banner
Breaking
Monthly Archives

February 2022

ରାଜ୍ୟରେ ଆଜି ୨,୬୦୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୫/୨(ବ୍ୟୁରୋ): ରାଜ୍ୟରେ ଆଜି ଆଉ ୨,୬୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧, ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୦୮୨ ଜଣ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୪୯ ପଜିଟିଭ୍ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୪୪ ଆକ୍ରାନ୍ତ…
Read More...

ଶ୍ରାଜୀଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିର ଉନ୍ନତି କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ

ପୁରୀ ,୫।୨(ବ୍ୟୁରୋ): ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ କାର୍ଯ୍ୟକୁ ସେ ବୁଲି…
Read More...

ସପ୍ତାହ ଯାଏ ଶୁଖିଲା ରହିବ ପାଗ

ଭୁବନେଶ୍ୱର,୫ା୨(ବ୍ୟୁରୋ): ପଶ୍ଚିମାବାୟୁ ପ୍ରବାହ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଦିନତମାମ ଆକାଶ ମେଘାଚ୍ଛନ୍ନ ରହିବା ସାଙ୍ଗକୁ କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଏପରି କି କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା…
Read More...

ଆଜି ୧୯ ବର୍ଷରୁ କମ୍ ବିଶ୍ବକପ ଫାଇନାଲ ମ୍ୟାଚ

ଆଣ୍ଟିଗୁଆ  : ୱେଷ୍ଟଇଣ୍ଡିଜ୍‌ରେ ଚାଲିଥିବା ୧୯ ବର୍ଷରୁ କମ୍‌ ପୁରୁଷ କ୍ରିକେଟ ବିଶ୍ବକପ ଚର୍ତୁଦଶତମ ସଂସ୍କରଣର ଫାଇନାଲ ମ୍ୟାଚ ଶନିବାର ଦୁଇ ପୂର୍ବ ବିଜେତା ଇଂଲଣ୍ଡ ଓ ଭାରତ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଆଣ୍ଟିଗୁଆର ବାର୍ବୋଡାସ୍ଥିତ ସାର ଭିଭିଆନ ରିଚାଡର୍ସ ଷ୍ଟାଡ଼ିୟମରେ ଖେଳାଯିବ। ୪ଥର…
Read More...

ଆଜି କରୋନା କଟକଣାରେ ବିରାଜିବେ ମା ସରସ୍ଵତୀ

ଭୁବନେଶ୍ୱର,୫/୨(ବ୍ୟୁରୋ): ଆଜି ମାଘମାସ ଶୁକ୍ଳ ପକ୍ଷ ବସନ୍ତ ପଞ୍ଚମୀ । ଏହି ଅବସରରେ ଧରାବତରଣ କରିଛନ୍ତି ବାଗଦେବୀ ମା’ ସରସ୍ବତୀ । ମା’ ସରସ୍ବତୀଙ୍କୁ ବିଦ୍ୟାଦାୟିନୀ ବୋଲି କୁହାଯାଏ । ଏଥିଲାଗି ମା’ଙ୍କ ଆରାଧନା କରିଥାନ୍ତି ଶିକ୍ଷାର୍ଥି । ଖାଲି ବିଦ୍ୟାଦାୟିନୀ ନୁହେଁ ମା’ଙ୍କୁ ଶାରଦା,…
Read More...

ଆବାସ ଯୋଜନା ପାଇଁ ରାଜ୍ୟ ସଭାରେ କମ୍ପିଲେ ସସ୍ମିତ

ନୂଆଦିଲ୍ଲୀ,୪।୨: ଓଡ଼ିଶା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ) ପୋର୍ଟାଲ ଖୋଲିବା ସହ ରାଜ୍ୟର ୬ ଲକ୍ଷ ଯୋଗ୍ୟ ପରିବାରକୁ ଏଥିରେ ସାମିଲ କରିବା ଲାଗି ରାଜ୍ୟ ସଭାରେ ବିଜେଡି ପକ୍ଷରୁ ଦାବି କରାଯାଇଛି। ଶୂନ୍ୟ କାଳରେ ବିଜେଡି ଏମ୍‌ପି ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଏବଂ…
Read More...

ଉତ୍କଳଗୌରବ ମଧୁସୂଦନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ହେଉଛି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଏହାସହ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଉତ୍କଳଗୌରବ ମଧୁସୂଦନ ଦାସ…
Read More...

ସ୍କୁଲ କଲେଜକୁ ଯୋଗାଇ ଦିଆଯିବ ଜମିପଟା

ଭୁବନେଶ୍ୱର,୪।୨(ବ୍ୟୁରୋ): ସ୍କୁଲ, କଲେଜଗୁଡ଼ିକୁ ଜମି ପଟ୍ଟା ଯୋଗାଇ ଦିଆଯିବ। ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଆସନ୍ତା ମାର୍ଚ୍ଚ ୫ ମଧ୍ୟରେ ଏଗୁଡ଼ିକୁ ପଟ୍ଟା ମିଳିବ। ଗୁରୁବାର ବସିଥିବା ସମୀକ୍ଷା ବୈଠକରେ ଏନେଇ ଅତିରିକ୍ତ ଜିଲାପାଳମାନଙ୍କୁ ରାଜସ୍ବ ସଚିବ ନିର୍ଦ୍ଦେଶ ଦେଇଥିବା…
Read More...

ଅଜଣା ଲୋକଙ୍କୁ ଲିପ୍ଟ ନ ମାଗିବା ପାଇଁ ଡିସିପିଙ୍କ ଅପିଲ

ଭୁବନେଶ୍ୱର,୪।୨(ବ୍ୟୁରୋ):ରାଜଧାନୀ ଭୁବନେଶ୍ବରରୁ ଲିଫ୍ଟ ବାହାନାରେ ନିଶା ଦେଇ ଲୁଟ୍‌ ମାମଲାରେ ଡିସିପି ଉମାଶଙ୍କର ଦାସ ପ୍ରତିକ୍ରିୟା ରଖିଛନ୍ତି। ମମାଲାକୁ ଗମ୍ଭୀରତାର ଶହ ତଦନ୍ତ ଆରମ୍ଭ କରାଯାଇଛି ବୋଲି ସେ କହିଛନ୍ତି । ଭୁବନେଶ୍ବର ଡିସିପି ଉମାଶଙ୍କର ଦାସ କହିଛନ୍ତି, ସହୀଦ ନଗର ଥାନା…
Read More...

ବାରବାଟୀରେ ଖେଳାଯିବ ଟି ୨୦ ମ୍ୟାଚ

କଟକ ,୪।୨: ଆସନ୍ତା ଜୁନ୍‌ରେ ବାରବାଟୀରେ ଦକ୍ଷିଣ ଆଫ୍ରିକା-ଭାରତ ଟି-ଟ୍ବେଣ୍ଟି ମ୍ୟାଚ୍‌ ଖେଳାଯିବ। ତେବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସହ ବାରବାଟୀରେ ମ୍ୟାଚ କରାଇବା ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରାଙ୍କ ସହିତ ବିଶେଷ ଆଲୋଚନା ହୋଇଛି । ଓଡ଼ିଶା କ୍ରିକେଟ ଆସୋସିଏଶନର ଅନୁରୋଧକୁ…
Read More...