banner
Breaking
Monthly Archives

January 2022

ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ସ°ରକ୍ଷଣ ତାଲିକା

ଭୁବନେଶ୍ୱର,୭।୧(ବ୍ୟୁରୋ)- ପୌର ନିର୍ବାଚନ ପାଇଁ ଓ୍ବାର୍ଡ ପୁନର୍ଗଗଠନ ଓ ଆସନ ସଂରକ୍ଷଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମର ୬୭, କଟକର ୫୯ ଏବଂ ବ୍ରହ୍ମପୁର ମହନଗର ନିଗମର ୪୨ଟି ଓ୍ବାର୍ଡର ସୀମା ନିର୍ଦ୍ଧାରଣ ଓ ୫୦ % ଆସନ…
Read More...

ଆଜିଠାରୁ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ କାର୍ଯ୍ୟାଳୟ

ଭୁବନେଶ୍ୱର,୭/୧(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ବୁଧବାରର ନୂଆ ନିର୍ଦେଶନାମା ଜାରି ପରେ ଶୁକ୍ରବାରଠାରୁ ୩୧ ଜାନୁଆରୀ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ଓ ଅଧସ୍ତନ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…
Read More...

ଶାଶୁ ଘରକୁ ପ୍ରବେଶ କଲେ ତପସ୍ବିନୀ

ବ୍ରହ୍ମପୁର ,୬ା୧: ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦର ଅନ୍ତ ଘଟିଛି। ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତପସ୍ବିନୀ ଗୁରୁବାର ରାତିରେ ଶାଶୁଘରେ ପ୍ରବେଶ କରିଛନ୍ତି । ତପସ୍ବିନୀ ବ୍ରହ୍ମପୁର ବ୍ରହ୍ମାନଗରସ୍ଥିତ ଶାଶୁଘରେ ରହିବେ ଓ ଡା. ସୁମିତ ତାଙ୍କ ଭରଣପୋଷଣ…
Read More...

ପାର୍ଥୀଙ୍କ ଖର୍ଚ୍ଚ ସୀମା ବୃଦ୍ଧି

ନୂଆଦିଲ୍ଲୀ,୬।୧: ଲୋକ ସଭା ଓ ବିଧାନସଭା ନର୍ବାଚନ ଲାଗି ପ୍ରାର୍ଥୀମାନଙ୍କ ଖର୍ଚ୍ଚ ସୀମାକୁ ବୃଦ୍ଧି କରାଯାଇଛି। ଲୋକ ସଭା ପ୍ରାର୍ଥୀଙ୍କ ଲାଗି ସର୍ବୋଚ୍ଚ ଖର୍ଚ୍ଚ ସୀମା ୭୦ ଲକ୍ଷ ଟଙ୍କା ଥିବାବେଳେ ଏହା ୯୫ ଲକ୍ଷକୁ ବୃଦ୍ଧି ହୋଇଛି। ସେହିପରି ବିଧାନସଭା ପ୍ରାର୍ଥୀଙ୍କ ସର୍ବୋଚ୍ଚ ଖର୍ଚ୍ଚସୀମା…
Read More...

ରାଜଧାନୀରେ ୯ ଟି ସ୍ଥାନ କଣ୍ଟେନମେଣ୍ଟ ଘୋଷଣା

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଲାଣି। ସହରର ଏକାଧିକ ସ୍ଥାନରେ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଫଳରେ ସଂକ୍ରମଣକୁ ରୋକିବା ପାଇଁ ବିଏମ୍‌ସି ପକ୍ଷରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଉଛି। ଗୁରୁବାର ସହରର ୯ଟି ସ୍ଥାନକୁ…
Read More...

ଦ୍ବିତୀୟ ଟେଷ୍ଟ ହାରିଲା ଭାରତ

ଜୋହାନ୍ସବର୍ଗ,୬।୧: ଯଶ୍ରପୀତ ବୁମରା, ମହମ୍ମଦ ଶାମି ଓ ରବିଚନ୍ଦ୍ରନ ଅଶ୍ୱିନଙ୍କ ଭଳି ତାରାକା ଖଚ୍ଚିତ ବୋଲରଙ୍କ ଉପସ୍ଥିତି ଭାରତକୁ ନ୍ୟୁ ଇୟର ଟେଷ୍ଟରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଅଧିନାୟକ ଡିନ ଏଲଗାରଙ୍କ ଅପରାଜିତ ୯୬ ରନ୍‌ର ପାଳି ଯୋଗୁ ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ଦ୍ୱିତୀୟ…
Read More...

କ୍ୟାପିଟାଲ ହସ୍ପିଟାଲରେ କରୋନା

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜଧାନୀସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ସମେତ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ଦୁଇ ଜଣଙ୍କ ମଧ୍ୟରେ ଜଣେ ମ୍ୟାନେଜର ଜଣେ ଫାର୍ମାସିଷ୍ଟ ଅଛନ୍ତି। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ନେଇ କ୍ୟାପିଟାଲ ହସ୍ପିଟାଲ…
Read More...

ଓଡିଶାରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ ତଳେ ତାଙ୍କୁ ହୃଦ୍‌ଘାତ ହୋଇଥିଲା। ପରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କ ରିପୋର୍ଟ କରୋନା…
Read More...

ନୂଆ ଟ୍ରାଫିକ ଡିସିପି ଏସ୍ ସୁଶ୍ରୀଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,୬/୧(ବ୍ୟୁରୋ): ଦ୍ୱୈତନଗରୀ କଟକ-ଭୁବନେଶ୍ୱରର ନୂଆ ଟ୍ରାଫିକ ଡିସିପି ଭାବେ ୨୦୧୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ୍‌.ସୁଶ୍ରୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ଡିସେମ୍ବର ୨୯ରେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଏହି ନିଯୁକ୍ତି ମିଳିଥିଲା। କାର୍ଯ୍ୟରେ ଯୋଗଦେବା ପରେ ସେ…
Read More...

ବାଙ୍ଗଲାଦେଶର ଐତିହାସିକ ବିଜୟ

ମାଉଣ୍ଟ ମାଙ୍ଗାନୁଇ : ଏଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚରେ ବାଂଲାଦେଶ ଦଳ ପ୍ରତିପକ୍ଷ ନ୍ୟୁଜିଲାଣ୍ଡକୁ ତାହାର ନିଜ ମାଟିରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି । ଏହି ଦୁଇଟିକିଆ ଟେଷ୍ଟ ମ୍ୟାଚ ସିରିଜରେ ବାଂଲାଦେଶ ଦଳ ବିଶ୍ୱ ଟେଷ୍ଟ ଚମ୍ପିଆନ ନ୍ୟୁଜିଲାଣ୍ଡକୁ ୮ ୱିକେଟରେ ପରାସ୍ତ…
Read More...