banner
Breaking
Monthly Archives

January 2022

ଏଲପିଟିମ୍ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬/୧ : ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଲେଡି ପ୍ରୋଟେକ୍ଟ ଟିମ୍ ପକ୍ଷରୁ ପବିତ୍ର ୭୩ ତମ ସାଧାରଣତନ୍ତ୍ର ଦିବସ ଚନ୍ଦ୍ରଶେଖରପୁର ହାଉସି° ବୋର୍ଡ କଲୋନୀ ଦୁର୍ଗା ପଡିଆ ଠାରେ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ଏଲପିଟିମର ସଭାପତି ରମାକାନ୍ତ ସ୍ବାଇଁଙ୍କ…
Read More...

ବଦଳି ପାରେ ଶ୍ରାଲଙ୍କା କାର୍ଯ୍ୟସୂଚୀ

ନୂଆଦିଲ୍ଲୀ,୨୬।୧: ଶ୍ରୀଲଙ୍କା କ୍ରିକେଟ ଦଳର ଆଗାମୀ ଭାରତ ଗସ୍ତ କାର୍ଯ୍ୟସୂଚୀରେ ସମ୍ଭବତଃ ପରିବର୍ତ୍ତନ ହୋଇପାରେ। ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ, ଏହି ଗସ୍ତ ଦୁଇଟି ଟେଷ୍ଟ ମ୍ୟାଚ୍‌ ସହ ଆରମ୍ଭ ହେବାର ଥିଲା। ପରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳାଯାଇଥାନ୍ତା। କିନ୍ତୁ ଏହି ଗସ୍ତ…
Read More...

ୟୁକ୍ରେନକୁ ସହାୟତା କରିବ ଆମେରିକା

ଓ୍ବାଶିଂଟନ,୨୬ା୧: ରୁଷିଆ-ୟୁକ୍ରେନ ବିବାଦ ଦିନକୁ ଦିନ ଜଟିଳ ପରିସ୍ଥିତି ଆଡ଼କୁ ମୁହାଁଉଛି। ରୁଷିଆର ମୁକାବିଲା ଲାଗି ଯୁଦ୍ଧଜାହାଜ ଓ ଲଢୁଆ ବିମାନ ପଠାଇଛି ନାଟୋ। ସେପଟେ ୟୁକ୍ରେନ ଛାଡ଼ି ନିଜ ଦେଶକୁ ଫେରିଆସିବା ଲାଗି ସମସ୍ତ କୂଟନୀତିଜ୍ଞଙ୍କୁ ନିର୍ଦ୍ଦେଶ ଦେଇଛି ଆମେରିକା। ରୁଷିଆ ଏବଂ…
Read More...

୩ କୋଟି ଠକେଇ ଅଭିଯୋଗରେ ବ୍ୟାଙ୍କ ମ୍ୟାନେଜର ଗିରଫ

ଭୁବନେଶ୍ୱର,୨୬ା୧(ବ୍ୟୁରୋ): ଜାଲ୍‌ କାଗଜପତ୍ର ଦେଇ ୩ କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବାପୁଜୀନଗରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପୂର୍ବତନ ଚିଫ୍‌ ମ୍ୟାନେଜର ବିରେନ୍ଦ୍ର ପଟ୍ଟନାୟକ ଗିରଫ ହୋଇଛନ୍ତି। ବିରେନ୍ଦ୍ରଙ୍କ ସହିତ ତାଙ୍କର ଦୁଇ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଥିବା…
Read More...

ବିବାହ ବନ୍ଧନରେ ବାନ୍ଧି ହେଲେ ପ୍ରଜ୍ଞାନ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଓଡ଼ିଶାର ଘରେ ଘରେ ପରିଚିତ ହାସ୍ୟ ଅଭିନେତା ପ୍ରଜ୍ଞା ରଂଜନ ଖଟୁଆ ମଙ୍ଗଳବାର ଅଭିନେତ୍ରୀ ସୁନନ୍ଦାଙ୍କ ହାତ ଧରିଛନ୍ତି। କେନ୍ଦ୍ରାପଡ଼ା ଜିଲା ରାଜକନିକାରେ ଏହି ବିବାହ ଉତ୍ସବ ସଂପନ୍ନ ହୋଇଛି। ପ୍ରଜ୍ଞା ବରଯାତ୍ରୀଙ୍କୁ ଧରି ବାଘବୁଦା ପଡ଼ିଆରେ ଥିବା ରାଜକନିକା…
Read More...

ବିରୋଧୀଙ୍କ ନିଦ ହଜେଇ ଦେଲେ ନବୀନ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ବିରୋଧୀଙ୍କ ନିଦ ହଜେଇ ଦେଲେ ନବୀନ। ଗତ କିଛିଦିନ ଧରି ନବୀନ ପଟ୍ଟନାୟକଙ୍କ ଉପରେ ସ୍ବାସ୍ଥ୍ୟଗତ ସମସ୍ୟା ନେଇ ଜୋର ଚର୍ଚ୍ଚା ହେଉଥିଲା। ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିରୋଧୀଦଳ ଏହାକୁ ମୁଦ୍ରା କରି ଲୋକଙ୍କୁ ଭୁଆଁ ବୁଲାଉ ଭୋଟ ହାତେଇବାକୁ ଚିନ୍ତା କରିଥିଲେ।…
Read More...

ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬/୧ : ଆଜି ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଥମ ଥର ଲାଗି ଏକ ସଂଗେ ବାୟୁସେନାର ୭୫ଟି ବିମାନ ଫ୍ଲାଇ ପାଷ୍ଟ ପ୍ରଦଶନ କରି ୭୫ ବର୍ଷର ସ୍ୱାଧୀନତାର ସ୍ମୃତି ଚାରଣ…
Read More...

ବଢୁଛି କରୋନା ମୃତକଙ୍କ ସ°ଖ୍ୟା, ଆଜି ୧୦ ମୃତ୍ୟୁ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୦୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଧରଗଡ଼ ଜିଲାରୁ ୪ ଜଣ…
Read More...

ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୧ : ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ପହଞ୍ଚିବା ସହ ଶହୀଦ୍‌ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ୨ ମିନିଟ୍‌ ନୀରବ ପ୍ରାର୍ଥନା କରିଛନ୍ତି।
Read More...

ରାଜ୍ୟରେ ଆଜି ୭୪୨୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ଆଜି ୭୪୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୦୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୧୨୦ ଜଣ ଲୋକାଲ କେସ୍‌ ଓ ୮୬୭ ଜଣ ପିଲା ଅଛନ୍ତି। ଏନେଇ ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...