banner
Breaking
Monthly Archives

February 2022

ଖୁବଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ଯେକୌଣସି ମୁହୂର୍ତ୍ତରେ ପୌର ନିର୍ବାଚନ ଘୋଷଣା ହୋଇପାରେ। ଏଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ବୁଧବାର ଏ ନେଇ ରାଜ୍ୟ ସରକାର ରାଜ୍ୟ ନିର୍ବାଚନ କମିଶନରଙ୍କୁ ଅବଗତ କରାଇଛନ୍ତି । ଏଥିସହିତ ଗୃହ ଓ ନଗର…
Read More...

ରୁଷିଆରେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ମସ୍କୋ,୨୪ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ବୁଧବାର ଦୁଇ ଦିବସୀୟ ଯାତ୍ରାରେ ରୁଷିଆରେ ପହଞ୍ଚିଛନ୍ତି । ବିମାନ ବନ୍ଦରରେ ତାଙ୍କୁ ରୁଷିଆ ଉପବୈଦେଶିକ ମନ୍ତ୍ରୀ ଇଗୋରମୋର୍ଗୁଲୋବ କରିଥିଲେ । ରୁଷିଆ ଓ ୟୁକ୍ରେନ ମଧ୍ୟରେ ହେବାକୁ ଯାଉଥିବା ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା…
Read More...

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ

କିଭ,୨୪ ।୨: ପ୍ରତି ମୁହୂର୍ତ୍ତରେ ବଢି ଚାଲିଛି ୟୁକ୍ରେନ ସଙ୍କଟ । ଅଘୋଷିତ ଭାବେ ୟୁକ୍ରେନ୍ ଉପରେ ରୁଷିଆ ଏକ ପ୍ରକାର ଆକ୍ରମଣ କରି ସାରିଛି କହିଲେ ହୁଏତ କିଛି ଭୁଲ ହୋଇ ନ ପାରେ । ରୁଷିଆର ଟ୍ୟାଙ୍କ ପୂର୍ବ ୟୁକ୍ରେନର ଡୋନେସ୍କ ଓ ଲୁହାନସ୍କରେ ଦାଖଲ ହୋଇ ସାରିଛି ଓ ରୁଷିଆ ସେନା ବିଦ୍ରୋହୀଙ୍କ…
Read More...

୧ରେ ମହାଶିବରାତ୍ରି, ରାତି ୧୦ ଟାରେ ଉଠିବ ମହାଦୀପ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ମାର୍ଚ୍ଚ ୧ରେ ପଡୁଛି ମହାଶିବରାତ୍ରି। ସେଥିପାଇଁ ବୁଧବାର ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବ। ଏଥିସହିତ…
Read More...

ସରିବ ପଞ୍ଚାୟତ ନିର୍ବାଚନ, କେମିତି ଗଣାହେବ ଜାଣନ୍ତୁ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁବାର ସରିବ ମତଦାନ। ତେବେ ୨୬ରୁ ଭୋଟ୍‌ ଗଣତି ଆରମ୍ଭ ହେବ। ପୂର୍ବରୁ ବୁଥ୍‌ରେ ଗଣତି କରାଯାଇ ସେହିଦିନ ପ୍ରାର୍ଥୀଙ୍କ ଫଳାଫଳ ଘୋଷଣା କରାଯାଉଥିଲା। ମାତ୍ର ଚଳିତଥର ଗଣତି ପ୍ରକ୍ରିୟାରେ ପରିବର୍ତ୍ତନ ହୋଇଛି। ଏଥର ଭୋଟ…
Read More...

କୋଭିଡ ପରେ ସତର୍କତା ଜରୁରୀ – ଡା,ନିବେଦିତା

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରୁ ଏପର୍ଯ୍ୟନ୍ତ କୋଭିଡ୍‌ ଯାଇନାହିଁ। କୋଭିଡ୍‌ ସଂକ୍ରମଣ ପରବର୍ତ୍ତୀ ଜଟିଳତା ଦେଖା ଦେଉଥିବାରୁ ସେଥିପ୍ରତି ସଚେତନ ରହିବାକୁ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ନିଶ୍ଚେତକ ବିଭାଗ ମୁଖ୍ୟ ଡା. ନିବେଦିତା ପାଣି ପରାମର୍ଶ ଦେଇଛନ୍ତି। ମଙ୍ଗଳବାର…
Read More...

ମୁଖ୍ୟ ଅଭିଯୁକ୍ତ ରାଜା ଗିରଫ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ନୟାଗଡ଼ ଜିଲା ଟାଉନ୍‌ ଥାନା ଅନ୍ତର୍ଗତ ଉଦୟପଥ ଲେନ୍‌ର ଏକ ଭଡ଼ାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ଏମ୍‌.ଡି. ରାଜା ଧରାପଡ଼ିଛନ୍ତି। ମଙ୍ଗଳବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ…
Read More...

ଭାଜପା ନେତାଙ୍କ ଉପରେ ବିଜେଡି ଆଣିଲା ହତ୍ୟା ଅଭିଯୋଗ

ଭୁବନେଶ୍ୱର,୨୩।୨(ବ୍ୟୁରୋ):  ଭାଜପା ନେତାଙ୍କ ବିରୋଧରେ ବିଜେଡି ହତ୍ୟା ଅଭିଯୋଗ ଆଣିଛି । ଭଦ୍ରକ ଜିଲା ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗୀର ଅଞ୍ଚଳର ପ୍ରତାପ ଚନ୍ଦ୍ର ରାଉତଙ୍କୁ ରାଜନୈତିକ ଆକ୍ରୋଶ ଯୋଗୁ ଏକ ରାଜନୈତିକ ଦଳର ଲୋକେ ପିଟିପିଟି ହତ୍ୟା କରିଥିବା ନେଇ ମୃତକଙ୍କ ସମ୍ପର୍କୀୟ…
Read More...

ପଲିଥିନ ବ୍ୟବହାର ଉପରେ ଲାଗିବ ଜୋରଦାର କଟକଣା

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ଲାଷ୍ଟିକ ଉତ୍ପାଦନ, ବିକ୍ରି ଓ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ ହେବ। ଏଥିପାଇଁ ୨୦୨୨ ଜୁନ୍‌ ୩୦ ସମୟ ଧାର୍ଯ୍ୟ କରାଯାଇଛି। ଜୁଲାଇ ପହିଲାରୁ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଏ ନେଇ ରାଜ୍ୟ ପ୍ରଦୂଷଣ…
Read More...

ବିରୋଧୀଙ୍କୁ ଷ୍ଟ୍ରଙ୍ଗରୁମ୍ ଚିନ୍ତା

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ପାଇଁ ରାଜ୍ୟରେ ହେଉଥିବା ୫ ପର୍ଯ୍ୟାୟ ନିର୍ବାଚନର ୪ଟି ପର୍ଯ୍ୟାୟ ପାଇଁ ଭୋଟିଂ ଶେଷ ହୋଇଯାଇଛି। ଏହି ୪ଟି ପର୍ଯ୍ୟାୟରେ ଯେଉଁମାନେ ପ୍ରାର୍ଥୀ ହୋଇଛନ୍ତି ସମସ୍ତଙ୍କୁ ବର୍ତ୍ତମାନ ଷ୍ଟ୍ରଙ୍ଗ୍‌ରୁମ୍‌ ଚିନ୍ତା ଘାରିଛି। ଶାସକ…
Read More...