banner
Breaking
Monthly Archives

January 2022

ସମସ୍ତ ହୋଡି°ରୁ ଉଠିବ ନେତା ମନ୍ତ୍ରୀଙ୍କ ଫଟୋ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସମସ୍ତ ସରକାରୀ ହୋର୍ଡିଂରୁ ନେତା, ମନ୍ତ୍ରୀଙ୍କ ଫଟୋ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛିି । ଏଥି ସହିତ ସମସ୍ତ ସରକାରୀ ଗାଡ଼ିରୁ ମଧ୍ୟ ନେତା…
Read More...

ଭୁବନେଶ୍ୱର ମେୟର ସିଟ୍ ମହିଳା, କଟକ ଅଣସ°ରକ୍ଷିତ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମହାନଗର ନିଗମ ପାଇଁ ମେୟର ପଦବୀ ନିମନ୍ତେ ଚିଠା ତାଲିକା ପ୍ରକାଶ ପାଇଛି। ଭୁବନେଶ୍ୱର ମହାନଗର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ସେହିପରି କଟକ ଅଣସଂରକ୍ଷିତ ଥିବାବେଳେ ବ୍ରହ୍ମପୁର ମହିଳାଙ୍କ ପାଇଁ ସଂରକ୍ଷିତ…
Read More...

ପଞ୍ଚାୟତ ନିର୍ବାଚନ ପାଇଁ ଗାଇଡଲାଇନ ଜାରି

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଗାଇଡ୍‌ଲାଇନ୍‌ ଜାରି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସି ଏହି ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପ୍ରଚାର ସମୟରେ ବହୁଜନ ସମାବେଶ ଉପରେ ରୋକ ଲଗାଇଛନ୍ତି। ସର୍ବାଧିକ ୧୦୦ ଜଣରେ ରାଜନୈତିକ ସମାବେଶକୁ ଅନୁମତି ମିଳିଛି।…
Read More...

କେମିତି ହେବନାହିଁ କରୋନା ଜାଣନ୍ତୁ

ନୂଆଦିଲ୍ଲୀ, ୧୨।୧ : କରୋନା ମହାମାରୀ ସଂକ୍ରମଣ ପୃଥିବୀରେ ବୃଦ୍ଧି ପାଉଥିବାବେଳେ ଏହାଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ପବନରେ କରୋନା ଭୂତାଣୁ ୯୦ ପ୍ରତିଶତ ସଂକ୍ରମଣ ଶକ୍ତି ହରାଇ ଥାଏ। ପବନରେ ରହିବା ପରେ ଜଣେ ବ୍ୟକ୍ତିଙ୍କୁ ସଂକ୍ରମିତ…
Read More...

ଦୁଇମାସ ବଢିବ କରୋନା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆହୁରି ୨ ମାସ ଅର୍ଥାତ ମାର୍ଚ୍ଚ ପର୍ଯ୍ୟନ୍ତ ଜନସାଧାରଣଙ୍କୁ ସତର୍କ ରହିବାକୁ ସ୍ବାସ୍ଥ୍ୟ…
Read More...

ଆହୁରି ୩ ଦିନ ବର୍ଷା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । କିଛି ଜିଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ କେତେକ ସ୍ଥାନରେ କୁଆ ପଥର ସହିତ ମଧ୍ୟ ବର୍ଷା ମଧ୍ୟ ହେଉଛି । ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି…
Read More...

ପଞ୍ଚଭୂତରେ ବିଲୀନ ହେଲେ ମହାନାୟକ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚଭୂତରେ ଲୀନ ହେଲେ ଅଭିନେତା ମିହିର ଦାସ। କଟକ ସତୀଚୈରା ଶ୍ମଶାନରେ ମିହିରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପରିବାର, ପ୍ରଂଶସକ ଓ ଆତ୍ମୀୟ ଗହଣରେ କାକା ଶେଷ ବିଦାୟ ନେଇଛନ୍ତି । ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅର୍ନର ଦିଆଯାଇଛି ।…
Read More...

କରୋନା ମହାମାରୀ ସତ୍ଵେ କିଟ୍ ଦେଲା ଭଲ ପ୍ଲେସମେଣ୍ଟ

ଭୁବନେଶ୍ୱର: କରୋନା ମହାମାରୀ ଭଳି କଠିନ ସମୟରେ ଚଳିତ ବର୍ଷ କିଟ୍‌ ଛାତ୍ରଛାତ୍ରୀ ରେକର୍ଡ ସଂଖ୍ୟାରେ ନିଯୁକ୍ତି (ପ୍ଲେସମେଣ୍ଟ) ପାଇପାରିଛନ୍ତି। କିଟ୍‌ର ୨୦୨୨ ରେ ପାସ କରିଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇ ମାସରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ୨୦୨୧ ଡିସେମ୍ବର ସୁଦ୍ଧା ୫୦ଟି…
Read More...

ଆଗାମୀ ଦୁଇ ସପ୍ତାହ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶରେ…
Read More...

ମିହିରଙ୍କୁ ଦିଆଯିବ ଗାର୍ଡ ଅଫ ଅନର

କଟକ , ୧୧।୧: ଓଲିଉଡ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ମଙ୍ଗଳବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସିତ ହେବା ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସନ୍ଧ୍ୟାରେ ମିହିରଙ୍କ ମରଶରୀରକୁ ଡାକ୍ତରଖାନାରୁ ସିଡିଏ ସେକ୍ଟର ୮ ସ୍ଥିତ ତାଙ୍କ ବାସଭବନକୁ…
Read More...