banner
Breaking
Monthly Archives

January 2022

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ବର,୨/୧(ବ୍ୟୁରୋ): ନୂଆବର୍ଷ ଅବସରରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟରେ କରୋନାର ନୂତନ ପ୍ରକରଣ ଓମିକ୍ରନ ବୃଦ୍ଧି ପାଉଥିବାବେଳେ ସରକାର ସ୍ବାସ୍ଥ୍ୟ ସଚିବ ପଦରେ ପରିବର୍ତ୍ତନ ଆଣିଛନ୍ତି। ଆଇଏଏସ ରାଜକୁମାର ଶର୍ମାଙ୍କୁ ସ୍ବାସ୍ଥ୍ୟ ଓ…
Read More...

ସ୍କୁଲରେ ଟିକା ନେବେ ପିଲା, ୮ରୁ ଦଶମ ଓ ଦ୍ବାଦଶ ପିଲାଙ୍କୁ ଟିକା

ଭୁବନେଶ୍ୱର : ଆଜି ୧୫ରୁ ୧୮ ବର୍ଷ ବୟସର ଛାତ୍ରଛାତ୍ରୀମାନଙ୍କୁ କୋଭାକ୍ସିନ୍‌ ଟିକା ଦାନ ପ୍ରସ୍ତୁତି ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗର ଏକ ମିଳିତ ବୈଠକ ଭର୍ଚୁଆଲ୍‌ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି।…
Read More...

୨୩ ଓମିକ୍ରନ୍ ଆକ୍ରାନ୍ତଙ୍କ ତଥ୍ୟ ମିଳିଲା

ଭୁବନେଶ୍ବର,୨/୧(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ୨୩ ଓମିକ୍ରନ ଆକ୍ରାନ୍ତଙ୍କ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଆକ୍ରାନ୍ତଙ୍କ ସମ୍ପର୍କରେ ସ୍ବାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ରଙ୍କ ସୂଚନା ଦେଇ କହିଛନ୍ତି ଯେ କେନ୍ଦୁଝର ଜିଲାରୁ ସର୍ବାଧିକ ୭, ଖୋର୍ଦ୍ଧା…
Read More...

ନୂଆବର୍ଷରେ ଚାଷୀଙ୍କୁ ଖୁସି କଲେ ମୋଦି

ନୂଆଦିଲ୍ଲୀ, ୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆବର୍ଷର ପ୍ରଥମ ଦିନରେ ଦେଶର ୧୦.୦୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ପିଏମ୍‌-କିଷାନ ଯୋଜନାରେ ୨୦,୯୦୦ କୋଟି ଟଙ୍କା ଆର୍ଥତ୍କ ସହାୟତା ପଠାଇଛନ୍ତି। ଭିଡିଓ କନ୍‌ଫରେନ୍ସ ଜରିଆରେ ମୋଦି ହିତାଧିକାରୀ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଦଶମ…
Read More...

ବଢୁଛି ସ°କ୍ରମଣ, ଭୟଭୀତ ହୁଅନାହିଁ

ନୂଆଦିଲ୍ଲୀ,୨ ।୧: ରାଜଧାନୀରେ ବଢି ଚାଲିଥିବା କରୋନା ଭାଇରସ ସଂକ୍ରମଣ ଏବେ ସମସ୍ତଙ୍କୁ ପଛରେ ପକାଇ ଦେଇଛି । ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହୋଇଛି ସତ । କିନ୍ତୁ ଏହାକୁ ନେଇ କିଛି ଭୟଭୀତ ହେବାର ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ସେ କହିଛନ୍ତି…
Read More...

