ବାର୍ତ୍ତା ନୁହେଁ ବରଂ ପ୍ରସାରଣ କରାଯାଇଥିଲ ଅଶ୍ଲୀଳ ଭିଡିଓ। ଏଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପ୍ରମୁଖ ଛକରେ ଲାଗିଥିବା କିଓସ୍କରେ। ଶନିବାର ରାତିରେ ଅଶ୍ଲୀଳ ଭିଡିଓ…
Read More...