ପିଲାଙ୍କ ସ୍କୁଲ ଖୋଲିବା ବନ୍ଦ ହେଲା

ଭୁବନେଶ୍ୱର,୨ା୧(ବ୍ୟୁରୋ): ଆସନ୍ତାକାଲିଠାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତିକୁ ସାମୟିକ ସ୍ଥଗିତ କରାଯାଇଥିବା ନେଇ ସୂଚନା ମିଳିଛି। ୨ ଦିନ ମଧ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସ୍କୁଲ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ହୋଇଛି। ଏହା ସାମୟିକ ବୋଲି ବିଦ୍ୟାଳୟ ଓ…
Read More...

ବଢିବ ଶୀତ

ଭୁବନେଶ୍ବର,୨/୧(ବ୍ୟୁରୋ): ଦାରିଙ୍ଗବାଡିରେ ରାତି ତାପମାତ୍ରା ହ୍ରାସ ପାଉଛି। ଦୁଇଦିନ ହେଲା ଏଠାରେ ସର୍ବନିମ୍ନ ତାପମାତ୍ରା କମୁଛି। ଫଳସ୍ବରୂପ ଅଞ୍ଚଳରେ ସ୍ବାଭାବିକ ଶୀତ ଅନୁଭୂତ ହେଉଛି। ଗତକାଲି ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ରହିଥିଲା। ପାଣିପାଗ ବିଭାଗର…
Read More...

ନିୟମିତ ହେଲେ ୮,୧୦୨ ଶିକ୍ଷକ

ଭୁବନେଶ୍ବର,୧।୧(ବ୍ୟୁରୋ): ୨୦୧୫ ଜାନୁୟାରୀରେ ନିଯୁକ୍ତି ପାଇଥିବା ୮ ହଜାର ୧୦୨ କନିଷ୍ଠ ଶିକ୍ଷକଙ୍କୁ ରାଜ୍ୟ ସରକାର ଶନିବାର ନିୟମିତ କରିଛନ୍ତି । ତେବେ ୬ ବର୍ଷ ୧୧ ମାସ ପରେ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି। ଏହା ଭିତରେ ୪୦ ହଜାର ୫୨ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦିଆଯାଇଥିବା ଗଣଶିକ୍ଷା…
Read More...

କମିଲା ଗ୍ୟାସ ଦର

ନୂଆଦିଲ୍ଲୀ,୧ା୧: ନୂଆବର୍ଷରେ ଉପଭୋକ୍ତାଙ୍କ ପାଇଁ ଖୁସି ଖବର। ରାଷ୍ଟ୍ରୀୟ ତୈଳ ବିପଣନକାରୀ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ଓଜନର ବ୍ୟବସାୟିକ ସିଲିଣ୍ଡର ପିଛା ମୂଲ୍ୟ ୧୦୨ ଟଙ୍କା ୫୦ ପଇସା ହ୍ରାସ କରିଛନ୍ତି। ବର୍ତ୍ତମାନ ବ୍ୟବସାୟିକ ସିଲିଣ୍ଡର ପିଛା ମୂଲ୍ୟ ୧୯୯୮ ଟଙ୍କା ନିର୍ଦ୍ଧାରିତ ହୋଇଛି…
Read More...

କମିଶନରେଟ୍ ପୋଲିସର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧।୧(ବ୍ୟୁରୋ): ଆଜି ହେଉଛି କମିଶନରେଟ ପୋଲିସର ପ୍ରତିଷ୍ଠା ଦିବସ। କମିଶନରେଟ ପୋଲିସ ୧୩ ପୂରି ୧୪ ବର୍ଷରେ ପାଦ ଥାପିଛି । ୨୦୦୮ ଜାନୁୟାରୀ ୧ରେ ଦ୍ବୈତନଗରୀ ଭୁବନେଶ୍ବର-କଟକକୁ ନେଇ ଗଠିତ ହୋଇଥିଲା । ୨୦୨୨ ପୋଲିସ ପାଇଁ ବଡ଼ ଚାଲେଞ୍ଜ ହେବ । କମିଶନରେଟ ପୋଲିସକୁ ଚଳିତବର୍ଷ ୩ଟି…
Read More...